-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ    (25-Jun-2026)       ||      ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   (25-Jun-2026)       ||      ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   (25-Jun-2026)       ||      ୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ    (25-Jun-2026)       ||      ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||     

HOME   ଜିଲ୍ଲା

ଦୁର୍ଗା ମନ୍ଦିର ପ୍ରତିଷ୍ଠା ଉତ୍ସବ କଳସ ଯାତ୍ରା,ଭକ୍ତଙ୍କ ଜୟ ଧ୍ୱନିରେ କମ୍ପିଲା ସହର

15-Jan-2024



ବିନିକା(ହିମାଂଶୁ ଶେଖର ପୁଟେଲ) ଯା ଦେବୀ ସର୍ବ ଭୂତେଷୁ ଶକ୍ତି ସ୍ୱରୂପଣୀ ନମସ୍ତେ ନମସ୍ତେ ନମୋ ନମୋ......ଜୟ ମାଁ ଦୁର୍ଗା ଧ୍ବନିରେ ସାରା ବିନିକା ସହର କମ୍ପି ଉଠିଥିଲା ।ଆଜିଠାରୁ ଆରମ୍ଭ ହୋଇଛି ଦେବୀ ଦୁର୍ଗାଙ୍କ ଭବ୍ୟ ମନ୍ଦିର ପ୍ରତିଷ୍ଠା ଉତ୍ସବ ।ବିନିକା ପୁରୁଣା ବସଷ୍ଟାଣ୍ଡ ଦୁର୍ଗାପୂଜା କମିଟି,ଅଞ୍ଚଳବାସୀ ଓ ଶ୍ରଦ୍ଧାଳୁ ଭକ୍ତଙ୍କ ସହଯୋଗରେ ନିର୍ମାଣ ହୋଇଛି ଦୁର୍ଗାଙ୍କ ଭବ୍ୟ ମନ୍ଦିର । ମନ୍ଦିର ପ୍ରତିଷ୍ଠା କାର୍ଯ୍ୟକ୍ରମ ଚଳିତ ମାସ ୨୫ତାରିଖ ପର୍ଯ୍ୟନ୍ତ ଚାଲିବ ।ଦୀର୍ଘ ୫୨ବର୍ଷ ଧରି ମାଁ ଶକ୍ତିରୂପା ଅସ୍ଥାୟୀ ମଣ୍ଡପରେ ପୂଜା ପାଉଥିଲେ । ଏଣିକି ସ୍ଥାୟୀ ମଣ୍ଡପରେ ପୂଜା ପାଇବେ ଜଗତ ଜନନୀ ମାଁ ଦୁର୍ଗା ।ସେଥିପାଇଁ ଶ୍ରଦ୍ଧାଳୁ ଭକ୍ତ ମହଲରେ ଉତ୍ସାହର ବାତାବରଣ ସୃଷ୍ଟି କରିଛି।ପ୍ରତିଦିନ ମାଁ ଙ୍କ ଦର୍ଶନ ପାଇଁ ଭକ୍ତ ଚାତକ ପରି ଅପେକ୍ଷା କରିଛନ୍ତି ।ଆଜି

ପ୍ରତିଷ୍ଠା ଉତ୍ସବର ପ୍ରାରମ୍ଭରେ ମାଁ ଙ୍କ ମନ୍ଦିର ପ୍ରାଙ୍ଗଣରେ ଅଞ୍ଚଳର ହଜାର ହଜାର ମହିଳାଙ୍କ ସମାବେଶ ହୋଇଥିଲା ପରେ ଏକ ବିରାଟ ଶୋଭାଯାତ୍ରାରେ ପୂଜା କର୍ତାଙ୍କ ସହ ମହିଳା ମାନେ ସହର ପରିକ୍ରମା କରିଥିଲେ ।ଶୋଭାଯାତ୍ରାରେ  ଘଣ୍ଟ,ଶଙ୍ଖ,ହୁଳହୁଳି ସହ ଭକ୍ତଙ୍କ ଜୟ ଧ୍ୱନିରେ ସହର ପ୍ରକମ୍ବିତ ହୋଇଥିଲା ।ଯେଉଁ ଆଡେ ଦେଖିବ ଶ୍ରଦ୍ଧାଳୁ ଭକ୍ତଙ୍କ ଭକ୍ତିମୟ ସମାବେଶରେ ସାରା ସହର ଉତ୍ସବ ମୁଖରିତ ହୋଇ ପଡ଼ିଥିଲା । ଭକ୍ତଙ୍କ କୋଳାହଳରେ ରାସ୍ତା ଗୁଡିକରେ ଯିବା ଆସିବା କରୁଥିବା ଯାନ ବାହନ କିଛି ସମୟ ପାଇଁ ଅଟକି ରହିଥିଲା ।କଳସ ଧରି ଶୋଭାଯାତ୍ରା କାରି ମନ୍ଦିରକୁ ପହଞ୍ଚିବା ପରେ ରୀତିନୀତି ଅନୁଯାୟୀ ପୂଜକ ମାନଙ୍କ ଦ୍ଵାରା ପୂଜାର୍ଚ୍ଚନା କରାଯାଇ ମଣ୍ଡପରେ କଳସ ସ୍ଥାପନ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   25-Jun-2026
  ରାଜ୍ୟ  
ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   25-Jun-2026
  ଜିଲ୍ଲା  
୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ   25-Jun-2026
  ଜିଲ୍ଲା  
ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   25-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର   25-Jun-2026
  ଜିଲ୍ଲା  
ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   25-Jun-2026
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026

You Might Also Like