-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||     

HOME   ଜିଲ୍ଲା

ସୋନପୁର ଉପ ଜିଲ୍ଲାପାଳ ଅଫିସ୍ ରେ ଇଭିଏମ୍ ଓ ଭି ଭି ପାଟ ମେସିନ ର ଉଦ୍ଘାଟନ*-

16-Jan-2024



ସୋନପୁର  (ମନୋରଞ୍ଜନ ତ୍ରିପାଠୀ )
 ଉପ -ଜିଲ୍ଲାପାଳ ସୁବର୍ଣ୍ଣପୁର ଙ୍କ କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ବିମଳେନ୍ଦୁ ରାୟ ଙ୍କ କରକମଳ ରେ ଆସନ୍ତା ସାଧାରଣ ନିର୍ବାଚନ ରେ ଜନସାଧାରଣ ଯେପରି ବ୍ୟବସ୍ଥିତ ଓ ସଠିକ ଭାବେ ସେମାନଙ୍କ ବହୁମୂଲ୍ୟ ମତଦାନ ପ୍ରଦାନ କରିପାରିବେ ,  ସେଥିପାଇଁ ସର୍ବ ସାଧାରଣଙ୍କ ସଚେତନତା ନିମନ୍ତେ ଉପ -ଜିଲ୍ଲାପାଳ ସୋନପୁର ଙ୍କ କାର୍ଯ୍ୟାଳୟ ଠାରେ ଇ ଭି ଏମ ଓ ଭି ଭି ପା ଟ  ମେସିନରେ ମତଦାନର ପ୍ରକ୍ରିୟା ପ୍ରଦର୍ଶନ ର ସଚେତନତା କେନ୍ଦ୍ର  ର ଉଦଘାଟନ ଅନୁଷ୍ଠିତ ହୋଇ ଯାଇଛି l ଏଥି ରେ ଜିଲ୍ଲାପାଳ ଙ୍କ ସମେତ ଉପ- ଜିଲ୍ଲାପାଳ ଡ଼, ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ତହସିଲ ଦାର ,  ସମସ୍ତ କର୍ମଚାରୀ ମହିଳା କଲେଜ୍ ଓ ବିଭିନ୍ନ କଲେଜ୍ ଛାତ୍ର ଛାତ୍ରୀ ବୁଦ୍ଧିଜିବୀ ମିଡିଆ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି   24-Jun-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   24-Jun-2026

You Might Also Like