-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||     

HOME   ଜିଲ୍ଲା

ଚନ୍ଦ୍ରଶେଖର ବେହେରା ଜିଲ୍ଲା ସ୍କୁଲ ର 1983 ସିନିଅର ମାଟ୍ରିକ ବ୍ୟାଚ ର ବାର୍ଷିକ ସମାବେଶ ଅନୁଷ୍ଠିତ

16-Jan-2024



 

 
  ତା-୧୬.୦୧.୨୪. ସମ୍ବଲପୁର - ଚନ୍ଦ୍ରଶେଖର ବେହେରା ଜିଲ୍ଲା ସ୍କୁଲ ର 1983 ମାଟ୍ରିକ ବ୍ୟାଚ ଛାତ୍ର ଙ୍କର ବାର୍ଷିକ ସମାବେଶ ଜାନୁଆରୀ 14 ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି l ଦୀର୍ଘ ବର୍ଷ ହେଲା ନିୟମିତ ଆୟୋଜିତ ହେଉଥିବା ଏହି ପୁରାତନ ଛାତ୍ର ଙ୍କର ସମାବେଶ ହୀରାକୁଦ ବନ୍ଧ ର ଜିରୋ ପଏଣ୍ଟ ପାର୍ଶ୍ୱ ଜଳସେଚନ ବିଭାଗୀୟ ଡାକବଙ୍ଗଳା ଠାରେ ଅନୁଷ୍ଠିତ ହୋଇଥିଲା l ଦୀର୍ଘ 40 ବର୍ଷ ପୂର୍ବେ ସେବେଳର ପ୍ରତିଷ୍ଠିତ ସ୍କୁଲ ରେ ପାଠ ପଢିଥିବା ଛାତ୍ର ମାନେ ଆଜି ଶେଷ ର ବିଭିନ୍ନ ସ୍ଥାନରେ ଉଚ୍ଚ ପଦପଦବୀ କାର୍ଯ୍ୟ କରୁଥିବା ବେଳେ ଅନେକ ସମାଜ ରେ ପ୍ରତିଷ୍ଠିତ ହୋଇପାରିଛନ୍ତି l ହେଲେବି ଭୁଲି ନାହାନ୍ତି ସେଇ 40 ବର୍ଷର ଛାତ୍ର ଜୀବନର ବିତେଇଥିବା ଅପାସୋରା କଥା l ଏହି ସମାବେଶ ରେ ଡାକ୍ତର ସଞ୍ଜୟ ଦାସ, ପ୍ରଣବ ଭୋଳ, ଡାକ୍ତର ଗିରିଶ ବେହେରା, ସୂର୍ଯ୍ୟ ପାଣିଗ୍ରାହୀ, ଭାରତ ପ୍ରଧାନ, ବିଶ୍ୱଜିତ ନାୟକ,ଦାବିଦୁ ରେଡ୍ଡୀ,ଦିଲୀପ ପଣ୍ଡା, ସତ୍ୟଜିତ ରାଏ, ବିମଲେଶ ପତି, ଜୟନାରାୟଣ ଶତପଥି, ଅଶୋକ ଦାସ, ସୂର୍ଯ୍ୟ ପ୍ରଧାନ ପ୍ରମୁଖ ସେଇ ଛାତ୍ର ଜୀବନର ଅନେକ ଅଭୁଲା କାହାଣୀ ଙ୍କୁ ତାଙ୍କର ବକ୍ତବ୍ୟ ରେ ଉପସ୍ଥାପନ କରିଥିଲେ l ମନେ ପକେଇଥିଲେ ସେଇ ଗୁରୁ ଶିକ୍ଷକ ମାନଙ୍କୁ ଏବଂ ସେମାନଙ୍କର ଆଦର୍ଶ କୁ ସ୍ମରଣ କରିଥିଲେ l
କିଛି ଛାତ୍ର ଇତିମଧ୍ୟରେ ସ୍ଵର୍ଗାରୋହଣ କରିଯାଇଛନ୍ତି, ସେମାନଙ୍କର ସ୍ମୃତି ଚାରଣ ମଧ୍ୟ କରାଯାଇଥିଲା l ଏହି ସମାବେଶ ରେ ଅନ୍ୟମାନଙ୍କ ମଧ୍ୟରେ ସଞ୍ଜୟ ମିଶ୍ର, ଚନ୍ଦ୍ର ଶେଖର ପାଢି, ଅଶୋକ ମହାନ୍ତି, ସୟଦ  ଅବଦୁଲ ଶିରାଜ, ରାଜୀବ ଶତପଥି, ବୀରେନ୍ଦ୍ର ଗୁରୁ,ଅରବିନ୍ଦ ନାୟକ, ଫଣିଭୂଷଣ ମିଶ୍ର, ହରେଶ କର୍ଣ୍ଣ, ଅନିଲ ବେରିହା, ନିମେଇଁ ଚରଣ ସାହୁ, ରାମାନୁଜ କର ପ୍ରମୁଖ ଆଲୋଚନା ରେ ସକ୍ରିୟ ଅଂଶଗ୍ରହଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026

You Might Also Like