-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||     

HOME   ଜିଲ୍ଲା

ସୋନପୁର ଠାରେ ପୁରୀ ଶ୍ରୀ ମନ୍ଦିର ପରିକ୍ରମା ପ୍ରକଳ୍ପ ର ଲୋକାର୍ପଣ

18-Jan-2024



ସୋନପୁର  (ମନୋରଞ୍ଜନ ତ୍ରିପାଠୀ )
 ସୋନପୁର ପୌର ପରିଷଦ ପକ୍ଷ ରୁ ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କାର୍ଯ୍ୟକ୍ରମ କୁ ସିଧlପ୍ରସାରଣ କରାଯାଇଛି। ସହର ବାସୀଙ୍କ ଉଦ୍ଦେଶ୍ୟରେ ବୁଧୁବାର ପୂର୍ବାହ୍ନ ୧୦ ଟାରେ ଗଡଭିତର ସ୍ଥିତ ଜଗନ୍ନାଥ ମନ୍ଦିର ପରିସରରେ ଲୋକାର୍ପଣ କାର୍ଯ୍ୟକ୍ରମ କୁ ଏଲ ଇ ଡି ସ୍କ୍ରିନ ମାଧ୍ୟମରେ ପ୍ରଦର୍ଶନ କରାଯାଇଥିଲା। ଉତ୍ସବରେ କଣ୍ଠଶିଳ୍ପୀ ଶାଶ୍ଵତ ତ୍ରିପାଠୀ ଙ୍କ ଦ୍ଵାରା ଭଜନ ପରିବେଷଣ କରାଯାଇଥିଲା। କାର୍ଯ୍ୟକ୍ରମ ରେ ସୋନପୁର ପୌର ପରିଷଦ ଅଧ୍ୟକ୍ଷ୍ୟା ଶ୍ରୀମତୀ ତାମସି ତାମସ୍ମିତା ନାୟକ,  ପ୍ରକଳ୍ପ ନିର୍ଦ୍ଦେଶକ ଡୁଡ଼ା ବିଶ୍ଵନାଥ ବାରିକ, ପୌର ଉପାଧ୍ୟକ୍ଷ୍ୟା ଶ୍ରୀମତୀ ମଲ୍ଲିକ ଦାନୀ, କାର୍ଯ୍ଯ ନିର୍ବାହୀ ଅଧିକାରୀ ମୋନରଞ୍ଜନ ପଣ୍ଡା, ସମସ୍ତ ଅଫିସ କର୍ମଚାରୀ, ସମସ୍ତ କାଉନସିଲର ଓ ସ୍ଵୟଂ ସହାୟକ ଗୋଷ୍ଠୀ ର ସଦସ୍ୟା,  ଙ୍କ ସମେତ ହଜାର ହଜାର ଭକ୍ତ ଓ ଜନସାଧାରଣ ଯୋଗ ଦେଇଥିଲେ। ଦୀର୍ଘ ସମୟ ଧରି ପୁରୀ ଶ୍ରୀ ମନ୍ଦିର ସିଧା ପ୍ରସାରଣ କାର୍ଯ୍ୟକ୍ରମ କୁ ଉପଭୋଗ କରି ଥିଲେ l ପରେ ପରେ ଶ୍ରୀ ଜଗନ୍ନାଥ ପ୍ରଭୂ ଙ୍କ ଆଶୀର୍ବାଦ ଲାଭ କରି ମନ୍ଦିର ରେ ପ୍ରସାଦ ସେବନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026

You Might Also Like