-+91-9937148622 |

prerana_bgr@rediffmail.com |

  Thursday 18th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||      ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ    (18-Jun-2026)       ||      ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   (18-Jun-2026)       ||      ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   (18-Jun-2026)       ||      ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ    (18-Jun-2026)       ||      ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   (17-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରାର ତୃତୀୟ ଦିବସ, ଭୈରବ ବାବାଙ୍କ ଗୁଆଗୁଣ୍ଡା ନିଉତା ସମ୍ପନ୍ନ   (17-Jun-2026)       ||      ବଲାଙ୍ଗିର ର ୯ ଗୋଟି ଶିତଳ ଷଷ୍ଠୀ ଅନୁଷ୍ଠାନକୁ ମୁଖ୍ୟମନ୍ତ୍ରୀଙ୍କ ୩୬ ଲକ୍ଷ ଟଙ୍କା ଅନୁଦାନ   (17-Jun-2026)       ||      ବଲାଙ୍ଗିର ସହରରେ ଅଘୋଷିତ ବିଦ୍ୟୁତ୍ କାଟ    (17-Jun-2026)       ||      ଲୋଇସିଂହା ରେ ବ୍ଲକ ସ୍ତରୀୟ କୃଷକ ସମ୍ବାଦ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (17-Jun-2026)       ||      ନୂତନ ମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ   (17-Jun-2026)       ||      ଟୋକନ ନ ସମସ୍ୟା; ମଙ୍ଗଳବାର ରାସ୍ତାରୋକ ସ୍ଥଗିତ   (17-Jun-2026)       ||      ନବମ ଓଡ଼ିଶା ପେନକାକ୍ ସିଲାଟ ଚମ୍ପିଆନସିପ୍‌ରେ ବଲାଙ୍ଗିରର ସଫଳତା; ୧୪ ପଦକ ହାସଲ   (17-Jun-2026)       ||      *ଚନ୍ଦାହାଣ୍ଡି ଠାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*   (17-Jun-2026)       ||     

HOME   ଜିଲ୍ଲା

ସେମଳା ଗ୍ରାମ ପଞ୍ଚାୟତ ରେ ଗଣ ଶିକ୍ଷା ବିଭାଗର ନିର୍ଦ୍ଦେଶନାମା ପ୍ରକାରରେ ଭାଷା, ସାହିତ୍ୟ ଓ ସୃଜନଶୀଳତା ଉତ୍ସବ

19-Jan-2024



(ମିହିର ଶଙ୍କର ପାତ୍ର,)
ପାପଡା ହାଣ୍ଡି ବ୍ଳକ ଅନ୍ତର୍ଗତ ସେମଳା ଗ୍ରାମ ପଞ୍ଚାୟତ ରେ ଗଣ ଶିକ୍ଷା ବିଭାଗର ନିର୍ଦ୍ଦେଶନାମା ପ୍ରକାରରେ ସରକାରୀ ଉଚ୍ଚ ବିଦ୍ୟାଳୟ ସେମଳା ରେ ପ୍ରଧାନ ଶିକ୍ଷକ ନାରାୟଣ ପାଇକ ରାୟ ଓ ସହକାରୀ ଶିକ୍ଷକ ବୃନ୍ଦ,ଅବସର ଶିକ୍ଷକ କୃପା ଦାନ ଭତରା,ବିଦ୍ୟାଳୟ ପରିଚାଳନା କମିଟି ସଭାପତି ସୁନିଲ ଭତରା ଓ ବିଦ୍ୟାଳୟ ପରିଚାଳନା କମିଟି ସମସ୍ତ ସଭ୍ୟ ସଭ୍ୟା ଯୋଗଦାନ କରିଥିଲେ, ଭାଷା , ସାହିତ୍ୟ ଓ ସୃଜନଶୀଳତ ଉତ୍ସବରେ ମୁଖ୍ୟ ଅତିଥି ଆଂଚଳିକ ସାଧନ କେନ୍ଦ୍ର ସଂଯୋଜକ ବାବୁଲାଲ ହରିଜନ  ଯୋଗଦେଇ ଆମ କଥା ଓ ଆମ କାହାଣୀ ପୁସ୍ତକ ର ଉନ୍ମୋଚନ କରିଥିଲେ। ଆଂଚଳିକ ସାଧନ କେନ୍ଦ୍ର ସଂଯୋଜକ ବାବୁଲାଲ ପିଲାମାନଙ୍କ ବିକାଶରେ ଶିକ୍ଷକ ର ଭୂମିକାରେ ପିଲାର ସୃଜନଶୀଳତା ର ବିକାଶ ବାବଦରେ ଆଲୋଚନା ସହ ମାତୃଭୂମି ମାତୃ ଭାଷାର ମମତା ଯା ହୃଦେ ଜନମି ନାହିଁ ତାକୁ ଯଦି ଜ୍ଞାନୀ ଗଣରେ ଗଣିଵେ ଅଜ୍ଞାନୀ ରହିବେ ନାହିଁ ଏ ବାବଦରେ ଆଲୋକ ପାତ ସହ ସାହିତ୍ୟ ଜଗତର   କାଳଜୟୀ ଲେଖାରେ ଫକୀର ମୋହନଙ୍କ ଲିଖିତ ରେବତୀ ର ଶିକ୍ଷା ପାଇଁ ସଂଘର୍ଷ ରେ ରେବତୀ ର ମାଆ ର ଭାଵନା ରେ ଲୋ ରେଵି,ଲୋ ଚୁଲି,ଲୋ ନିଆଁ କଥାରେ ଏ ଯୁଗରେ ରେବତୀ ର ଶିକ୍ଷା ଦାନ ପ୍ରତି ନୂତନ ଚିନ୍ତାଧାରାରେ ସୃଜନଶୀଳତା ବିକାଶ ରେ ଦେଶର ରାଷ୍ଟ୍ରପତି ହୋଇପାରିଵା ଵାଵଦରେ ଆଲୋକ ପାତ କରି ଥିଲେ। ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ପ୍ରତିଭା ରେ ସଫଳତା ପ୍ରଥମ, ଦ୍ଵିତୀୟ ଓ ତୃତୀୟ ପାଇଁ ପୁରସ୍କାର ବିତରଣ କରାଯାଇଥିଲା। ପ୍ରଧାନ ଶିକ୍ଷକ ନାରାୟଣ ପାଇକ ରାୟ ବିଦ୍ୟାଳୟ ର ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ ସହଯୋଗ କୁ ଓ ପିଲାମାନଙ୍କ ପ୍ରତିଭାକୁ ବିକଶିତ ରେ ଶିକ୍ଷକ ର କାର୍ଯ୍ୟ କୁ ଉଚ୍ଚ ପ୍ରଶଂସା ସହ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରି ସଭା ସମାପ୍ତ ଘୋଷଣା କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   18-Jun-2026
  ଜିଲ୍ଲା  
ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   18-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   18-Jun-2026
  ଜିଲ୍ଲା  
ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ   18-Jun-2026
  ଜିଲ୍ଲା  
ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   18-Jun-2026
  ଜିଲ୍ଲା  
ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ   18-Jun-2026
  ରାଜ୍ୟ  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ   18-Jun-2026
  ଜିଲ୍ଲା  
ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ   18-Jun-2026
  ଜିଲ୍ଲା  
ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   18-Jun-2026
  ଜିଲ୍ଲା  
ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   18-Jun-2026
  ଜିଲ୍ଲା  
ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ   18-Jun-2026
  ଜିଲ୍ଲା  
ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   17-Jun-2026

You Might Also Like