-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||      ପ୍ରଶାସନ ର ଦୃଷ୍ଟି ପଡ଼ୁ   (21-Jun-2026)       ||      ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   (21-Jun-2026)       ||      ପାଳସାହି ରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ସତ୍ୟ ସାଇ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ♦️୩୭ ୟୁନିଟ ରକ୍ତ ସଂଗୃହୀତ    (21-Jun-2026)       ||     

HOME   ଜିଲ୍ଲା

ବୌଦ୍ଧ : ବୁଢ଼ାଖୋଲ ଜଙ୍ଗଲରେ ମାଓ କ୍ୟାମ୍ପ ଧ୍ବଂସ ବିପୁଳ ମାଓ ସାମଗ୍ରୀ ଜବତ, ମାଓ ଦେଲେ ଛତ୍ରଭଙ୍ଗ

18-Jan-2024



କଣ୍ଟାମାଳ,( ଜୟ କୁମାର ମହାରଣା)
ବୌଦ୍ଧ ଜିଲ୍ଲା ବୁଢ଼ାଖୋଲ ଓ ମାତାକୁପା ଜଙ୍ଗଲରେ ମାଓବାଦୀ- ଯବାନ ଗୁଳି ବିନିମୟ ରେ ମାଓ ଶିବିର ଧ୍ବଂସ ଓ ବିପୁଳ ମାଓ ସାମଗ୍ରୀ ଜବତ  l  ବୌଦ୍ଧ ଜିଲ୍ଲା କଣ୍ଟାମାଳ ଥାନା ଅନ୍ତର୍ଗତ ମାତାକୁପା ଘାଟି ସୀମାରେ ଥିବା ବୁଢ଼ାଖୋଲ ଜଙ୍ଗଲରେ ବୁଧବାର ମାଓବାଦୀ ଓ ଯବାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା  l ବୁଢ଼ାଖୋଲ ଓ ମାତାକୁପା ଜଙ୍ଗଲରେ କିଛି ମାଓବାଦୀ ଲୁଚି ରହିଥିବାସୂଚନା ପାଇ ଏସଓଜି ଯବାନ କୁମ୍ବିଙ୍ଗ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ l  କୁମ୍ବିଙ୍ଗ ସମୟରେ ହଠାତ ମାଓବାଦୀମାନଙ୍କ ପକ୍ଷରୁ ଗୁଳି ଚାଳନା ହୋଇଥିଲା । ପରେ ଏସ୍‌ଓଜିଙ୍କ ପକ୍ଷରୁ ପାଲଟା ଗୁୁଳିଚାଳନା କରାଯାଇଥିଲା  l ପ୍ରଥମେ ମାଓବାଦୀମାନଙ୍କୁ ଆତ୍ମସମର୍ପଣ ପାଇଁ କୁହାଯାଇଥିଲା  l   ଏଥିରେ ମାଓବାଦୀମାନେ ଆତ୍ମସମର୍ପଣ ବଦଳରେ ଗୁଳି ବର୍ଷଣ କରିଥିଲେ l  ଜବାବରେ ଏସଓଜି ଯବାନ କୁମ୍ବିଙ୍ଗ ଅପରେସନ କୁ ଜୋରଦାର କରିଥିଲେ l  ଏଥିରେ ମାଓବାଦୀମାନେ ଛତ୍ରଭଙ୍ଗ ଦେଇ ଜଙ୍ଗଲ ଭିତରକୁ ଚାଲିଯାଇଥିଲେ l  କୁମ୍ବିଙ୍ଗ ଅପରେସନ ସମୟରେ ମାଓ କ୍ୟାମ୍ପ ଠାବ କରିଥିଲେ ଏସଓଜି ଯବାନ l  କ୍ୟାମ୍ପରୁ ବିପୁଳ ପରିମାଣର ଆଇଇଡି ଲ୍ୟାଣ୍ଡ ମାଇନ, ବିଦ୍ୟୁତ ତାର, ଜିଲୋଟିନ ଆଦି ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଛି l  ବୁଢ଼ାଖୋଲ ଓ ମାତାକୁପା ଜଙ୍ଗଲରେ ପ୍ରାୟ 25 ରୁ 30 ରୁ ମାଓବାଦୀ ଥିବା ସୂଚନା ମିଳିଛି । ଗତ କାଲିର ଗୁଳି ବର୍ଷଣ ପରେ ଆଜି ସକାଳ ଠାରୁ ଗୁଳି ବିନିମୟ ବନ୍ଦ ରହିଛି  l ସର୍ଚ୍ଚ ଅପରେସନ କୁ ଜୋରଦାର ପାଇଁ ବର୍ତମାନ ସୁଦ୍ଧା ପ୍ରାୟ 15ରୁ 16ଟି ଏସଓଜି ଟିମ ଜଙ୍ଗଲ ଭିତରେ କନ୍ଧମାଳ ଓ ବୌଦ୍ଧ ଉଭୟ ପଟୁ କୁମ୍ବିଙ୍ଗ ସର୍ଚ୍ଚ ଅପରେସନ ଜାରି ରଖିଥିବା ଜଣାଯାଇଛି lପ୍ରକାଶଥାଉକି ଏହା ପୂର୍ବରୁ ଦୁଇ ଦୁଇଟି ମାଓ ଶିବିର ଧ୍ବଂସ କରାଯାଇଥିବା ବେଳେ ଏହା ତୃତୀୟ ମାଓ ଶିବିର ବୋଲି ସୂଚନା ରହିଛି l  ଗତ ଡିସେମ୍ବର ମାସରେ  ଜିଲ୍ଲାର ମନମୁଣ୍ଡା ଥାନା ଶଗଡା ଫାଣ୍ଡି ଅନ୍ତର୍ଗତ ନଳିକୁପା ଜଙ୍ଗଲ ଅଂଚଳରେ ଯବାନ ଓ ମାଓବାଦୀ ମୁହାଁମୁହିଁ ହୋଇଥିବା ବେଳେ ଦୁଇଦିନ ଧରି ଉଭୟଙ୍କ ମଧ୍ୟରେ ପ୍ରବଳ ଗୁଳି ବିନିମୟ ହୋଇଥିଲା l  ଏଥିରେ ଯବାନମାନେ ମାଓ ଶିବିରକୁ ଧ୍ବଂସ କରି ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ କରିଥିଲେ  l ଶେଷରେ ଛତ୍ରଭଙ୍ଗ ଦେଇଥିଲେ ମାଓବାଦୀ l  ସେହିପରି ପୂର୍ବରୁ ଗୁନ୍ଦୁଲିଆ ଓ ଶଗଡା ପଂଚାୟତରେ ମଧ୍ୟ ସୁରକ୍ଷାକର୍ମୀ ଓ ମାଓବାଦୀ ଙ୍କ ମଧ୍ୟରେ ଗୁଳି ବିନିମୟ ହେବା ସହିତ ପୋଲିସ ଦ୍ୱାରା ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ କରାଯାଇଥିଲା l  ଜିଲ୍ଲାରେ ଏବେ କେକେବିଏନ ମାଓ ଡିଭିଜନ ସକ୍ରିୟ ଥିବା ବିଗତ ଦିନର ଘଟଣାରୁ ସ୍ପଷ୍ଟ ହୋଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   22-Jun-2026
  ଜିଲ୍ଲା  
ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   22-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   22-Jun-2026
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026
  ଜିଲ୍ଲା  
ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   21-Jun-2026
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026
  ଜିଲ୍ଲା  
ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   21-Jun-2026
  ଜିଲ୍ଲା  
ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ   21-Jun-2026

You Might Also Like