-+91-9937148622 |

prerana_bgr@rediffmail.com |

  Thursday 5th March 2026 |

| | | |

R.N.I. Regd No. ODIODI/2010/46693

Breaking News

ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||      ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   (04-Mar-2026)       ||      ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ    (04-Mar-2026)       ||      ଏକ ଭିନ୍ନ ଶିକ୍ଷକ   (04-Mar-2026)       ||      ବରପାଲି ରେ ରାଜ୍ୟ ସ୍ତରୀୟ ସାହିତ୍ୟ ସମ୍ମିଳନୀ ଆଦ୍ୟ ଫଗୁଣ   (04-Mar-2026)       ||      *ଡାବୁଗାଁ ରେ ଧୂମଧାମ ରେ ପାଳିତ ହେଲା ରଙ୍ଗର ପର୍ବ ହୋଲି, ଜନସାଧାରଣ ଙ୍କ ସହ ହୋଲି ଖେଳିଲେ ଡାବୁଗାଁ ବିଧାୟକ*   (04-Mar-2026)       ||      କୁଶଙ୍ଗ ଦୋଳଯାତ୍ରା ଉଦ୍‌ଯାପିତ   (04-Mar-2026)       ||      କେବେ ସଜଡ଼ାଯିବ ବରୀ ମାଉଣ୍ଡ ହାଇମାଷ୍ଟ ଲାଇଟ   (04-Mar-2026)       ||      ତୃତୀୟ ସୁକତେଲ ମହୋତ୍ସବ ଉଦଯାପିତ♦️ "ଲୁପ୍ତ ପ୍ରାୟ ଲୋକ ଗୀତ ଓ ନୃତ୍ୟର ପୁନରୁଥାନର ଅନନ୍ୟ ମଞ୍ଚ"   (03-Mar-2026)       ||      ଗୋଛାପଡା ଥାନା ଅଞ୍ଚଳରେ ପୁଣି ଗୁରୁ ଶିଷ୍ୟ ସମ୍ପର୍କରେ କଳଙ୍କ : ସମ୍ପୃକ୍ତ ଶିକ୍ଷକ ଥାନାରେ ଅଟକ    (03-Mar-2026)       ||     

HOME   ଜିଲ୍ଲା

ଜନସମିକ୍ଷା ସାପ୍ତାହିକ ଖବର କାଗଜର ୪୪ତମ ବାର୍ଷିକ ଉତ୍ସବ ସହିତ କବିତା ପାଠୋତ୍ସବ ଅନୁଷ୍ଠିତ

16-Jan-2024



 

