-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||     

HOME   ଜିଲ୍ଲା

ନିର୍ମାଣ ଶ୍ରମିକ ହିତାଧିକାରୀ ଙ୍କ ଆଇନଗତ ଅନୁଦାନ ପ୍ରାପ୍ୟ ତୁରନ୍ତ ପ୍ରଦାନ ନିମନ୍ତେ ସୁବର୍ଣ୍ଣପୁର ଟ୍ରେଡ଼ ୟୁନିଅନ ସମନ୍ୱୟ ସମିତିର ବୈଠକ

17-Jan-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ): ନିର୍ମାଣ ଶ୍ରମିକ ହିତାଧିକାରୀ ଙ୍କ ଆଇନଗତ ଅନୁଦାନ ପ୍ରାପ୍ୟ ତୁରନ୍ତ ପ୍ରଦାନ ନିମନ୍ତେ ସୁବର୍ଣ୍ଣପୁର ଟ୍ରଡେ ୟୁନିଅନ ସମନ୍ୱୟ ସମିତି ରେ ଏକ ଜରୁରୀ ବୈଠକ ଜିଲ୍ଲା ଶ୍ରମ ଅଫିସ ପ୍ରାଙ୍ଗଣରେ ସମନ୍ୱୟ ସମିତି ର ସଭାପତି ଶ୍ରମିକ ନେତା ଶ୍ରୀ ଗୋବିନ୍ଦ ମହାରଣାଙ୍କ ସଭାପତିତ୍ବରେ ଆଜି ତା 17/01/2024 ଦିନ 11 ଘଟିକା ରେ ଅନୁଷ୍ଠିତ ହୋଇଯାଇଥିଲା ଜିଲ୍ଲା ରେ କାଯ୍ୟରତ 22ଟି ଶ୍ରମିକ ସଂଗଠନ ପ୍ରତିନିଧି ମାନେ ଯୋଗ ଦେଇଥିଲେ  ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ର ପଞ୍ଜିକୃତ ଶ୍ରମିକ ମାନଙ୍କର ଶିକ୍ଷା ସହାୟତା ରାଶି ପ୍ରସୂତି କାଳୀନ ରାଶି ଶ୍ରମିକ ମାନଙ୍କ କନ୍ୟାସନ୍ତାନ ଙ୍କ ବିବାହ ସହାୟତା ରାଶି ଏବଂ ମୃତ ଶ୍ରମିକ ମାନଙ୍କର ଉତରାଧିକାରୀ ଙ୍କୁ ମୃତ୍ୟୁ କାଳୀନ ସହାୟତା ପ୍ରଦାନ କ୍ଷେତ୍ର ରେ ସହସାଅଧିକ ଶ୍ରମିକ ଙ୍କୁ ଅହେତୁକ ବଂଚିତ କରାଯାଉଥିବା ଯୋଗୁ ସଭା ରେ କ୍ଷୋଭ ପ୍ରକାଶ ହୋଇ ଥିଲା  online ମାଧ୍ୟମରେ ନୂତନ ପୋଟାଲରେ ଅନିୟମିତତା ତୁରନ୍ତ ଦୂର କରିବା ପାଇଁ ସମସ୍ତ ଶ୍ରମିକ ଅହେତୁକ ପଡି ରହି ଥିବା ପ୍ରାପ୍ୟ କୁ ତୁରନ୍ତ ପଇଠପାଇଁ ଦୃଢ଼ ଦାବି କରା ଯାଇଥିଲା ପ୍ରାପ୍ୟ ପାଇବା ରେ ଶ୍ରମିକ ମାନେ ଅହେତୁକ ହଇରାଣ ହରକତ ହେଉ ଥିବା ଯୋଗୁ ଉପରୋକ୍ତ ଦାବି ଉପରେ ସମସ୍ତ ଶ୍ରମିକ ସଂଗଠନ ନେତୃ ମଣ୍ଡଳୀ ଆଗାମୀ କାଲି 18/01/2024 ଏକ ଚରମ ପତ୍ର ପ୍ରଦାନ କରାଯିବ ଏବଂ 26/01/2024 ଭିତରେ ସମସ୍ତ ଶ୍ରମିକ ଉପରୋକ୍ତ ପ୍ରାପ୍ୟ online ମାଧ୍ୟମ ରେ ପୈଠ କରା ନଗଲେ 27/01/2024 ଜିଲ୍ଲାପାଳ ଅଫିସ ଆଗରେ ଦାବି ପୂରଣ ପର୍ଯ୍ୟନ୍ତ ଗଣ ଧାରଣ ଚାଲୁ ରହିବା ସହ ଶ୍ରମ ଦପ୍ତର ବନ୍ଧ କରିବା ଗୁରୁତ୍ୱ ପୁର୍ଣ ସିଦ୍ଧାନ୍ତ ଗ୍ରହଣ କରାଯାଇଥିଲା ଏହି ସଭାରେ ଶ୍ରମିକ ନେତା କୁଶ ମହାକୁର,ସୂର୍ଯ୍ୟକାନ୍ତ ରାଉଳ,ନେହେରୁ ସାଣ୍ଢ ରାଧାମୋହନ ପଧାନ, ମନୋରଞ୍ଜନ ପାଣ୍ଡେ, ସୀତା ମହାକୁର, ସୁରୁ ସୁରଜାଲ, ମୁରଲୀ ସାହୁ, ସୁଶାନ୍ତ ପଣ୍ଡା ବ୍ରହ୍ମମାନନ୍ଦ ପୁଜାହାରୀ ଅର୍ଜୁନ ବାଦି, ରମେଶ ନନ୍ଦ, ରମେଶ ବାଘ, ଜୟଗନାଥ, କମ୍ପ ପ୍ରମୁଖ ଯୋଗ ଦେଇଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   24-Jun-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026

You Might Also Like