-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||     

HOME   ଜିଲ୍ଲା

କଂଗ୍ରେସ ଦଳରେ ମିଶିଲେ ବିଜେଡି ସଂଖ୍ୟାଲଘୁ ସଭାପତି ଅସରଫ ଅଲ୍ଲି ଖାନ, ନରସିଂହଙ୍କ ନେତୃତ୍ୱ ଓ କଂଗ୍ରେସ ଦଳ ଆଦର୍ଶ ରେ ଅନୁପ୍ରାଣିତ

15-Jan-2024



ବଲାଙ୍ଗୀର(ଚିତ୍ରସେନ ବେହେରା ):ବଲାଙ୍ଗିର ପୌରାଞ୍ଚଳ ଅନ୍ତର୍ଗତ ସ୍ଥାନୀୟ ସାଲେପାଲି ଠାରେ ନଗର କଂଗ୍ରେସ ସଭାପତି ବୁଲୁ ଦାନିଙ୍କ ସଭାପତିତ୍ୱରେ ଏକ ବନ୍ଧୁମିଳନ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ମିଶ୍ରଣ ପର୍ବରେ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ମୁଖ୍ୟ ଅତିଥି ଓ ଏଆଇସିସି ସଭ୍ୟ ସମରେନ୍ଦ୍ର ମିଶ୍ର ସ୍ୱତନ୍ତ୍ର ଅତିଥି ଭାବରେ ଯୋଗ ଦେଇଥିଲେ । ଏହି ମିଶ୍ରଣ ପର୍ବରେ ବିଜେଡି ଦଳର ସଂଖ୍ୟାଧିକ କର୍ମୀ କଂଗ୍ରେସ ଦଳର ନିତି ଆଦର୍ଶ ଓ ମାନ୍ୟବର ବିଧାୟକ ନରସିଂହ ମିଶ୍ରଙ୍କ ଶାନ୍ତି, ମୈତ୍ରୀ, ପ୍ରଗତି ଓ କ୍ରାନ୍ତି ତଥା ଅଂଚଳ ପାଇଁ ବିକାଶମୂଖି ଚିନ୍ତାଧାରାରେ ଅନୁପ୍ରାଣିତ ହୋଇ ଉଭୟ ବିଧାୟକ ଶ୍ରୀ ମିଶ୍ର ଦକ୍ଷତା, ଦୂରଦୃଷ୍ଟି ଓ ଆତ୍ମିୟତା ଉପରେ ବିଶ୍ୱାସ ରଖୁଥିବା ଏଆଇସିସି ସଭ୍ୟ ସମରେନ୍ଦ୍ର ମିଶ୍ରଙ୍କ ଉପସ୍ଥିତିରେ କଂଗ୍ରେସ ଦଳରେ ଯୋଗ ଦେଇ ବଲାଙ୍ଗିରରେ କଂଗ୍ରେସ ଦଳକୁ ପୁନର୍ବାନ ବିଜୟ କରିବା ପାଇଁ ପ୍ରତିଜ୍ଞା କରିଥିଲେ । ଆଜି ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଜୁ ଜନତା ଦଳର ସଂଖ୍ୟାଲଘୁ ସେଲର ସଭାପତି ଅସରଫ୍ ଅଲ୍ଲି ଖାନ, ଆକବର ଖାନ, ମେଟିନେଲ ଖାନ, ସେକ୍ ମୁସ୍ତାକ ମୁସ୍ତାସିନ, ସିଦ୍ଧିକି ଖାନଙ୍କ ସହ ସଂଖ୍ୟାଧିକ ବିଜେଡି ନେତା ବିଧିବଦ୍ଧ ଭାବେ କଂଗ୍ରେସ ଦଳରେ ଯୋଗ ଦେଇଥିଲେ । ମିଶ୍ରଣ ପର୍ବ ପରବର୍ତ୍ତି ସଭାରେ ନିଜ ବକ୍ତବ୍ୟରେ ବିଧାୟକ ଶ୍ରୀ ମିଶ୍ର ୨୦୧୪ ପରେ ବିକାଶ ବିରୋଧିଙ୍କ ବିରୋଧ ସତ୍ତ୍ୱେ ସରକାର ସହ ଲଢି ବଲାଙ୍ଗିର ସହର ସ୍ୱାସ୍ଥ୍ୟ, ଶିକ୍ଷା, କ୍ରୀଡା, ଗମନାଗମନ, ପାନୀୟ ଜଳ, ଜଳାଶୟର ପୁନରୁଦ୍ଧାର, ଜଳସେଚନର ଅନେକ ବିକାଶ ହୋଇଛି, ଆହୁରି ବାକି ଅଛି ଯାହାକି ଆସନ୍ତା ୫ ବର୍ଷ ଭିତରେ ପୁରଣ କରିବାକୁ ହେବ । ବିଜେପି, ବିଜେଡି ଉଭୟେ ଉଭୟ ଗୋଟିଏ ମୁଦ୍ରାର ଉଭୟ ପାଶ୍ୱର୍ । ବିକେଶ ବିରୋଧିଙ୍କୁ ସମସ୍ତେ ଜାଣି ସାରିଲେଣି । ଆସନ୍ତା ନିର୍ବାଚନରେ ବିରୋଧିଙ୍କୁ ଉଚିତ ଜବାବ ଦେବେ ବୋଲି କହିଥିଲେ । ସମ୍ମାନିତ ଅତିଥି ସମରେନ୍ଦ୍ର ମିଶ୍ର ଆଗାମୀ ଦିନରେ ଆମେ ସମସ୍ତ ମିଳିମିଶି ବିକାଶ ସପକ୍ଷରେ ପକ୍ଷ ରଖିବାକୁ ଆହ୍ୱାନ ଦେଇଥିଲେ । ଆଜିର ଅନୁଷ୍ଠିତ ଏହି ସଭାରେ ଅନ୍ୟମାନଙ୍କ ମଧ୍ୟରେ ବିରେନ୍ଦ୍ର ମିଶ୍ର, ଜିଲ୍ଲା ଉପସଭାପତି ମନୀଷ ମିଶ୍ର, ଯୁବ କଂଗ୍ରେସ ସଭାପତି ନାସୀର ଖାନ, ସୌମ୍ୟଦୀପ ସରାଫ, ଜୁଲୁ ପଟ୍ଟନାୟକ, ଅଶୋକ ନନ୍ଦ, ବବିତା ସାହୁ, ସାଇନା ବେଗମ୍‌, ସୁରେନ୍ଦ୍ର ଅଶ୍ୱପାଲ, ଅଙ୍କିତ ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର   25-Jun-2026
  ଜିଲ୍ଲା  
ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   25-Jun-2026
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026

You Might Also Like