-+91-9937148622 |

prerana_bgr@rediffmail.com |

  Thursday 5th March 2026 |

| | | |

R.N.I. Regd No. ODIODI/2010/46693

Breaking News

ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ    (05-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   (05-Mar-2026)       ||      *ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   (05-Mar-2026)       ||      ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   (05-Mar-2026)       ||      ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||      ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   (04-Mar-2026)       ||      ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ    (04-Mar-2026)       ||     

HOME   ଜିଲ୍ଲା

ନବରଙ୍ଗପୁର ଜିଲ୍ଲାରେ ପୁଣି ଡରାଇଲା କରୋନା

14-Jan-2024



ନବରଙ୍ଗପୁର  (ମିହିର ଶଙ୍କର ପାତ୍ର,) ପାପଡାହାଣ୍ଡି ବ୍ଲକ ମୋକିଆରୁ ଜଣେ କରୋନା ଆକ୍ରାନ୍ତ ଚିନ୍ହଟ ହୋଇଛନ୍ତି | ତାଙ୍କୁ ଘରେ ରହିବାକୁ ଡାକ୍ତର ପରାମର୍ଶ ଦେଇଛନ୍ତି | ମକିଆ ଅଂଚଳର ଜାଣେ ବ୍ୟକ୍ତିଙ୍କୁ ଜ୍ୱର ହେବାରୁ ପାପଡାହାଣ୍ଡି ଆସି ଡାକ୍ତରଙ୍କୁ ଦେଖାଇ ଥିଲେ। ଏବଂ ତାଙ୍କର ପରୀକ୍ଷା କରିବା ପାରେ  ତାଙ୍କୁ କରୋନା ବାହାରିଥିଲା |ଦୀର୍ଘ ଦିନ ପରେ ପୁଣି ନବରଙ୍ଗପୁର ଜିଲ୍ଲାରେ କରୋନା ଫେରିଲା। କରୋନାରୁ ସୁରକ୍ଷା ପାଇଁ ସରକାରଙ୍କ ତରଫରୁ ଲୋକଙ୍କୁ ମାସ୍କ ବ୍ୟବହାର ଓ ସାନିଟାଈଜର ବ୍ୟବହାର ନେଇ ସଚେତନ କରାଯାଇଛି |ସ୍ଥାନୀୟ ଜନତା ଯଦି ବେଳ ଥାଉଁଣୁ ସତର୍କ ନ ହୁଅନ୍ତି ତେବେ ପରିସ୍ଥିତି ଆହୁରି ଭୟଙ୍କର ହେବ। ତେଣୁ ସମସ୍ତେ ନିଜେ ନିଜେ ସତର୍କତା ଅବଲମ୍ବନ କରିବାକୁ ପଡିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ   05-Mar-2026
  ଜିଲ୍ଲା  
*ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   05-Mar-2026
  ଜିଲ୍ଲା  
*ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   05-Mar-2026
  ଜିଲ୍ଲା  
ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   05-Mar-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026
  ଜିଲ୍ଲା  
ହରିହର ଭେଟ ସମ୍ପନ୍ନ   05-Mar-2026
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026
  ଜିଲ୍ଲା  
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   05-Mar-2026
  ଜିଲ୍ଲା  
ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   05-Mar-2026

You Might Also Like