-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା ପଂଚାୟତ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (22-Jun-2026)       ||      .*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||      ପ୍ରଶାସନ ର ଦୃଷ୍ଟି ପଡ଼ୁ   (21-Jun-2026)       ||      ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   (21-Jun-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ କ୍ରୀଡା ମହୋତ୍ସବ ୨୦୨୪ ନୂଆ-ଓ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଉଦଘାଟିତ

18-Jan-2024



ନବରଙ୍ଗପୁର(ପ୍ରେରଣା ଖବର ): ଆଜି ଠାରୁ ୧୮.୦୧.୨୦୨୪ ଯାଏଁ ଆନୁଷ୍ଠାନିକ ଭାବେ ନବରଙ୍ଗପୁର ମହାବିଦ୍ୟାଳୟର ଖେଳ ପଡିଆ ଠାରେଜିଲ୍ଲା ସ୍ତରୀୟ କ୍ରୀଡା ମହୋତ୍ସବ ୨୦୨୪ ନୂଆ-ଓ ଯୁବ ଓଡିଶା ନବୀନ ଓଡିଶା  ଆୟୋଜିତ ହୋଇଛି l ଏହି କାର୍ଯ୍ୟକ୍ରମର ସଭାପତି ତଥା ଜିଲ୍ଲାପାଳ ଡଃ କମଳ ଲୋଚନ ମିଶ୍ର କାର୍ଯ୍ୟକ୍ରମ କୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିବା ସହିତ ଏହି କାର୍ଯ୍ୟକ୍ରମ ଦ୍ଵାରା ଜିଲ୍ଲାର ଯୁବପିଢ଼ିଙ୍କ ର ନିଜ ଭିତରେ ଥିବା ଆତ୍ମବିଶ୍ୱାସ ଓ ପ୍ରତିଭାର ବିକାଶ ହେବାର ସହାୟକ ହେବ ବୋଲି ଆଶା ପ୍ରକାଶ କରିଥିଲେ l କାର୍ଯ୍ୟକ୍ରମ ର ମୁଖ୍ୟ ଅତିଥି  ଜିଲ୍ଲା ଯୋଜନା କମିଟି ର ଅଧ୍ୟକ୍ଷ ତଥା   ମାନ୍ୟବର ବିଧାୟକ ଡାବୁଗାଁ ମନୋହର ରନ୍ଧାରୀ ଯୋଗ ଦେଇ ଓଡ଼ିଶାର ଯୁବପିଢ଼ି ଙ୍କ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଏହି ମହାନ କାର୍ଯ୍ୟକ୍ରମ ଅତୁଳନୀୟ ବୋଲି ବର୍ଣ୍ଣନା କରିଥିଲେ l ଏହି କାର୍ଯ୍ୟକ୍ରମ ଦ୍ଵାରା ଓଡିଶାର ଗ୍ରାମାଞ୍ଚଳ ଠାରୁ ଆରମ୍ଭ କରି ରାଜ୍ଯ ସ୍ତରୀୟ ଯୁବକ ଯୁବତୀ ମାନଙ୍କ ଅନ୍ତର୍ନିହିତ ବିକାଶ ହେବା ସହ ପ୍ରତିଭା ଅନ୍ଵେଷଣ କରିବାରେ ସହାୟକ ହେବ ବୋଲି ଆଶା ପ୍ରକାଶ କରିଥିଲେ , ଯଦ୍ୱାରା କି ଯୁବକ ଯୁବତୀ ମାନେ ରାଜ୍ଯ ଓ ଜାତୀୟ ସ୍ତରରେ ଭାଗ ନେବାର ସୁଯୋଗ ମିଳିପାରିବ ବୋଲି ମତବ୍ୟକ୍ତ କରିଥିଲେ l ଏହି ଅବସରରେ ନବରଙ୍ଗପୁର ଜିଲ୍ଲା ର ତାରାଗାଁ ଖେଳ ପଡିଆରେ ହକି, ନବରଙ୍ଗପୁର ମହାବିଦ୍ୟାଳୟର ଖେଳ ପଡିଆରେ ଫୁଟବଲ ଏବଂ କ୍ରିକେଟ, ରାଜା ଚୈତନ୍ୟ ଦେବ ନୋଡାଲ ଖେଳ ପଡିଆ ଠାରେ ଖୋ ଖୋ ପ୍ରଭୁତି କ୍ରୀଡା ପ୍ରତିଯୋଗିତା ର ଆୟୋଜନ କରାଯାଇଛି l ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ମହାବିଦ୍ୟାଳୟ ର ଅଧ୍ୟକ୍ଷ ଭାସ୍କର ବିଶ୍ଵାଳ, ଭାରପ୍ରାପ୍ତ ଜିଲ୍ଲା କ୍ରୀଡା ଅଧିକାରୀ  ଜୀ ଶ୍ରୀନୁ, ଓଡିଶା ରାଜସ୍ଵ ଅମଲା ସଂଘର ସଭାପତି ତ୍ରିପତି ବାଲାଜୀ ସାହୁ, ଜିଲ୍ଲା ଜରୁରୀ କାଳୀନ ବିଭାଗ ର ଜିଲ୍ଲା ପ୍ରକଳ୍ପ ଅଧିକାରୀ ହିମାଂଶୁ ଶେଖର ପଟନାୟକ, ଜିଲ୍ଲା କ୍ରୀଡା ସଂଘ ର ସମ୍ପାଦକ ପ୍ରହଲ୍ଲାଦ ତ୍ରିପାଠୀ, ଉପ ସଭାପତି ଏମ୍ ବାଲକୃଷ୍ଣ ରାଓ, ସହ ସମ୍ପାଦକ ମନୋଜ କୁମାର ପଟ୍ଟନାୟକ, ଜିଲ୍ଲା କ୍ରୀଡା ପ୍ରଶିକ୍ଷକ ପ୍ରଭାତ କୁମାର ପଟ୍ଟନାୟକ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେବା ସହ ବିଭିନ୍ନ ବିଦ୍ୟାଳୟ ରୁ ଆସିଥିବା କ୍ରୀଡା ଶିକ୍ଷକ ଶିକ୍ଷୟିତ୍ରୀ ଏବଂ କ୍ରୀଡାବିତ୍ ମାନେ ଯୋଗ ଦେଇଥିଲେ l  ଶ୍ରୀଯୁକ୍ତ ବିଭାସିସ ଦେ ମଞ୍ଚ ପରିଚାଳନା କରିଥିଲେ ଏବଂ ମନରଞ୍ଜନ ପ୍ରହରାଜ କ୍ରୀଡା ଶିକ୍ଷକ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା ପଂଚାୟତ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   22-Jun-2026
  ଜିଲ୍ଲା  
ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   22-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   22-Jun-2026
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026
  ଜିଲ୍ଲା  
ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   21-Jun-2026
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026
  ଜିଲ୍ଲା  
ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   21-Jun-2026
  ଜିଲ୍ଲା  
ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026

You Might Also Like