-+91-9937148622 |

prerana_bgr@rediffmail.com |

  Friday 26th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ    (25-Jun-2026)       ||      ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   (25-Jun-2026)       ||      ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି   (25-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   (25-Jun-2026)       ||      ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   (25-Jun-2026)       ||      ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ    (25-Jun-2026)       ||      ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   (25-Jun-2026)       ||      ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   (25-Jun-2026)       ||      ୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ    (25-Jun-2026)       ||      ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||     

HOME   ଜିଲ୍ଲା

ସୁଜନ ନାଗ ସ୍ମାରକୀ ଫୁଟବଲ, କଳାପଥର ଇଲେଭେନ ଷ୍ଟାର ଚାମ୍ପିଅନ

15-Jan-2024



ସୋନପୁର(ମନୋରଞ୍ଜନ ତ୍ରିପାଠୀ): ସୁଜନ ନାଗ  ସ୍ମାରକୀ ରାଜ୍ୟ ସ୍ତରୀୟ ଫୂଟବଲ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ ଗତ କାଲି ଉଦଯାପିତ ହୋଇଯାଇଥିବା ବେଳେ ଏହି ର ମ୍ୟାଚ ରେ ସିସିଏଫ୍ଏ ବୀରମହାରାଜପୁର ବନାମ ଇଲେଭେନ୍ ଷ୍ଟାର କଳାପଥର ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଇଲେଭେନ୍ ଷ୍ଟାର କଳାପଥର ୪-୨ ଗୋଲ ରେ ସିସିଏଫ୍ଏ ବୀରମହାରାଜପୁର କୁ ହରାଇ ଚଳିତ ୨୦୨୪ ଚାମ୍ପିଅନ ହୋଇଛି। ଏହି ମ୍ୟାଚରେ ଇଲେଭେନ୍ ଷ୍ଟାର ଦଳର ଅଭୟ ମୁଣ୍ଡା 'ମ୍ୟାନ ଅଫ ଦ ମ୍ୟାଚ୍', ଅଂଶୁୁ ମୁଣ୍ଡା 'ମ୍ୟାନ ଅଫ ଦ ସିରିଜ୍' ବେଷ୍ଟ ଗୋଲ କିପର ଅଂଶୁୂ ମୁଣ୍ଡା, ବେଷ୍ଟ ଡିଫେନ୍ସ ପିତ୍ର ମୁଣ୍ଡା, ବେଷ୍ଟ ଉଇଙ୍ଗର ବିଷ୍ଣୁ ଓରାମ, ଓ ବେଷ୍ଟ  ମିଡ୍ ଫିଲ୍ଡ ଭାବେ ଅରବିନ୍ଦ ଲାକ୍ରା ଅତିଥିଙ୍କ ଦ୍ବାରା ପୁରସ୍କୃତ ହୋଇଥିଲେ। ସଞ୍ଜୟ ପଟ୍ଟନାୟକ ଧାରା ବିବରଣୀ ପାଠ କରିଥିବା ବେଳେ ଏକାଡେମୀ ର ସଭାପତି ରାକେଶ ନାଗ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ଉଦଯାପନୀ ସନ୍ଧ୍ୟାରେ ସ୍ବାସ୍ଥ୍ୟ ମନ୍ତ୍ରୀ ନିରଞ୍ଜନ ପୂଜାରୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିବାବେଳେ ସମାଜସେବୀ ଶ୍ରୀବତ୍ସ ମଲ୍ଲିକ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ l ସନ୍ତୋଷ ପୂଝାରୀ କ୍ରୀଡାବିତ୍ ହରିହର ପଟ୍ଟନାୟକ, ଅନିଲ ଭୋଇନା, ପୁରୁଷୋତ୍ତମ ପାଣିଗ୍ରାହୀ, ଅମିୟ ରଞ୍ଜନ ଦାଶ, ସତ୍ୟନାରାୟଣ ତ୍ରିପାଠୀ, ଶାନ୍ତନୁ ବାଘ,

ଗୌତମ ପାତ୍ର, ଲୋକନାଥ ରଥ, ଏବଂ ଆୟୋଜକ କମିଟିର ଅଧ୍ୟକ୍ଷ ଜଳନ୍ଧର ଦୀପ ପ୍ରମୁଖ ମଞ୍ଚ ରେ ଉପସ୍ଥିତ ରହି ପୁରସ୍କାର ବିତରଣ କରିଥଲେ। ଆଜିର ଖେଳକୁ ଚିକୁ ବଡ଼ପଣ୍ଡା, ଜିତେନ୍ଦ୍ର ଥନାପତି, ପ୍ରଶାନ୍ତ ସେଠି, ଜଗତ ଜଗଦଲା, ରାଜେଶ ଥନାପତି ପରିଚାଳନା କରିଥିଲେ। ଖଗେଶ୍ୱର ତାଣ୍ଡି , ଜନ୍ମେଜୟ ନାଗ, ଦୀପକ, ନେଉଳ, ରବି, ନଟ, ଭୁର୍ଷୁବ  ଉପେନ୍ଦ୍ର ସୁନା ଏବଂ ନୀଳକଣ୍ଠ କୁମ୍ଭାର ପ୍ରମୁଖ ଟୁର୍ଣ୍ଣାମେଣ୍ଟ ରେ ସହଯୋଗ କରିଥିଲେ। ଦୀର୍ଘ ସାତ ଦିନ ଧରି ରୟାଲ ପଡ଼ିଆ ରେ ଏହି ଖେଳ କୁ ପ୍ରବଳ ସଂଖ୍ୟାରେ ଦର୍ଶକ ଉପଭୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ   25-Jun-2026
  ଜିଲ୍ଲା  
ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   25-Jun-2026
  ଜିଲ୍ଲା  
ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି   25-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   25-Jun-2026
  ଜିଲ୍ଲା  
ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   25-Jun-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   25-Jun-2026
  ରାଜ୍ୟ  
ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   25-Jun-2026

You Might Also Like