-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||     

HOME   ଅପରାଧ

ନାବାଳିକାକୁ ଅପହରଣ କରି ୪ଦିନ ଧରି ଦୁଷ୍କର୍ମ ଅଭିଯୋଗ : ଅଭିଯୁକ୍ତ ଫେରାର

19-Dec-2020



(ପ୍ରେରଣା ଖବର) ଜୟପୁର: ଜୟପୁର ସଦର ଅଞ୍ଚଳରୁ ଇରିଗେସନ୍ କୋଲନୀକୁ କାମ କରିବାକୁ ଆସୁଥିବା ୧୪ବର୍ଷିୟା ନାବାଳିକାକୁ ଅପହରଣ କରି ୪ଦିନ କାଳ ଦୁଷ୍କର୍ମ କରି ପରେ ଜୟପୁରରେ ଆଣି ଛାଡି ଦେଇ ଅପହରଣକାରୀ ଅଭିଯୁକ୍ତ ଫେରାର ହୋଇଯାଇଥିବା ଜୟପୁର ମହିଳା ଥାନାରେ ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ଜୟପୁର ସଦରଥାନା ଅଞ୍ଚଳର ଜଣେ ନାବାଳିକା ଇରିଗେସନ କଲୋନୀ ଅଞ୍ଚଳକୁ କୁଲି କାମ କରିବାକୁ ଆସିଥିଲେ। ଇରିଗେସନ କଲୋନୀ ଅଞ୍ଚଳର ଡ୍ରାଇଭର ରାଜେଶ ଭାସ୍କର ନାବାଳିକା ସହ ପ୍ରେମସଂପର୍କ ସ୍ଥାପନ କରିଥିଲେ। ବିବାହ କରିବାର ମିତ୍ୟା ପ୍ରତିଶ୍ରୃତି ଦେଇ ନାବାଳିକାକୁ ଗତ ୧୨ତାରିଖ ଦିନ ଅପହରଣ କରି ନେଇଯାଇଥିଲେ। ଛତିଶଗଡର ଜଗଦଲପୁର ନେଇ ଜଣଙ୍କ ରୁମରେ ରଖିଥିଲେ। ସେଠାରେ ରଖିବା ସମୟରେ ନାବାଳିକାର ଇଛା ବିରୋଧରେ ଅଭିଯୁକ୍ତ ରାଜେଶ ତାଙ୍କ ସହ ଶାରିରୀକ ସଂପର୍କ ସ୍ଥାପନ କରିଥିଲେ। ୧୬ତାରିଖ ପର୍ଯ୍ୟନ୍ତ ସେ ଦୁଷ୍କର୍ମ କରିବା ସହ ୧୬ତାରିଖ ଦିନ ନାବାଳିକାକୁ ପୁଣି ସାଙ୍ଗରେ ଆଣି ଇରିଗେସନ୍ କୋଲନୀରେ ଛାଡି ଫେରାର ହୋଇ ଯାଇଥିଲେ। ଆଜି ନାବାଳିକାର ପରିବାରବର୍ଗ ଏନେଇ ମହିଳା ଥାନାରେ ଅଭିଯୋଗ ଦେବା ପରେ ମହିଳା ଥାନା ପକ୍ଷରୁ ମାମଲା ରୁଜୁ କରାଯାଇଛି ବୋଲି କହିଛନ୍ତି ମହିଳା ଥାନା ଆଇଆଇସି ମମତା ପାଣିଗ୍ରାହୀ ଓ ତଦନ୍ତକାରୀ ଅଧିକାରୀ ସବଇନିସପେକ୍ଟର ମିନାକ୍ଷୀ ଦଳବେହେରା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026

You Might Also Like