-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   (25-Jun-2026)       ||      ୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ    (25-Jun-2026)       ||      ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||     

HOME   ଜିଲ୍ଲା

ଗୁଡଭେଲା ସାହିତ୍ୟ ଘରର ବହୁଭାଷୀ କବିତା ଆସର ଅନୁଷ୍ଠିତ

15-Jan-2024



ତୁଷୁରା(ପଞ୍ଚାନନ ନାଏକ ): ୫୭ତମ ତେନ୍ତୁଳିଖୁଣ୍ଟି ମକର ମେଳା ଉପଲକ୍ଷେ ବାଳୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନୀ ଓ ବହୁଭାଷୀ କବିତା ଆସର ଜାନୁଆରୀ ୧୫ ତାରିଖ ଅପରାହ୍ନରେ ତେଲନଦୀ ର ପେନ୍ଦିମୁଣ୍ଡା ଘାଟ ଠାରେ ଅନୁଷ୍ଠିତ ହୋଇଥିଲା। ଗୁଡଭେଲା ବ୍ଲକ୍ ର ପୂର୍ବତନ ବିଇଓ ନେପାଳ ଚନ୍ଦ୍ର ବାଗଙ୍କ ଅଧ୍ୟକ୍ଷତା ଓ ସମ୍ବାଦ ସାହିତ୍ୟ ଘର, ଗୁଡଭେଲା ର ସଂପାଦକ ଆଶୁକବି ହେମନ୍ତ ଦାଶ ଙ୍କ ସଂଯୋଜନା ରେ ଏକ ସଭା ଅନୁଷ୍ଠିତ ସୋଇଥିଲା। ଏଥିରେ ଓଡିଶା ସାହିତ୍ୟ ଏକାଡେ଼ମୀ ଦ୍ଵାରା ପୁରସ୍କୃତ ବିଶିଷ୍ଟ ସାରସ୍ଵତ ସାଧକ, ସ୍ତମ୍ଭକାର ତୁଳସୀ ଜୈନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପଶ୍ଚିମ ଓଡ଼ିଶାର କଳା ଓ ଭାସ୍କର୍ଯ୍ୟର ଅଭିବୃଦ୍ଧି ପାଇଁ ସରକାର ପ୍ରୋତ୍ସାହନ ଯୋଗାଇ ଦେବା ଉଚିତ୍ ବୋଲି ମତ ପୋଷଣ କରିଥିଲେ। ମୁଖ୍ୟବକ୍ତା ଭାବେ ସମ୍ବାଦ ସାହିତ୍ୟ ଘର ସଇଁତଳା ର ସଭାପତି ପ୍ରମୋଦ ବୈଠାରୁ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ବରିଷ୍ଠ କବି ଗୋପିକୃଷ୍ଣ ପାଣ୍ଡିଆ ଓ ଆଦିକନ୍ଦ ଭୋଇ ଯୋଗ ଦେଇଥିଲେ। ବାଳୁକା ଶିଳ୍ପୀ ଓମ୍ ପ୍ରକାଶ ସାହୁ ପ୍ରାରମ୍ଭିକ ଅଭିଭାଷଣ ପ୍ରଦାନ କରିଥିଲେ।ଏଥିରେ ଶତାଧିକ ଦର୍ଶକଙ୍କ ଭିଡ ଜମିଥିଲା। ସଭା ଶେଷରେ କବୟିତ୍ରୀ ଆଲ୍ଲାଦିନୀ ପାଣିଗ୍ରାହୀ ଦାଶଙ୍କ ସଂଯୋଜନା ରେ ବହୁଭାଷୀ କବିତା ଆସର ଅନୁଷ୍ଠିତ ହୋଇଥିଲା। କବୟିତ୍ରୀ ବବିତା ନାୟକ, ହୀରା ବତୀ ସାହୁ, କନକଲତା ପଣ୍ଡା, ତୃପ୍ତିମୟୀ ତ୍ରିପାଠୀ, ଗୌରୀ ଶର୍ମା, ଠିକ୍ ସେହିପରି କବି ଭକ୍ତ ବନ୍ଧୁ ସାହୁ, ରାଜୀବ ପ୍ରସାଦ ଭୋଇ, ସନ୍ତୋଷ କୁମାର ବେହେରା, ପ୍ରକାଶ ମେହେର, ନରସିଂହ ମେହେର, ଅବନୀ ସାହୁ, ସୁବଳ ସାହୁ, ଜୟରାମ ସାହୁ, ପରମାନନ୍ଦ ବେହେରା, ଦେବେନ୍ଦ୍ର କୁମାର ବେଦବାକ, କୃଷ୍ଣେନ୍ଦୁ ହୋତା, ଶ୍ରୀପାଳ ପଣ୍ଡା, ପ୍ରହଲ୍ଲାଦ ଦଣ୍ଡସେନା, ଆଶୁକବି ହେମନ୍ତ ଦାଶ, ନେପାଳ ଚନ୍ଦ୍ର ବାଗ, ପ୍ରମୋଦ ବୈଠାରୁ, ଆଲ୍ଲାଦିନୀ ପାଣିଗ୍ରାହୀ ଦାଶ ପ୍ରମୁଖ ସ୍ବରଚିତ କବିତା ପାଠ କରିଥିଲେ। ଶେଷରେ ଆଦିକନ୍ଦ ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   25-Jun-2026
  ଜିଲ୍ଲା  
୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ   25-Jun-2026
  ଜିଲ୍ଲା  
ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   25-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର   25-Jun-2026
  ଜିଲ୍ଲା  
ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   25-Jun-2026
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026

You Might Also Like