-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   (25-Jun-2026)       ||      ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   (25-Jun-2026)       ||      ୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ    (25-Jun-2026)       ||      ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||     

HOME   ଜିଲ୍ଲା

ପଞ୍ଚମ ଖଡ଼ଙ୍ଗ ଲୋକ ମହୋତ୍ସବର ତୃତୀୟ ସନ୍ଧ୍ୟା, ରୁକୁ ସୁନାଙ୍କ ସମ୍ବଲପୁରୀ ଧମାଲରେ ଝୁମିଲେ ଦର୍ଶକ

15-Jan-2024



କଣ୍ଟାମାଳ(ଜୟ କୁମାର ମହାରଣା): କଣ୍ଟାମାଳ ବ୍ଲକ ବନ୍ଧଗୋରା ଖଡ଼ଙ୍ଗ ନଦୀ କୂଳରେ ପଞ୍ଚମ ଖଡ଼ଙ୍ଗ ଲୋକ ମହୋତ୍ସବର ତୃତୀୟ ସନ୍ଧ୍ୟାରେ ରୁକୁ ସୁନା ଙ୍କ ସମ୍ବଲପୁରୀ ସଂଗୀତ ଧମାଲରେ ହଜାର ହଜାର ଦର୍ଶକ ଝୁମିଲେ l କମିଟି ସଭାପତି ମନୋଜ ଦାଶଙ୍କ ସଭାପତିତ୍ବରେ ଅନୁଷ୍ଠିତ ସାଂସ୍କୃତିକ ସଭାରେ ମୁଖ୍ୟଅତିଥି ଭାବେ ରାଜ୍ୟ ବୟାନିକା ସଭାପତି ପ୍ରକାଶ ଚନ୍ଦ୍ର ମେହେର,ସମାଜସେବୀ ଲକ୍ଷ୍ମଣ ମେହେର ମୁଖ୍ୟବକ୍ତା ଓ ସମ୍ମାନୀତ ଅତିଥିଭାବେ ଜିଲ୍ଲା ସାମ୍ବାଦିକ ଫୋରମ ସଭାପତି ଦିବ୍ୟଶଙ୍କର ରାଉତ, ବିଜେଡି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟା ଶ୍ରଦ୍ଧାଞ୍ଜଳି ବାରିକ ରାଜ୍ୟ, ଅମ୍ବଗାଁ ସରପଞ୍ଚ ପ୍ରତିମା ରଣା, କୁଲୁତାଜୋର ସରପଞ୍ଚ ଚୁମୁକି ଭୋଇ, ନାରାୟଣ ପ୍ରସାଦ ସରପଞ୍ଚ ପ୍ରତିନିଧି ସତ୍ୟନାରାୟଣ ମାଝୀ, କଣ୍ଟାମାଳ ସରପଞ୍ଚ ଦୀପାଞ୍ଜଳି ଖଟୁଆ ,ବିଜେଡି ନେତ୍ରୀ ସୁଷମା ବେହେରା, ଅଜିତ ସାହୁ ଉପାଧ୍ୟକ୍ଷ ଫିରିଙ୍ଗିଆ ବ୍ଲକ, ଆଦିବାସୀ ନେତା  ପୀତାମ୍ବର ଭୋଇ, ସୁରଥ ମେଣ୍ଡିଲି, ରାମସିଂ ପାତ୍ର ବରିଷ୍ଠ ଆଇନଜୀବୀ ପ୍ରମୁଖ ଯୋଗଦେଇ ବକ୍ତବ୍ୟ ରଖିଥିଲେ l  ପ୍ରଶାନ୍ତ ରଣା ମଞ୍ଚ ପରିଚାଳନା କରିଥିବାବେଳେ ଅଭିରାମ ରଣା ଧନ୍ୟବାଦ ଅର୍ପଣ କରିଥିଲେ  l  କଣ୍ଟାମାଳ ବିଧାୟକ ମହୀଧର ରଣା ଉପସ୍ଥିତ ରହି କଳାକାରମାନଙ୍କୁ ଉତ୍ସାହିତ କରିଥିଲେ l ସାଂସ୍କୃତିକ କାର୍ଯ୍ୟକ୍ରମ ରେ ମୋହନଗିରି କଳାକାରଙ୍କ ସମ୍ବଲପୁରୀ ଡାଲଖାଇ ନୃତ୍ୟ

ଓ ସ୍ଥାନୀୟ ଅଞ୍ଚଳର କଳାକାର ମାନଙ୍କ ନୃତ୍ୟଗୀତ  ଅନୁଷ୍ଠିତ ହୋଇଥିଲା l ପରେ ଓଡ଼ିଶାର ସ୍ୱନାମଧନ୍ୟ ମେଲୋଡି କିଙ୍ଗ ଓ ରକଷ୍ଟାର ରୁକୁ ସୁନା ଓ ସାଥି କଳାକାରଙ୍କ ରଙ୍ଗାରଙ୍ଗ ଧମାଲ କାର୍ଯ୍ୟକ୍ରମ ସମଗ୍ର ମହୋତ୍ସବ ଅଂଚଳକୁ ଉତ୍ସବମୁଖର କରିଥିଲେ  l  ମଧ୍ୟରାତ୍ରୀ ପର୍ଯ୍ୟନ୍ତ ଲୋକେ ସାଂସ୍କୃତିକ କାର୍ଯ୍ୟକ୍ରମକୁ ମନଭରି ଉପଭୋଗ କରିଥିଲେ l କାର୍ଯ୍ୟକ୍ରମ ପରିଚାଳନାରେ ଖଡ଼ଙ୍ଗ ଲୋକ ମହୋତ୍ସବ କମିଟିର ସମସ୍ତ ସଦସ୍ୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   25-Jun-2026
  ରାଜ୍ୟ  
ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   25-Jun-2026
  ଜିଲ୍ଲା  
୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ   25-Jun-2026
  ଜିଲ୍ଲା  
ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   25-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର   25-Jun-2026
  ଜିଲ୍ଲା  
ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   25-Jun-2026
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026

You Might Also Like