-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||     

HOME   ଜିଲ୍ଲା

ସାଂସ୍କୃତିକ କଳାକାର ସଂଘ କୁସଂଗ ଆନୁକୂଲ୍ୟରେ ମକର ମିଳନ ଉତ୍ସବ ଅନୁଷ୍ଠିତ

15-Jan-2024



ଲୋଇସିଂହା, (ବିନୋଦ କୁମାର ଦୀପ) ମା ଉଗ୍ରତାର ସାଂସ୍କୃତିକ କଳାକାର ସଂଘ କୁସଂଗ ଆନୁକୂଲ୍ୟରେ ମକର ମିଳନ ଉତ୍ସବ ସ୍ଥାନୀୟ କୁସଙ୍ଗାଇ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି l ଉକ୍ତ ଉତ୍ସବ ରେ ଶତାଧିକ କଳାକାର ନିଜ ନିଜ ର କଳା ପରିଦର୍ଶନ କରିଥିଲେ l ଲୋକକଳା, ଲୋକବାଦ୍ୟ, ଲୋକନୃତ୍ୟ ଯଥା ଦଣ୍ଡନାଚ, କରମା, ହଲିଆ ଗୀତ, କୀର୍ତ୍ତନ୍ୟ, ରାମଲୀଳା ଆଦି ପରିବେଷଣ କରାଯାଇଥିଲା l ପୁରୀଜିଲ୍ଲା, ବ୍ରାହ୍ମଗିରି ର ମା ବିନ୍ଧେଶ୍ୱରୀ କଳା ପରିଷଦ ଦ୍ୱାରା ଚଇତି ଘୋଡାନାଚ ପରିବେଷଣ ଉଚ୍ଚ ପ୍ରଶଂସନୀୟ ହୋଇଥିଲା l ପ୍ରମୋଦ କୁମାର ଲେଙ୍କା, କୁଳମଣି ପଧାନ ଓ ସାଥି ମାନଙ୍କ ଦ୍ୱାରା ଉକ୍ତ ଘୋଡାନାଚ  ଦର୍ଶକ ଙ୍କ ମନ ମୋହିଥିଲା l ଅପରାହ୍ନରେ ସାଂସ୍କୃତିକ ସଭା ଅନୁଷ୍ଠିତ ହୋଇଥିଲା l  ଗୋଲକ ବିହାରୀ ଙ୍କ ସଭାପତିତ୍ୱ ରେ ଏହି କାର୍ଯ୍ୟକ୍ରମ ରେ ମୁଖ୍ୟଅତିଥି ଭାବେ ବିଜେଡି ରାଜ୍ୟ ପରିଷଦ ସଭ୍ୟ ନିହାର ରଞ୍ଜନ ବେହେରା ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଲୋଇସିଂହା ବ୍ଲକ କଳାକାର ସଂଘ ସଭାପତି ସରୋଜ ବିଶ୍ୱାଳ, ସୁରସଂଗମ ସମ୍ପାଦକ ସରୋଜ ମହାକୁର, ସଂଘର ଆବାହକ ଗୋଲକ ବିହାରୀ ପଟେଲ ଉପସ୍ଥିତ ଥିଲେ l ପ୍ରତିବର୍ଷ ପରି ଏ ବର୍ଷ ଦାମୋଦର ଭୋଇ 'ସ୍ମୃତି ସମ୍ମାନ' ଶ୍ରୀ ଦାଶରଥୀ ଦାସ କୀର୍ତନ୍ୟ ଗାୟକ ଙ୍କୁ ପ୍ରଦାନ କରାଯାଇଥିଲା l ସ୍ବର୍ଗତ ଦାମୋଦର ଭୋଇ ଙ୍କ ନାତି ଭବାନୀ ଶଙ୍କର ଭୋଇ ସମ୍ବର୍ଦ୍ଧନା ସମୟରେ ଉପସ୍ଥିତ ଥିଲେ l ଉକ୍ତ କାର୍ଯ୍ୟକ୍ରମ କୁ ସଂଯୋଜନା କରିଥିଲେ ଦ୍ଵିତୀୟl ଦେହେରି, ପ୍ରେମାନନ୍ଦ ପଟେଲ, ଉଦ୍ଧବ ସା, ପ୍ରଫୁଲ୍ଲ ତୁମଳିଆ l ସହଯୋଗ କରିଥିଲେ କରୁଣାକର ବାଗ, ସୁବଳ ଖଟୁଆ, ଗୋପାଳ ହୋତା, ଦଶରଥୀ ଦାସ, ଉଦ୍ଧବ ବେହେରା, ରତନ ପୃଷ୍ଟି,ସୁଶାନ୍ତ ପଟେଲ, କାଳିଆ ସାହୁ, ବଦ୍ରି ନାରାୟଣ ରାଉତ l ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ପ୍ରଫୁଲ୍ଲ ତୁମଲିଆ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026

You Might Also Like