-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||     

HOME   ଜିଲ୍ଲା

ଟିକିରା କପ କ୍ରିକେଟ ଟୁର୍ନାମେଣ୍ଟ, ଉପରମୁଣ୍ଡା ଚମ୍ପିୟାନ

15-Jan-2024



ନାକଟିଦେଉଳ(କନ୍ଦର୍ପ ବେହେରା ): ନାକଟିଦେଉଳ ବ୍ଲକ ଗୋଧିଢିପ ମହାଲକ୍ଷ୍ମୀ ଯୁବକ ସଂଘ ଆନୁକୂଲ୍ୟରେ ୧୬ତମ ସୁପର ସିକ୍ସ କ୍ରିକେଟ ଟୁର୍ଣ୍ନାମେଣ୍ଟ ଅନୁଷ୍ଠିତ ହୋଇଯାଇଛି l ଏଥିରେ ସମୁଦାୟ ୯ଟି ଦଳ ଭାଗ ନେଇଥିବା ବେଳେ ଫାଇନାଲ ମ୍ୟାଚ ଉପରମୁଣ୍ଡା ଓ ଚନ୍ଦ୍ରପୁର ମଧ୍ୟରେ ଅନୁଷ୍ଠିତ ହୋଇଥିଲା l ଚନ୍ଦ୍ରପୁର ଦଳ ନିର୍ଦ୍ଧାରିତ ୬ଓଭର ରେ ୫୯ରନ କରିଥିବା ବେଳେ ଉପରମୁଣ୍ଡା ଦଳ ୪ଓଭର ୨ବଲ ରେ ୬୦ରନ କରି ଚମ୍ପିୟାନ ହୋଇଥିଲେ l ଉପରମୁଣ୍ଡା ଦଳର ଅମୀୟ କୁମାର ପ୍ରଧାନ ମେନ ଅଫ ଦିମେଚ ହୋଇଥିବା ବେଳେ ଚନ୍ଦ୍ରପୁର ଦଳର ଅଶୋକ କୁମାର ବିଶି ମେନ ଅଫ ଦି ସିରିଜ ହୋଇଥିଲେ l ଏହି ଅବସରରେ ହଳଧର ସାହୁଙ୍କ ସଭାପତିତ୍ୱରେ ଆୟୋଜିତ ପୁରସ୍କାର ବିତରଣ ସମାରୋହରେ ମୁଖ୍ୟ ଅତିଥିଭାବେ ବିକାଶ ଫାଉଣ୍ଡେସନର ଅଧ୍ୟକ୍ଷା ମୃଦୁଳା ଠାକୁର, ସମ୍ମାନୀତ ଅତିଥିଭାବେ ସରାପାଲି ଗ୍ରାମପଂଚାୟତ ସରପଞ୍ଚ ଶିବାନୀ ବାରିକ,ବରିଷ୍ଠ ବିଜେପି ନେତା ଦେବେନ୍ଦ୍ର ମହାପାତ୍ର, ଓବିସି ମୋର୍ଚ୍ଚା ରାଜ୍ୟ ସମ୍ପାଦିକା ସସ୍ମିତା ଦେହୁରୀ,ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ପ୍ରମୋଦ ସାହୁ ପ୍ରମୁଖ ଯୋଗଦେଇ ବିଜେତା ଓ ଉପବିଜେତା ଦଳକୁ ପୁରସ୍କୃତ କରିଥିଲେ l ଯୁବକସଂଘ ପକ୍ଷରୁ ଅସହାୟ ବୃଦ୍ଧ ବୃଦ୍ଧାଙ୍କୁ କମ୍ବଳ ପ୍ରଦାନ କରାଯାଇଥିଲା l ନେତ୍ରାନନ୍ଦ ରାଉଳ ଅତିଥି ପରିଚୟ ପ୍ରଦାନ କରିଥିବାବେଳେ ତପନ କୁମାର ସାହୁ ଧନ୍ୟବାଦ ଦେଇଥିଲେ l ଅଜିତ କୁମାର ସାହୁ ଓ ଶୈଳେନ୍ଦ୍ର ପ୍ରଧାନ ଖେଳ ପରିଚାଳନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   25-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର   25-Jun-2026
  ଜିଲ୍ଲା  
ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   25-Jun-2026
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026

You Might Also Like