-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ    (25-Jun-2026)       ||      ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   (25-Jun-2026)       ||      ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   (25-Jun-2026)       ||      ୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ    (25-Jun-2026)       ||      ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||     

HOME   ରାଜ୍ୟ

୭ ଜଣ ଡକାୟତକୁ ଗିରଫ କରି କୋର୍ଟ ଚାଲାଣ କଲେ ବେଲପଡା ପୋଲିସ

15-Jan-2024



ବେଲପଡ଼ା(ପୁର୍ଣ୍ଣ ଶଶୀ ଶେଖର ରାଓ): ଗତ ୧୧ ତାରିଖ ଦିନ ରାତିରେ ଭ୍ୟାନ ଡକାୟତି ଘଟଣାର ପ୍ରେସ ବିଜ୍ଞପ୍ତି ଦିଆଯାଇଛି। ସୂଚନା ଅନୁସାରେ ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଲକ ନୁନହାଡ ଗାଁ ର ୩୦୦ ମିଟର ଦୂରରେ ଏକ ବୋଲେରୋ ଭ୍ୟାନ ଯାହାକି ଇ.କମ୍ ସାର୍ଭିସ ର ଅନ୍ ଲାଇନ୍ ସାମଗ୍ରୀ ଗୁଡ଼ିକ ବୋଝେଇ କରି ନେଉଥିବା ବେଳେ କିଛି ଦୁର୍ବୃତ୍ତ ଆସି ବୋଲେରୋ ଭ୍ୟାନ ଡ୍ରାଇଭରକୁ ମାଡପିଟ କରିବା ସହିତ ଭ୍ୟାନରେ ଥିବା ସାମଗ୍ରୀ ଓ ଭ୍ୟାନକୁ ନେଇ ଚାଲିଯାଇଥିଲେ। ଏହି ବାବଦରେ ଇ.କମ୍ ସାର୍ଭିସ ର କାର୍ଯ୍ୟକର୍ତ୍ତା ସୁମିତ ପ୍ରଧାନ ବେଲପଡା ଥାନାରେ ୧୨ ତାରିଖ ଦିନ ଗୋଟିଏ ଅଭିଯୋଗ ଦାଖଲ କରିଥିଲେ। ଅଭିଯୋଗକୁ ଆଧାର ବଲାଙ୍ଗିର ଏସ୍ ପି ଏବଂ ପାଟଣାଗଡ଼ ଡି.ଏସ୍.ପି ଙ୍କ ନିର୍ଦ୍ଦେଶକ୍ରମେ ବେଲପଡା ପୋଲିସ ଏକ ଟିମ୍ ଗଠନ କରି ତଦନ୍ତ ଆରମ୍ଭ କରିଥିଲେ। ବଲାଙ୍ଗିର ସାଇବର ସେଲ ର ସହଯୋଗ କ୍ରମେ ପୋଲିସ ଟିମ ଖଡ଼ିଆଳରୁ ଉକ୍ତ ଅପରାଧୀଙ୍କୁ ୧୪ ତାରିଖ ରାତିରେ କାବୁ କରିଥିଲେ। ପୋଲିସ ର ସୂଚନା ଅନୁଯାୟୀ ପିଣ୍ଟୁ ଝା (୨୦), ପ୍ରଶାନ୍ତ କୁମ୍ଭାର (୧୯),କରନ ବାଗ (୨୩),ସୁମନ ଶବର (୧୮), ରାହୁଲ ପରାଭୁଏ (୨୨) ଆଉ ଦୁଇ ଜଣ ନାବାଳକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଡି.ଏସ୍. ପି ଜ୍ୟୋତିର୍ମୟ ଭୁକ୍ତା ସୂଚନା ଦେଇଛନ୍ତି। ସେମାନଙ୍କ ଠାରୁ ଚୋରି ବୋଲେରୋ ଗାଡ଼ି, ଗୋଟିଏ ମାଉଜର, ଅପରାଧୀ ମାନଙ୍କ ବ୍ୟବହୃତ ୫ ଟି ମୋବାଇଲ ତଥା ଅନଲାଇନ୍ ରେ ମଗାଇଥିବା ନୂଆ ୫ ଟି ମୋବାଇଲ, ଅନ୍ ଲାଇନ୍ ରେ ମଗା ଯାଇଥିବା କିଛି କପଡ଼ା, ହେଡ ଫୋନ, ବ୍ଳୁ ଟୁଥ ହେଡ ସେଟ୍, ଏୟାର ବ୍ୟାଗ୍ ଜବତ କରାଯାଇଛି ।

ଅଭିଯୁକ୍ତ ମାନଙ୍କୁ ଗିରଫ କରି ପଚରାଉଚରା କରିବା ସମୟରେ ଜଣାପଡ଼ିଲା ଅଭିଯୁକ୍ତ କରନ ବାଗ ଓ ରାହୁଲ ପରାଭୁଏ ବେଲପଡା ବ୍ଳକ ସ୍ଥିତ ସିହିନୀ ଗ୍ରାମକୁ ଡକାୟତି କରିବାକୁ ଆସିଥିଲେ। କିନ୍ତୁ ସେ ଘଟଣାକୁ କାର୍ଯ୍ୟ ରୂପ ନଦେଇ ନୁନହାଡ ପାଖରେ ଭ୍ୟାନ ଲୁଟ୍ କରିବା ପାଇଁ ଯୋଜନା କରିଥିଲେ। ଏହି ବାବଦରେ ତାଙ୍କ ଅନ୍ୟ ସାଥି ମାନଙ୍କୁ ଯୋଗାଯୋଗ କରିବାରୁ କିଛି ବାଇକ୍ ଯୋଗେ ଏବଂ କିଛି ବସ୍ ଯୋଗେ ନୁନହାଡ କୁ ଆସି ପହଞ୍ଚିଥିଲେ। ଏବଂ ରାତିରେ ବୋଲେରୋ ଭ୍ୟାନ ଲୁଟ୍ କରିଥିଲେ। ଅନ୍ୟପକ୍ଷେ ଅଭିଯୋଗକାରୀ ସୁମିତ ପ୍ରଧାନଙ୍କ କହିବା ଅନୁଯାୟୀ ଗାଡ଼ିରେ ୭/୮ ଲକ୍ଷ ଟଙ୍କାର ସାମଗ୍ରୀ ଥିଲା କିନ୍ତୁ ଏଯାବତ୍ ସମ୍ପୂର୍ଣ୍ଣ ଭାବେ ସାମଗ୍ରୀ ଜବତ ହୋଇପାରିନାହିଁ ବୋଲି ସେ କହିଛନ୍ତିି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   25-Jun-2026
  ରାଜ୍ୟ  
ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   25-Jun-2026
  ଜିଲ୍ଲା  
୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ   25-Jun-2026
  ଜିଲ୍ଲା  
ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   25-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର   25-Jun-2026
  ଜିଲ୍ଲା  
ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   25-Jun-2026
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026

You Might Also Like