-+91-9937148622 |

prerana_bgr@rediffmail.com |

  Friday 26th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ    (25-Jun-2026)       ||      ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   (25-Jun-2026)       ||      ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି   (25-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   (25-Jun-2026)       ||      ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   (25-Jun-2026)       ||      ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ    (25-Jun-2026)       ||      ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   (25-Jun-2026)       ||      ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   (25-Jun-2026)       ||      ୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ    (25-Jun-2026)       ||      ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||     

HOME   ଜିଲ୍ଲା

ପୁରନ୍ଦର ବାରିକ ଙ୍କ ସ୍ମୃତି ରେ ତିନି ଦିନିଆ ନାଟ୍ ମହୋତ୍ସବ

15-Jan-2024



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ )
ସୋନପୁର -୧୫-୦୧- ପୁରନ୍ଦର ବାରିକ ସୃତିକମିଟି ବ୍ଲକଛକ ପକ୍ଷରୁ ସ୍ଥାନୀୟ  ରୟାଲପଡିଆ ଠାରେ ଆସନ୍ତା ୧୯ତାରିଖରୁ ୨୧ତାରିଖ ପର୍ଯ୍ୟନ୍ତ  ଏକ ୩ ଦିନିଆ ନାଟ୍ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ଆଜି ହୋଟେଲ ପ୍ରୋଗ୍ରେସ୍ଇନ୍ ର ସମ୍ମିଳନୀ କକ୍ଷରେ ପୁରନ୍ଦର ସ୍ମୃତି କମିଟି ର ଅଧ୍ୟକ୍ଷ ଅରବିନ୍ଦ ବାରିକ ଙ୍କ ପୈ।ରହିତ୍ୟରେ ଅନୁଷ୍ଠିତ ହୋଇଥିବା ଏକ ସାମ୍ବାଦିକ ସମ୍ମିଳନୀରେ ଏହାର ଲୋଗୋ ଉନ୍ମୋଚନ ସହ ସବିଶେଷ ବିବରଣୀ ପ୍ରଦାନ କରାଯାଇଛି। ଏହି ୩ଦିନିଆ ନାଟ୍ ମହୋତ୍ସବ ରେ ପଶ୍ଚିମ ଓଡ଼ିଶାର  ସୂନାମ ଧନ୍ୟ ନିର୍ଦ୍ଦେଶକ ଙ୍କ ବଛାବଛା ସର୍ବମୋଟ ୯ ଟି ନାଟକ ପ୍ରଦର୍ଶନ ହେବ। ୧୯ ତାରିଖରେ ନାଟ୍ ମହୋତ୍ସବର ଉଦଘାଟନ ହେବାସହ ପ୍ରଥମ ନାଟକ ଭବାନୀପାଟଣା ର କାରୁଣ୍ଡ କଳାମଞ୍ଚ ଅନୁଷ୍ଠାନ ର ନାଟ୍ୟକାର ଓ ନିର୍ଦ୍ଦେଶକ ପ୍ରଦୀପ ଡି ମାଝୀ ଙ୍କ ନାଟକ 'ଝର୍କା' ଓ ବରଗଡ ପଦମପୁର ରନାଟ୍ୟ ଅନୁଷ୍ଠାନ 'ଲୁ ' ର ନାଟ୍ୟକାର ଜଗନ୍ନାଥ ସେଠ୍ (ଏନ୍ଏସ୍ ଡିଆନ୍) ,୨୦ତାରିଖରେ ଝାରସୁଗୁଡା ବେଲପାହାଡ଼ ମିରର୍ ଥିଏଟର ନାଟ୍ୟ ଅନୁଷ୍ଠାନ ର ନାଟ୍ୟକାର ଓ ନିର୍ଦ୍ଦେଶକ ସୁବାଷ ପ୍ରଧାନ ଙ୍କ "ପାଚେନ୍ " ଓ ସୁବର୍ଣ୍ଣପୁର ବଡକର୍ଲେ ରନାଟ୍ୟ ଅନୁଷ୍ଠାନ ବୀଣାପାଣି ସାହିତ୍ୟ କଳା ସଂସଦ ର ନାଟ୍ୟକାର ଓ ନିର୍ଦ୍ଦେଶକ ସୁମନ୍ତ ଭୋଇଙ୍କ "ଟୁକୁ"ଓ  ୨୧ତାରିଖ ରେ ନୂଆପଡା ବୋଡେନ ର ନାଟ୍ୟ ଅନୁଷ୍ଠାନ ଜ୍ଞାନୋଦୟ କେରାପଦର ର ନାଟ୍ୟକାର କେଶ ରଞ୍ଜନ ପ୍ରଧାନ ଓ ନିର୍ଦ୍ଦେଶକ ରବି ଶଙ୍କର ପ୍ରଧାନ ଙ୍କ  ନାଟ୍ "ମଧୁବିଦ୍ୟା" , ସମ୍ବଲପୁର ର ଶ୍ରୀ କଲଚରାଲ ଏସୋସିଏସନ୍ ନାଟ୍ୟ ଅନୁଷ୍ଠାନ ର ନାଟ୍ୟକାର ଓ ନିର୍ଦ୍ଦେଶକ ସତ୍ୟ ରଞ୍ଜନ ବେହେରା ଙ୍କ ନାଟ୍ "କେଡା " ଓ ବରଗଡ ପଦମପୁର ର ନାଟ୍ୟ ଅନୁଷ୍ଠାନ ଅବର୍ଣୀଗୁଣ୍ଡା ର ନାଟ୍ୟକାର ଅଶୋକ ବହିଦାର ଓ ନିର୍ଦ୍ଦେଶକ ବିଶ୍ରାମ ମେହେର ଙ୍କ ନାଟ୍ "ଟିକଟ୍" ପ୍ରଦର୍ଶୀତ ହେବା ପାଇଁ ଚୁଡ଼ାନ୍ତ ‌ହୋଇଥିବା ପୁରନ୍ଦର ସ୍ମୃତି କମିଟି ପକ୍ଷରୁ ସୂଚନା ଦିଆଯାଇଛି।

