-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||     

HOME   ଜିଲ୍ଲା

ସମସ୍ୟା ଘେରରେ ଶାନ୍ତପୂର୍ ଧାନମଣ୍ଡି ଅସନ୍ତୋଷ ଚାଷୀକୁଳ

17-Jan-2024



କଲାହାଣ୍ଡି / ବ୍ୟୁରୋ (ଦିପକ କୁମାର ସାହୁ )
କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ଶାନ୍ତପୂର୍ ଧାନମଣ୍ଡିରେ  ଚାଷୀ ଧାନ ବିକ୍ରି କରିବା ପାଇଁ ନାନା ପ୍ରକାର ଅସୁବିଧାର ସମ୍ମୁଖିନ ହେଉଥିବା ଏଭିଯୋଗ ହେଉଛି, ସୂଚନା ଅନୁଯାୟୀ ଏହି ମଣ୍ଡି ରେ ଧାନ କିଣିବା ପାଇଁ ସ୍ଥାନୀୟ ଦିବ୍ୟ ଦୃଷ୍ଟି ସ୍ଵୟଂ ସହାୟକ ଦଳକୁ  ସରକାରୀ ଭାବରେ ସ୍ବୀକୃତି ଦେଇଥିବା ବେଳେ ମିଲର ମାନଙ୍କ ମଧ୍ୟରେ ରାମାନୁଜ ଏଗରୋ ରୁପ୍ରାରୋଡ଼, କନକ ଦୁର୍ଗା ତୁଳାପଡ଼ା, ବାସୁଦେବ ରାଇସ ମିଲ, ଗାଇ ଗାଁ ଭଳି ଚାରିଟି ମିଲ କୁ ଧାନ ଉଠାଣ ପାଇଁ ନିର୍ଦ୍ଦେଶ ରହିଛି କିନ୍ତୁ ସୂଚନା ଅନୁଯାୟୀ ମିଲର ଓ ଧାନ କିଣୁଥିବା SHG ଆବଶ୍ୟକ ଅନୁଯାୟୀ ଆଖାବସ୍ତା ଯୋଗାଇ ପାରୁ ନ ଥିବାରୁ ଧାନ କିଣାରେ ସମସ୍ୟା ଦେଖା ଦେଇଛି

ସୂଚନା ଯୋଗ୍ୟ ଯେ ତିନିଟି ମିଲର ଅଖା ବସ୍ତା ଅଭାବ ରୁ ଜରିବସ୍ତା ଧାନ କୁ ମଣ୍ଡି ରୁ ଉଠାଉଥିବା ବେଳେ ବାସୁଦେବ ରାଇସ ମିଲ୍ ଅଖା ବସ୍ତା ନ ହେଲେ ଧାନ ଉଠାଉ ନ ଥିବା ଓ କୁଇଣ୍ଟ।ଲ ପ୍ରତି ଚାଷୀ ଙ୍କ ଧାନ ସାତ ରୁ ଆଠ କେଜି କଟନି ଛଟନି ହେଉଥିବା ଅଭିଯୋଗ ହୋଇଛି ଏବଂ ବାସୁଦେବ ମିଲର ଅବହେଳା ଯୋଗୁଁ ଆଠ ରୁ ଦଶ ଦିନ ମଣ୍ଡିରେ ଧାନ ପଡ଼ି ରହୁଥିବା SHG ସଭାପତି ଓ ସମ୍ପାଦିକା ପ୍ରକାଶ କରିଛନ୍ତି କିନ୍ତୁ ସାମଗ୍ରିକ ଭାବରେ ଦେଖିବାକୁ ଗଲେ ମଣ୍ଡି ଭିତରେ ଚାଷୀ ଓ ଧାନ ଉଠାଣ ଶ୍ରମିକ ମାନଙ୍କ ପାଇଁ ରାତିରେ ଶୋଇବା ପାଇଁ ତମ୍ବୁ , ଲାଇଟ୍,ୟୁରିନାଲ,ପାନୀୟ ଜଳ ଭଳି କୌଣସି ସୁବିଧା ନ ଥିବାରୁ ଚାଷୀ ମାନଙ୍କ ମଧ୍ୟରେ ଗଭୀର ଅସନ୍ତୋଷ ପ୍ରକାଶ ପାଇଛି ,ଏବଂ କେସିଙ୍ଗା ଗାଇ ଗାଁ ର ବାସୁଦେବ ମିଲର୍ସ ଗାଡ଼ି ଯାଉଛି ବୋଲି କହି ମଣ୍ଡି କୁ ଗାଡ଼ି ନ ପଠାଇବା ଫଳରେ ଶ୍ରମିକ ମାନେ ରାତି ୧୨ ପର୍ଯ୍ୟନ୍ତ ଜଗି ଶେଷରେ ଭୋକ ଉପାସରେ ନିରାଶ ହୋଇ ଘରକୁ ଫେରୁଥିବା ପ୍ରକାଶ କରିଛନ୍ତି ଏଣୁ ଏ ସମସ୍ତ ଅବ୍ୟବସ୍ଥା ଧାନ କିଣା ଦିବ୍ୟଦୃଷ୍ଟି ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ର ଅବହେଳା ଓ ଖାମଖିଆଲି ନୀତି ଯୋଗୁଁ ଏଭଳି ସମସ୍ୟା ସୃଷ୍ଟି ହେଉଥିବା ଚାଷୀ ମାନେ ପ୍ରକାଶ କରିବା ସହ ଶାନ୍ତପୂର୍ ମଣ୍ଡି ରୁ ମହିଳା ଗୋଷ୍ଠୀ କୁ ବାଦ୍ ଦେଇ ପ୍ୟାକ୍ସ ଜରିଆରେ ଧାନ କିଣିବା ପାଇଁ ଦାବି ହେଉଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   24-Jun-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026

You Might Also Like