-+91-9937148622 |

prerana_bgr@rediffmail.com |

  Thursday 5th March 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   (05-Mar-2026)       ||      ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   (05-Mar-2026)       ||      ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||      ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   (04-Mar-2026)       ||      ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ    (04-Mar-2026)       ||      ଏକ ଭିନ୍ନ ଶିକ୍ଷକ   (04-Mar-2026)       ||      ବରପାଲି ରେ ରାଜ୍ୟ ସ୍ତରୀୟ ସାହିତ୍ୟ ସମ୍ମିଳନୀ ଆଦ୍ୟ ଫଗୁଣ   (04-Mar-2026)       ||     

HOME   ଜିଲ୍ଲା

ବଲାଙ୍ଗିଯୋରରେ ଚତୁର୍ଥ ମାଁ କନ୍ଧେନ୍ବୁଢ଼ୀ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ , ବଡଙ୍ଗୋମୁଣ୍ଡାକୁ ହରାଇ ଆଟଗାଁ ଚମ୍ପିୟାନ

14-Jan-2024



କଣ୍ଟାମାଲ: ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଳକ ଖମନମୁଣ୍ଡା ପଞ୍ଚାୟତର ବଲାଙ୍ଗିଯୋର ଖେଳ ପଡ଼ିଆରେ  ମା' କନ୍ଧେନବୁଢୀ କ୍ଲବ ଦ୍ଵାରା ଆୟୋଜିତ ଚତୁର୍ଥ ମା' କନ୍ଧେନ ବୁଢୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଫାଇନାଲ ଖେଳ ସହ ଉଦଯାପିତ ହୋଇଯାଇଛି। ରବିବାର ଫାଇନାଲ ମ୍ୟାଚରେ ଆଟଗାଁ ଏବଂ ବଡଙ୍ଗୋମୁଣ୍ଡା ମଧ୍ୟରେ ଖେଳ ହୋଇଥିଲା। ଟସ ଜିତି ଆଟଗାଁ ଦଳ ୮ ଓଭରରେ  ୬ଉଇକେଟ ହରାଇ ୭୨ରନ କରିଥିଲା। ଜବାବରେ ବଡ଼ଙ୍ଗୋମୁଣ୍ଡା କ୍ରିକେଟ୍ ଦଳ ନିର୍ଦ୍ଧାରିତ ଓଭରରେ 62ରନ କରିବାକୁ ସମର୍ଥ ହୋଇଥିଲା। ଫଳରେ ଆଟଗାଁଦଳ ୧୦ରନରେ ବିଜୟ ହାସଲ କରି ଚଳିତବର୍ଷର ଚମ୍ପିୟାନ ହୋଇଅଛି। ଉକ୍ତ ଫାଇନାଲ ମ୍ୟାଚରେ ଅତିଥି ଭାବେ ଶିକ୍ଷାବିତ ନିଳାଚଳ ଭୋଇ, କନ୍ଧମାଳ ଜିଲ୍ଲା ପରିଙ୍ଗିଆ ବ୍ଳକର ଉପାଧ୍ୟକ୍ଷ ଅଜିତ ସାହୁ, ଆଦିବାସୀ ନେତା ବିବତ୍ସ ଭୋଇ ଓ ସତ୍ୟନାରାୟଣ ମାଝୀ, ସମାଜସେବୀ ପ୍ରହଲ୍ଲାଦ ଭୋଇ, ସମ୍ଭାରୁ ରଣା ପ୍ରମୁଖ ପୁରସ୍କାର ବିବରଣୀ ଉତ୍ସବରେ ଉପସ୍ଥିତ ରହି ବିଜେତା ଓ ଉପ-ବିଜେତା ଦଳକୁ ଟ୍ରଫି ସହ ନଗଦ ରାଶି ପ୍ରଦାନ କରିଥିଲେ।ଆଜିର ମ୍ୟାଚକୁ ମୋହନ ଆଡ଼ଯୁଆଡ଼ି ଓ କୁନା କହଁର ଖେଳ ପରିଚାଳନା କରିଥିଲେ। ସେହିପରି   ଧାରାବିବରଣୀ ରାମଦାସ ରଣା ପ୍ରଦାନ କରିଥିବା ସ୍ଥଳେ ନୃତ୍ତମ ନାଗ ସ୍କୋରର ଦାୟିତ୍ଵ ତୁଲାଇଥିଲେ ଓ ମା' କନ୍ଧେନ ବୁଢ଼ୀ କ୍ରିକେଟ୍ କ୍ଲବର ସମସ୍ତ ସଦସ୍ୟ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   05-Mar-2026
  ଜିଲ୍ଲା  
ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   05-Mar-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026
  ଜିଲ୍ଲା  
ହରିହର ଭେଟ ସମ୍ପନ୍ନ   05-Mar-2026
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026
  ଜିଲ୍ଲା  
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   05-Mar-2026
  ଜିଲ୍ଲା  
ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   05-Mar-2026
  ଜିଲ୍ଲା  
ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   05-Mar-2026
  ଜିଲ୍ଲା  
ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   05-Mar-2026

You Might Also Like