-+91-9937148622 |

prerana_bgr@rediffmail.com |

  Saturday 20th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ବୈଦିକ ରୀତିରେ ଶିବ–ପାର୍ବତୀଙ୍କ ବିବାହ ସମ୍ପନ୍ନ ଯୋଗଦେଲେ ବିଧାୟକ   (20-Jun-2026)       ||      କୋଶଲ କଳା ମଣ୍ଡଳର ମୁଖପତ୍ର ‘ଚତୁରଙ୍ଗ’ର ନବପ୍ରକାଶର ପଞ୍ଚମ ବର୍ଷର ପ୍ରଥମ ସଂଖ୍ୟା ଉନ୍ମୋଚିତ    (20-Jun-2026)       ||      ସୁଦପଡା ଶୀତଳଷଷ୍ଠୀରେ ଅସୀମା ପଣ୍ଡା ଷ୍ଟାର ନାଇଟ୍ ସହ ପ୍ରତିଭା ସମ୍ବର୍ଦ୍ଧନା   (20-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ    (19-Jun-2026)       ||      ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ    (19-Jun-2026)       ||      ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲାରେ ଶୁଭାରମ୍ଭ ହେଲା ଜୟ ଜଗନ୍ନାଥ ଏକ୍ସପ୍ରେସ ବସ ସେବା

19-Jan-2024



ବଲାଙ୍ଗିର(ଚିତ୍ରସେନ ବେହେରା): ବଲାଙ୍ଗୀର ଜିଲ୍ଲାରେ ଶୁଭାରମ୍ଭ ହେଲା ଜୟ ଜଗନ୍ନାଥ ଏକ୍ସପ୍ରେସ ବସ ସେବା । ଗତକାଲି ସନ୍ଧ୍ୟା ରେ ସ୍ଥାନୀୟ ନୂତନ ବସ ଟର୍ମିନାଲ ଠାରେ ଏହି ସେବା ଆରମ୍ଭ ହେଇଛି । ସବୁଜ ପତାକା ଦେଖାଇ ଏହି ସେବାର ଆରମ୍ଭ କରା ଯାଇଥିଲା । ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ, ଜିଲ୍ଲାପାଳ ଚଞ୍ଚଳ ରାଣା, ରାଜ୍ୟ ଗୃହ ନିର୍ମାଣ ବୋର୍ଡର ଅଧ୍ୟକ୍ଷ କଲିକେଶ ନାରାୟଣ ସିଂହଦେଓ, ବଲାଙ୍ଗୀର ଜିଲ୍ଲା ପରିଷଦ ସଭାପତି ଦେବକୀ ସାହୁ, ପୌରାଧକ୍ଷ୍ୟା ଲିକା ସାହୁ ପ୍ରମୁଖ ଉପସ୍ଥିତ ଥିଲେ । 
ପ୍ରଥମ ପର୍ଯ୍ୟାୟରେ ଏହି ସେବା ଆରମ୍ଭ ହୋଇଥିବା ଜିଲ୍ଲା ଗୁଡିକ ହେଲା- ବଲାଙ୍ଗିର, ବରଗଡ, ଗଞ୍ଜାମ, ଝାରସୁଗୁଡା, କୋରାପୁଟ, କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର, ନୂଆପଡା, ରାୟଗଡା, ସମ୍ବଲପୁର ଓ ସୁନ୍ଦରଗଡ। 

 ଏହି ବସଗୁଡ଼ିକ ଜିଲ୍ଲା ସଦରମହକୁମାରୁ ଭୁବନେଶ୍ୱର ଦେଇ ଶ୍ରୀକ୍ଷେତ୍ର ପୁରୀକୁ ଚାଲିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମା’ମାନଙ୍କ ପାଇଁ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ୍‌ରେ ଟିକେଟର ମୂଲ୍ୟ ମାତ୍ର ୫୦ ପ୍ରତିଶତ ରହିବ। ସେ କହିଥିଲେ ଯେ ଲକ୍ଷ୍ମୀ ବସ୍‌ ଯୋଜନାରେ ମା’ମାନଙ୍କ ପାଇଁ ଟିକେଟ ଦାମ୍‌ ମାତ୍ର ୫ ଟଙ୍କା ରହିଛି। ଏହା ମା’ମାନଙ୍କ ପାଇଁ

ବହୁ ସୁବିଧା ଆଣିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। 
5T ଉପକ୍ରମରେ ଆରମ୍ଭ ହୋଇଥିବା ଲକ୍ଷ୍ମୀ ବସ୍‌ସେବା ଯୋଜନା ଅଧିନରେ ଏହି ବସ୍‌ ସେବା ଆରମ୍ଭ ହୋଇଛି।
ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ କହିଲେ ଯେ ସାଧାରଣ ଲୋକଙ୍କ ପ୍ରତିଶୃତି ପୂରଣ କରିବାରେ ମୁଖ୍ୟମନ୍ତ୍ରୀଙ୍କର ତୁଳନା ନାହିଁ। ଶ୍ରୀଜଗନ୍ନାଥ ଏକ୍ସପ୍ରେସ୍ ଏକ ମାଇଲଷ୍ଟୋନ । ସେ କହିଥିଲେ ମୁଖ୍ୟମନ୍ତ୍ରୀଙ୍କ ସବୁ କାର୍ଯ୍ୟକ୍ରମ ମହିଳାମାନଙ୍କୁ ଅଧିକ ସଶକ୍ତ କରୁଛି। ମୁଖ୍ୟମନ୍ତ୍ରୀଙ୍କ ସମସ୍ତ କାର୍ଯ୍ୟକ୍ରମର ମଙ୍ଗ ଧରି 5T ଅଧ୍ୟକ୍ଷ ସବୁ ଯୋଜନା ସଫଳ କରୁଛନ୍ତି ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ବାଣିଜ୍ୟ ଓ ପରିବହନ ପ୍ରମୁଖ ସଚିବ ଶ୍ରୀମତୀ ଉଷା ପାଢୀ ସ୍ୱାଗତ ଭାଷଣ ଦେଇଥିଲେ । ବିଧାୟକ ଶ୍ରୀ ଭୂପିନ୍ଦର ସିଂହ, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ ଓ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ  କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ବୈଦିକ ରୀତିରେ ଶିବ–ପାର୍ବତୀଙ୍କ ବିବାହ ସମ୍ପନ୍ନ ଯୋଗଦେଲେ ବିଧାୟକ   20-Jun-2026
  ଜିଲ୍ଲା  
କୋଶଲ କଳା ମଣ୍ଡଳର ମୁଖପତ୍ର ‘ଚତୁରଙ୍ଗ’ର ନବପ୍ରକାଶର ପଞ୍ଚମ ବର୍ଷର ପ୍ରଥମ ସଂଖ୍ୟା ଉନ୍ମୋଚିତ   20-Jun-2026
  ଜିଲ୍ଲା  
ସୁଦପଡା ଶୀତଳଷଷ୍ଠୀରେ ଅସୀମା ପଣ୍ଡା ଷ୍ଟାର ନାଇଟ୍ ସହ ପ୍ରତିଭା ସମ୍ବର୍ଦ୍ଧନା   20-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ   19-Jun-2026
  ଜିଲ୍ଲା  
ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ   19-Jun-2026
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026

You Might Also Like