-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   (22-Jun-2026)       ||      *ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା ପଂଚାୟତ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (22-Jun-2026)       ||      .*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||     

HOME   ରାଜ୍ୟ

ପୂର୍ବକାଳର ଶୈଳୀରେ ମଂଚସ୍ଥ ହେଲା ଗୀତିନାଟ୍ୟ ଲକ୍ଷ୍ମୀପୁରାଣ

18-Jan-2024



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ):ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣକୁ ସ୍ମରଣ କରିବା ଉଦ୍ଦେଶ୍ୟରେ ଟ୍ରେଣ୍ଡି ଏକାଡ଼େମୀ ,ମାଁ କଳାପାଟ କ୍ଲବ ,ପାଣିସିଆଳି ଓ ଜିଲ୍ଲା ସଂସ୍କୃତି ପରିଷଦର ,ସୁବର୍ଣ୍ଣପୁରର ମିଳିତ ଉଦ୍ୟୋଗରେ ସୁବର୍ଣ୍ଣପୁରର ନୂଆଁ ଟାଉନହଲରେ ମଂଚସ୍ଥ ହୋଇ ଯାଇଅଛି କବି ଶ୍ରୀ ବୈଷ୍ଣବ ପାଣି ,ଶ୍ରୀ ମହେଶ୍ବର ଓ ଶ୍ରୀ ମାଗୁଣି କବିଙ୍କ ଦ୍ବାରା ରଚିତ ଗୀତିନାଟ୍ୟ ଲକ୍ଷ୍ମୀପୁରାଣ । ନାଟକ ପ୍ରାରମ୍ଭରେ ମୁଖ୍ୟ ଅତିଥି ଭାବରେ ଶ୍ରୀମତୀ ଅଞ୍ଜଲୀନା

ପ୍ରଧାନ ଅତିରିକ୍ତ ଜିଲ୍ଲାପାଳ ,ସମ୍ମାନିତ ଅତିଥି ଭାବରେ ଶ୍ରୀମତି ତାମସୀ ତାମସ୍ମିତା ନାଏକ ,ପୌରାଧ୍ୟକ୍ଷାଙ୍କ ସହିତ ଜିଲ୍ଲା ଲୋକ ସଂପର୍କ ଅଧିକାରୀ ଶ୍ରୀ ଅଶ୍ବିନୀ କୁମାର ଭୋଇ ,ଡେପୁଟି କଲେକ୍ଟର କେ.ରିଚିକୁମାର ,ବରିଷ୍ଠ ଅଭିନେତା ରମେଶ ପ୍ରସାଦ ନାୟକ ,ନାଟ୍ୟକାର ଶ୍ୟାମା ଓଁ ପ୍ରସାଦ ମିଶ୍ର ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ କରିଥିଲେ ଓ ବକ୍ତବ୍ୟ ରଖିଥିଲେ ।କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ନାଟ୍ୟ ନିର୍ଦେଶକ ଡକ୍ଟର ପୁରୁଷୋତ୍ତମ ମିଶ୍ର ଓ ଧନ୍ୟବାଦ ଅର୍ପଣ କରିଥିଲେ ଟ୍ରେଣ୍ଡି ଏକାଡ଼େମୀର ସଂପାଦକ ଶ୍ରୀ ସୁରେଶ ପ୍ରସାଦ ରଥ । ଜଗନ୍ନାଥ ସଂସ୍କୃତି ପ୍ରତି ସାଧାରଣ ଜନତା ଆକୃଷ୍ଟ ହୋଇ ଜଗନ୍ନାଥମୟ ହେବା ନିମନ୍ତେ ଓଡ଼ିଶା ସଂଗୀତ ନାଟକ ଏକାଡ଼େମୀର ପ୍ରଯୋଜନାରେ ଓଡ଼ିଶାର ସମଗ୍ର ତିରିଶିଟି ଜିଲ୍ଲାରେ ମଂଚସ୍ଥ ହୋଇ ଯାଇଛି ଶ୍ରୀ ଜଗନ୍ନାଥ ସଂପର୍କିତ ନାଟକ ।ସେହି କ୍ରମରେ ସୁବର୍ଣ୍ଣପୁରରେ ମଂଚସ୍ଥ ହେଲା ସଂପୂର୍ଣ୍ଣ ପ୍ରାଚୀନ ଲୋକଶୈଳୀର ଗୀତିନାଟ୍ୟ ଲକ୍ଷ୍ମୀପୁରାଣ ।


News Comment




Photo in News

Advertisment
Lastest News
  ରାଜ୍ୟ  
ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା ପଂଚାୟତ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   22-Jun-2026
  ଜିଲ୍ଲା  
ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   22-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   22-Jun-2026
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026
  ଜିଲ୍ଲା  
ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   21-Jun-2026
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026

You Might Also Like