-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||     

HOME   ଜିଲ୍ଲା

ମୃତ୍ତିକା ସଂରକ୍ଷଣ ବିଭାଗର ସବୁ କାମରେ ଶ୍ରମିକ ଜାଗାରେ ମେସିନ କରୁଛି କାମ, ଶ୍ରମକ ଯାଉଛି ଦାଦନ ଖଟି*

17-Jan-2024



(ମିହିର ଶଙ୍କର ପାତ୍ର,)
ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ରେ ମନରେଗା କାମ ଯାହାକି ମହାତ୍ମାଗାନ୍ଧୀ କର୍ମ ନିଯୁକ୍ତି ଯୋଜନା ଏହି ଯୋଜନାରେ ଶ୍ରମିକଙ୍କ ନିଜ ବ୍ୟାଙ୍କ ଖାତାରେ ଯିବ ସରକାରି ପଇସା କିନ୍ତୁ କେତେକ ଜାଗାରେ ଶ୍ରମିକ କାମ ନକରି ମେସିନ୍ ସାହାଯ୍ୟରେ କରାଯାଉଛି କାମ। ଏହାର ଏକ ଜଳନ୍ତା ଉଦାହରଣ  ହେଉଛି ଝରିଗାଁ ବ୍ଳକର ଧାମନାଗୁଡା ପଞ୍ଚାୟତର ନାଗଯଡି ଗ୍ରାମ ନିକଟରେ ମୃତ୍ତିକା ସଂରକ୍ଷଣ ବିଭାଗ ଦ୍ଵାରା ଚାଲିଥିବା ପୋଖରୀ ଖନନ। ସେଠାରେ କୌଣସି ସୂଚନା ଫଳକ ମଧ୍ୟ ଲଗାଯାଇ ନାହିଁ। କିନ୍ତୁ ଦାୟିତ୍ୱ ରେ ଥିବା ସରକାରୀ ବାବୁଙ୍କ ଚତୁରତା ରେ ଏହା ଶ୍ରମିକଙ୍କ ନାମ ଦର୍ଶାଇ ବ୍ୟାଙ୍କ ଖାତାକୁ  ଟଙ୍କା ପଠା ଯାଉଛି । ଖାଲି ଏହି ଗୋଟିଏ କାମ ନୁହଁ  ଝରିଗାଁ ବ୍ଳକରେ ପ୍ରତ୍ୟେକ ମନରେଗା ଯୋଜନାରେ ଆସୁଥିବା କାମକୁ ମେସିନ୍ ଲଗାଇ କାର୍ଯ୍ୟ କରୁଥିବା ଦେଖିବାକୁ ମିଳୁଛି। କେବଳ ଝରିଗାଁ ବ୍ଳକ ନୁହଁ ଉମରକୋଟ, ଚନ୍ଦା ହାଣ୍ଡି ଓ ରାଇଘର ବ୍ଳକର ମଧ୍ୟ ମୃତ୍ତିକା ସଂରକ୍ଷଣ ବିଭାଗ ଅଧୀନରେ ଚାଲିଥିବା ସବୁ କାମ ଏଭଳି ଚାଲିଛି।ବିନା ସୂଚନାଫଳକ ରେ କାମ କରାଯାଉଛି ଯଥା ଚେକଡେମ୍ ହେଉକି, ପୋଖରୀ ଖନନ କିମ୍ବା କାଜୁ ଗଛ ଲଗାଇବା ରେ ବ୍ୟାପକ ହେର ଫେର ହେଉଛି ଏହି ବ୍ଲକ୍ ମାନଙ୍କରେ । ନାଗଯୋଡି ଗ୍ରାମରେ ଚାଲିଥିବା ଏହି ପୋଖରୀ ଖନନ ବିଷୟରେ ଆମେ ଦାୟିତ୍ୱ ରେ ଥିବା ଅଧିକାରୀ ପ୍ରହ୍ଲାଦ ବେହ୍ୱରାଙ୍କୁ ଯୋଗାଯୋଗ କରିଥିଲୁ କିନ୍ତୁ ଶ୍ରମିକ ରୁ କମ ପଇସାରେ ମେସିନ ରେ କାମ ହେଉଥିବା କହିଲେ।ଏଥିପ୍ରତି ଜିଲ୍ଲା ପ୍ରଶାସନର ନଜର ପଡୁନି।ଲୋକେ କାମନ ପାଇଁ ଦାଦନ ଖଟିବାକୁ ବାହାର ରାଜ୍ୟକୁ ଯାଉଥିବା ବେଳେ ଗୋଟେ ପଟେ ଶ୍ରମିକକୁ କାମ ନ ଦେଇ ମେସିନରେ ଚାଲୁଛି କାମ ।ଜିଲ୍ଲାପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ସାଧାରଣ ରେ ଦାବି ହୋଇଛି କାରଣ ଏହି କାମ ଠିକାଦାର ଏଵଂ ବିଭାଗୀୟ ଅଧିକାରୀଙ୍କ ମଧୁଚନ୍ଦ୍ରୁକାରେ ଚାଲିଛି। ସରକାର କୁ ଭୁଆଁ ବୁଲେଇ ମଲେ ମାଲ ହେଊଛନ୍ତି ଏହି ସରକାରୀ ବାବୁମାନେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି   24-Jun-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   24-Jun-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   24-Jun-2026
  ଜିଲ୍ଲା  
ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   24-Jun-2026
  ଜିଲ୍ଲା  
୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   24-Jun-2026

You Might Also Like