-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବର୍ଷୀୟ ବାଳକକୁ ମାରପିଟ କରି ମୋବାଇଲ ଲୁଟ କରିଥିବା ବ୍ୟକ୍ତି ଙ୍କୁ କଲା ପୋଲିସ ଗିରଫ    (25-Jun-2026)       ||      ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   (25-Jun-2026)       ||      ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି   (25-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   (25-Jun-2026)       ||      ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   (25-Jun-2026)       ||      ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ    (25-Jun-2026)       ||      ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   (25-Jun-2026)       ||      ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   (25-Jun-2026)       ||      ୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ    (25-Jun-2026)       ||      ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||     

HOME   ଜିଲ୍ଲା

ଧୁଙ୍ଗିଆମୁଣ୍ଡାରେ ସମାଜ ସେବା ଦିବସ ପାଳିତ

15-Jan-2024



ବୌଦ୍ଧ /ହରଭଙ୍ଗା: ଭାରତ ସରକାରଙ୍କ କ୍ରୀଡ଼ା ଓ ଯୁବ ମନ୍ତ୍ରଣାଳୟ ଅଧୀନସ୍ଥ ନେହେରୁ ଯୁବ କେନ୍ଦ୍ର ବୌଦ୍ଧ ଓ ମୟୂରୀ ଯୁବକ ସଙ୍ଘ ଗୁଣ୍ଡୁରୀସାହି ମିଳିତ ଆନୁକୂଲ୍ୟରେ ସ୍ୱାମୀ ବିବେକାନନ୍ଦଙ୍କ ଜୟନ୍ତୀ ସପ୍ତାହ ବା ଜାତୀୟ ଯୁବ ସପ୍ତାହ ପାଳନ ଅବସରରେ ଚତୁର୍ଥ ଦିନରେ ହରଭଙ୍ଗା ବ୍ଲକ ଛତ୍ରଙ୍ଗ ପଞ୍ଚାୟତ ଅନ୍ତର୍ଗତ ଧୁଙ୍ଗିଆମୁଣ୍ଡା ଗ୍ରାମରେ ସମାଜସେବା ଦିବସ ପାଳିତ ହୋଇଛି!ଏହା ସହ ମାଗଣା ସ୍ୱାସ୍ଥ୍ୟ ଶିବିର ଉଦଯାପିତ ହୋଇଯାଇଛି l ଏହି ଅବସରରେ ମୟୂରୀ ଯୁବକ ସଙ୍ଘର ଉପ ସଭାପତି ଜ୍ୟୋତ୍ସ୍ନାମୟୀ ବେହେରାଙ୍କ ସଭାପତିତ୍ବରେ ମୁଖ୍ୟ ଅତିଥି ଭାବେ ଛତ୍ରଙ୍ଗ ପଞ୍ଚାୟତ ଏ ଏନ ଏମ ସ୍ୱାସ୍ଥ୍ୟ କର୍ମୀ ମମତା ପଟ୍ଟନାୟକ , ସମ୍ମାନୀତ ଅତିଥି ଭାବେ ସ୍ଥାନୀୟ ଅଙ୍ଗନୱାଡି କର୍ମୀ ସେବତୀ କହଁର, ଆଶା କର୍ମୀ ଝିଲ୍ଲୀରାଣୀ ବେହେରା ଯୋଗ ଦେଇ ସମସ୍ତଙ୍କୁ ସ୍ୱାସ୍ଥ୍ୟ ସଚେତନତା ବାର୍ତ୍ତା ରଖିଥିଲେ l ସ୍ୱାସ୍ଥ୍ୟ ଶିବିରକୁ ପରିଚାଳନା ନିମନ୍ତେ ଡ଼କ୍ଟର ଶ୍ରଦ୍ଧା ସୁମନ ପଟ୍ଟନାୟକ , ଏ ଏନ ଏମ ଜ୍ୟୋତ୍ସ୍ନା କହଁର, ଫାର୍ମାସିଷ୍ଟ ହରପ୍ରିୟା ସାହୁ ପ୍ରମୁଖ ଯୋଗଦେଇ ସମସ୍ତଙ୍କ ଜ୍ଵର, କାଶ, ଆଣ୍ଠୁଗଣ୍ଠି ବ୍ୟଥା, ମୁଣ୍ଡ ବ୍ୟଥା, ପେଟବ୍ୟଥା, ଚର୍ମ ରୋଗ ଭଳି ଅନ୍ୟାନ୍ୟ ସମସ୍ତ ରୋଗର ପରୀକ୍ଷା କରିଥିଲେ l ଏହି ଶିବିରରେ 60 ଜଣଙ୍କର ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା କରିବା ସହ ଔଷଧ ବଣ୍ଟନ କରିଥିଲେ l ଯୁବକ ସଙ୍ଘର ସଭାପତି କମଳ ଜଗଦଳା ସ୍ୱାଗତ ଭାଷଣ ଦେଇଥିବା ବେଳେ ଜାତୀୟ ଯୁବ ସ୍ବେଛାସେବୀ ତଥା ଯୁବକ ସଙ୍ଘର ସମ୍ପାଦକ ସୁଧିର ଦୀପ ଧନ୍ୟବାଦ ଅର୍ପଣ କରିଥିଲେ l

(ଦୁର୍ଯ୍ୟୋଧନ ବିଶି ଙ୍କ ରିପୋର୍ଟ )


News Comment




Photo in News

Advertisment
Lastest News
  ଜିଲ୍ଲା  
ବର୍ଷୀୟ ବାଳକକୁ ମାରପିଟ କରି ମୋବାଇଲ ଲୁଟ କରିଥିବା ବ୍ୟକ୍ତି ଙ୍କୁ କଲା ପୋଲିସ ଗିରଫ   25-Jun-2026
  ଜିଲ୍ଲା  
ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   25-Jun-2026
  ଜିଲ୍ଲା  
ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି   25-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   25-Jun-2026
  ଜିଲ୍ଲା  
ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   25-Jun-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   25-Jun-2026
  ରାଜ୍ୟ  
ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   25-Jun-2026
  ଜିଲ୍ଲା  
୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ   25-Jun-2026

You Might Also Like