ଏହି  ସମ୍ମିଳନୀରେ ସ୍ଵର୍ଗତ ପୁରନ୍ଦର ବାରିକ ଙ୍କ ବଡ଼ପୁଅ ଆନନ୍ଦ ବାରିକ ଓ ମଝିଆ ପୁଅ ସାନନ୍ଦ ବାରିକ ଉଭୟେ ପୁରନ୍ଦର ବାରିକ ଙ୍କ କଳା ପ୍ରତିଭାର ବିଭିନ୍ନ ଅନାଲୋଚିତ ଦିଗ ଉପରେ ବିଷଦ ଆଲୋଚନା କରିବା ସହ ଜିଲ୍ଲାର ବିଭିନ୍ନ ଅଞ୍ଚଳ ର ଢୁଲିଆ ମାନଙ୍କୁ ନେଇ ଷୋହଳଭର୍ଣୀ ଉପରେ ଏକ ବାଜା ପ୍ରଦର୍ଶନ କରିବା ଉପରେ ମତ ରଖିଥିଲେ। ଏହି କାର୍ଯ୍ୟକ୍ରମ କୁ ସ୍ମୃତି କମିଟି ର ସଂପାଦକ ଦିଲ୍ଲୀପ ପାତ୍ର  ପରିଚାଳନା କରିଥିବାବେଳେ ଅଶୋକ ଜେନା,ଶରତ ମହାପାତ୍ର, ଦେବାଶିଷ ପଟ୍ଟନାୟକ,ଶିବ ଯୋଶୀ ପ୍ରମୁଖ ଉପସ୍ଥିତ ଥିଲେ ଶେଷରେ କୋଷାଧ୍ୟକ୍ଷ ନିଶାନ୍ତ କୁମାର ମହାନ୍ତି ଧନ୍ୟବାଦ ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ   25-Jun-2026
  ଜିଲ୍ଲା  
ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   25-Jun-2026
  ଜିଲ୍ଲା  
ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି   25-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   25-Jun-2026
  ଜିଲ୍ଲା  
ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   25-Jun-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   25-Jun-2026
  ରାଜ୍ୟ  
ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   25-Jun-2026

You Might Also Like