 ସମ୍ବଲପୁର- ତା.୧୬.୦୧.୨୪. ଜନସମିକ୍ଷା ସାପ୍ତାହିକ ଖବର କାଗଜର ୪୪ତମ ବାର୍ଷିକ ଉତ୍ସବ ସମ୍ବଲପୁର ସାମ୍ବାଦିକ ଭଵନ ଠାରେ ସଂପାଦିକା ସବିତା ମିଶ୍ରଙ୍କ ତତ୍ତ୍ୱାବଧାନରେ ହୋଇ ଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଶ୍ରୀ ଅରବିନ୍ଦ ମହାପାତ୍ର, ସମ୍ମାନିତ ଅତିଥି ଶ୍ରୀ ହେମନ୍ତ ମହାପାତ୍ର, ମୁଖ୍ୟବକ୍ତା ଭାବରେ ସୁନ୍ଦରଗଡ଼ରୁ ଆସିଥିବା ଜଣେ ସାହିତ୍ୟିକା ପ୍ରତିମା ମିଶ୍ର, ଶ୍ରୀ ଶଶି ଭୂଷଣ ତ୍ରିପାଠୀ, ଶ୍ରୀ ଗୋପୀନାଥ ଷଡ଼ଙ୍ଗୀ, ପ୍ରମୁଖ ମଞ୍ଚାସିନ ଥିଲେ । ସମସ୍ତ ଅତିଥି ଗଣ ଅତି ସୁନ୍ଦର ଭାବରେ ଜନସମିକ୍ଷା ପତ୍ରିକାର ପ୍ରକାଶକ ଏବଂ ସଂପାଦିକା ଙ୍କୁ ଭୁୟସି ପ୍ରଶଂସା କରିଥିଲେ । ପରେ ଶ୍ରୀମତୀ ମମତା ନାଥଙ୍କ ପରିଚାଳନାରେ ଅନେକ କବି, କବିୟତ୍ରୀ ମାନେ ସୁନ୍ଦର କବିତା ପାଠ କରିଥିଲେ। ବିଭିନ୍ନ ପ୍ରତିଭା ସମ୍ପନ୍ନ ବ୍ୟକ୍ତି ବିଶେଷଙ୍କୁ ମାନପତ୍ର ଦ୍ବାରା ସମ୍ମାନୀତ କରାଯାଇଥିଲା। ସୁଶ୍ରୀ ରାସେଶ୍ୱରୀ ପାଣିଗ୍ରାହୀ, ଶ୍ରୀଯୁକ୍ତ ସୁବାସ ପାଣିଗ୍ରାହୀ, ହେମନ୍ତ ମହାପାତ୍ର, ଗୋପୀନାଥ ଷଡ଼ଙ୍ଗୀଙ୍କୁ ସମ୍ମାନିତ କରାଯାଇଥିଲା। ଗୁଣନିଧି ସାଲିମା, ବିଭୁତି ମିଶ୍ର, ବିଚିତ୍ରା ବାଗ, ମମତା ନାଥ ଡ. ପ୍ରତିମା ମିଶ୍ର, ସଷମା ପ୍ରଧାନ, ସବିତା ମିଶ୍ର, ଗୋପିନାଥ ଷଡ଼ଙ୍ଗୀ, ଜ୍ୟୋତିର୍ମୟୀ ପ୍ରଧାନ, ଅରୁଣ କମାର ଦାଶ, କମଲ ଲୋଚନ ପଣ୍ଡା, ସନତ କୁମାର ପଣ୍ଡା, ଉତ୍ତମ ସୁନ୍ଦର କବିତା ପାଠ କରିଥିବାରୁ କବିୟତ୍ରୀ ଓ କବି ମାନଙ୍କୁ ପ୍ରଶଂସା ପତ୍ର ପ୍ରଦାନ କରାଯାଇଥିଲା । ପରେ ପ୍ରିୟାନ୍ସୀ ଘିଓ୍ବାଲା ଗୀତା ପାଠ କରିଥିଲେ। ସଂସ୍କୃତି ତ୍ରିପାଠୀ ଓ ଅର୍ଚ୍ଚନା ପାଣ୍ଡିଆ, ସମ୍ବଲପୁରୀ ନୃତ୍ୟ ପ୍ରଦର୍ଶନ କରିଥିଲେ। ସିଦ୍ଧେଶ୍ଵରୀ ଧର୍ମ ସଂପାଦକ ଶ୍ରୀ ସୁମନ୍ତ କୁମାର ପଣ୍ଡା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରି ସଂପାଦିକା ଙ୍କୁ ସହଯୋଗ କରିବାକୁ କହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026
  ଜିଲ୍ଲା  
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   05-Mar-2026
  ଜିଲ୍ଲା  
ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   05-Mar-2026
  ଜିଲ୍ଲା  
ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   05-Mar-2026
  ଜିଲ୍ଲା  
ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   05-Mar-2026
  ଜିଲ୍ଲା  
*ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   05-Mar-2026
  ଜିଲ୍ଲା  
ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ   05-Mar-2026
  ଜିଲ୍ଲା  
ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ   04-Mar-2026
  ଜିଲ୍ଲା  
ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   04-Mar-2026
  ଜିଲ୍ଲା  
ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   04-Mar-2026

You Might Also Like