-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||     

HOME   ଜିଲ୍ଲା

60ଲକ୍ଷରୁ ଉର୍ଦ୍ଧ୍ଵ ମୂଲ୍ୟର ଗଞ୍ଜେଇ ଗଛ ନଷ୍ଟ କଲା ଘଣ୍ଟାପଡ଼ା ପୋଲିସ

15-Jan-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): :ସୋମବାର ବୌଦ୍ଧ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ନିର୍ଦ୍ଦେଶକ୍ରମେ ଘଣ୍ଟାପଡ଼ା  ପୋଲିସ ପକ୍ଷରୁ ଚଢ଼ାଉ କରାଯାଇ ବ୍ୟାପକ ଗଞ୍ଜେଇ ଗଛ ନଷ୍ଟ କରାଯାଇଛି | ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଘଣ୍ଟାପଡ଼ା ଥାନା ଏସ ଆଇ ବିଶ୍ଵାମିତ୍ର ଲୋଇଙ୍କ ନେତୃତ୍ୱରେ  ଏକ ପୋଲିସ ଟିମ୍ ଘଣ୍ଟାପଡ଼ା ଥାନା ଅନ୍ତର୍ଗତ ତେନ୍ତୁଳିମୁଣ୍ଡା ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରେ ଚଢ଼ାଉ କରି ବେଆଇନ ଭାବରେ ଚାଷ ହୋଇଥିବା ହଜାର ହଜାର ଗଞ୍ଜେଇ ଗଛକୁ

କାଟି ପୋଡ଼ି ନଷ୍ଟ କରିଛି | ଉକ୍ତ ଜଙ୍ଗଲର ୭ଏକର ପରିମିତ ଜାଗାରେ ବେଆଇନ ଭାବରେ ଚାଷ ହୋଇଥିବା ଖବର ପାଇ ଆଜି ପୋଲିସ ସେଠାରେ ପହଞ୍ଚି ୧୦ହଜାର  ଗଞ୍ଜେଇ ଗଛକୁ କାଟି ପୋଡ଼ି ସଂପୂର୍ଣ୍ଣ ନଷ୍ଟ କରିଦେଇଛି | ନଷ୍ଟ ଗଞ୍ଜେଇ ଗଛର ଆନୁମାନିକ ବଜାର ମୂଲ୍ୟ ୬୦ଲକ୍ଷ ଟଙ୍କା ହେବ ବୋଲି ଥାନାଧିକାରୀ ବଳଭଦ୍ର ଗଣ୍ଡା ସୂଚନା ଦେଇଛନ୍ତି।  ଏ ସଂକ୍ରାନ୍ତରେ ଘଣ୍ଟାପଡ଼ା  ଥାନାରେ ଏକ ମାମଲା ରୁଜୁ କରାଯାଇ ଅଧିକ ତଦନ୍ତ ଜାରି ରହିଛି |


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026

You Might Also Like