-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   (25-Jun-2026)       ||      ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   (25-Jun-2026)       ||      ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ    (25-Jun-2026)       ||      ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   (25-Jun-2026)       ||      ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   (25-Jun-2026)       ||      ୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ    (25-Jun-2026)       ||      ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||     

HOME   ଜିଲ୍ଲା

ଆଦିବାସୀ ଙ୍କ ପ୍ରସିଦ୍ଧ ବୁଢାଦେଓ ମହୋତ୍ସବ ରେ ଯୋଗ ଦେଲେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି : ଆଦିବାସୀ ଙ୍କ ମହାନ ସଂସ୍କୃତି ସୁରକ୍ଷା ପାଇଁ ଆହ୍ୱାନ

15-Jan-2024



ପାଟଣାଗଡ(ପ୍ରେରଣା ଖବର ): ପବିତ୍ର ମକର ସଂକ୍ରାନ୍ତି ତିଥି ଅବସରରେ ପାଟଣାଗଡ ବ୍ଲକ ର ମୁଣ୍ଡlପଳା ଗାଁ ରେ ଗଣ୍ଡ ଆଦିବାସୀ ସମାଜ ର ଆରାଧ୍ୟ ଦେବତା ବୁଢ଼ାଦେଓ, ଜଂଘା ଦେଓ,ଲିଙ୍ଗା ଦେଓ ଙ୍କ ଯାତ୍ରା ମହୋତ୍ସବ ରେ ରାଜ୍ୟସଭା ସାଂସଦ ଶ୍ରୀ ନିରଞ୍ଜନ ବିଶି ମୁଖ୍ୟଅତିଥି ଭାବରେ ଯୋଗ ଦେଇଥିଲେ l ଓଡିଶା ସରକାର ଙ୍କ ଆଦିବାସୀ ଶସକ୍ତିକାରଣ ଯୋଜନା,ଆଦିବାସୀ ଉନ୍ନୟନ ପରିଷଦ ଦ୍ୱାରା ଆଦିବାସୀ ମାନଙ୍କ ସାଂସ୍କୃତିକ ବିକାଶ,ସାମାଜିକ କଲ୍ୟାଣ, ଜୀବନ ଜୀବିକା ଉନ୍ନତି, ଦେବଦେବୀ ପୀଠ ର ସୌନ୍ଦର୍ଯ୍ୟକରଣ ଉପରେ ଆଲୋକପାତ କରିଥିଲେ l ବିଶାଳ ଆଦିବାସୀ

ସମାବେଶ ରେ ସାଂସଦ ଶ୍ରୀ ବିଶି ଆଦିବାସୀ ମାନଙ୍କ ସଚେତନତା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ନବୀନ କାର୍ଡ ରେ ମହିଳା ମାନଙ୍କ ପାଇଁ ସରକାରୀ ଏବଂ ଘରୋଇ ହସ୍ପିଟାଲ ରେ ୧0 ଲକ୍ଷ ମାଗଣା ଚିକିତ୍ସା ସୁବିଧା, ପୁରୁଷ ପାଇଁ ୫ ଲକ୍ଷ ଟଙ୍କା ଚିକିତ୍ସା ସହାୟତା ଅଠାରି ଋଣ ରୁ ମୁକ୍ତି ଦେବା ସହ ଜୀବନ ରକ୍ଷାକlରି ଯୋଜନା ବୋଲି  ଉଦବୋଧନ ଦେଇଥିଲେ l ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହିଳା ସ୍ୱୟଂ ସହାୟକ ଦଳ ପାଇଁ ବିନା ସୁଧରେ ୫ ଲକ୍ଷ ଟଙ୍କା ଋଣ ପ୍ରଦାନ କରୁଥିବାରୁ ଏହା ମହିଳା ବିକାଶ ପାଇଁ ଯୁଗାନ୍ତକାରୀ ଯୋଜନା  ବୋଲି କହିଥିଲେ l ଚାଷୀ ଙ୍କ ମଙ୍ଗଳ

ପାଇଁ କାଳିଆ ଯୋଜନା, ବୁଣାକାର ଙ୍କ ପ୍ରଗତି ପାଇଁ ବଳିଆ ଯୋଜନା ଏକ ବରଦାନ ବୋଲି ସାଂସଦ ଶ୍ରୀ ବିଶି ପ୍ରକାଶ କରିଥିଲେ l ଆଦିବାସୀ ଉତ୍ସବ ରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗଣ୍ଡ ମହାସଭା ର ମହାସଚିବ ରାମଚନ୍ଦ୍ର ଧରୁଆ, ବ୍ଲକ ସମିତି ର ଲେକୃ ଧରୁଆ,ପ୍ରତାପ ଧରୁଆ,ରାଜେନ୍ଦ୍ର ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   25-Jun-2026
  ଜିଲ୍ଲା  
ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   25-Jun-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   25-Jun-2026
  ରାଜ୍ୟ  
ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   25-Jun-2026
  ଜିଲ୍ଲା  
୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ   25-Jun-2026
  ଜିଲ୍ଲା  
ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   25-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର   25-Jun-2026
  ଜିଲ୍ଲା  
ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   25-Jun-2026

You Might Also Like