-+91-9937148622 |

prerana_bgr@rediffmail.com |

  Thursday 18th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||      ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ    (18-Jun-2026)       ||      ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   (18-Jun-2026)       ||      ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   (18-Jun-2026)       ||      ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ    (18-Jun-2026)       ||      ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   (17-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରାର ତୃତୀୟ ଦିବସ, ଭୈରବ ବାବାଙ୍କ ଗୁଆଗୁଣ୍ଡା ନିଉତା ସମ୍ପନ୍ନ   (17-Jun-2026)       ||      ବଲାଙ୍ଗିର ର ୯ ଗୋଟି ଶିତଳ ଷଷ୍ଠୀ ଅନୁଷ୍ଠାନକୁ ମୁଖ୍ୟମନ୍ତ୍ରୀଙ୍କ ୩୬ ଲକ୍ଷ ଟଙ୍କା ଅନୁଦାନ   (17-Jun-2026)       ||      ବଲାଙ୍ଗିର ସହରରେ ଅଘୋଷିତ ବିଦ୍ୟୁତ୍ କାଟ    (17-Jun-2026)       ||      ଲୋଇସିଂହା ରେ ବ୍ଲକ ସ୍ତରୀୟ କୃଷକ ସମ୍ବାଦ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (17-Jun-2026)       ||      ନୂତନ ମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ   (17-Jun-2026)       ||      ଟୋକନ ନ ସମସ୍ୟା; ମଙ୍ଗଳବାର ରାସ୍ତାରୋକ ସ୍ଥଗିତ   (17-Jun-2026)       ||      ନବମ ଓଡ଼ିଶା ପେନକାକ୍ ସିଲାଟ ଚମ୍ପିଆନସିପ୍‌ରେ ବଲାଙ୍ଗିରର ସଫଳତା; ୧୪ ପଦକ ହାସଲ   (17-Jun-2026)       ||      *ଚନ୍ଦାହାଣ୍ଡି ଠାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*   (17-Jun-2026)       ||      *ସି.ଆର.ସି.ସି.,ବି.ଇ.ଓ.,ଵି.ଆର.ସି.ସି. ମିଳିତ ପରିଦର୍ଶନ-ବିଦ୍ୟାଳୟ ସ୍ତରୀୟ "ସୁରକ୍ଷା ଓ ନିରାପତ୍ତା ନିଶ୍ଚିତକରଣ-*   (17-Jun-2026)       ||     

HOME   ଜିଲ୍ଲା

ବହୁ ପ୍ରତିକ୍ଷୀତ ଖଡ଼ଙ୍ଗ ଓ ଖଇରମାଲ ବ୍ୟାରେଜ ଭିତ୍ତିପ୍ରସ୍ତର ଆଜି

19-Jan-2024



କଣ୍ଟାମାଳ (ଜୟ କୁମାର ମହାରଣା)
 ବୌଦ୍ଧ ଜିଲ୍ଲା କଣ୍ଟାମାଳ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ମହୀଧର ରଣାଙ୍କ ପ୍ରସ୍ତାବକୁ ଦୃଷ୍ଟିରେ ରଖି ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ଖଇରମାଲ ଆଇ.ଏସ.ଏସ. ଫେଜ -୨ ଓ ଖଡ଼ଙ୍ଗ ଆଇ.ଏସ.ଏସ ଫେଜ -୩ ଆଦି ଦୁଇଟି ପ୍ରକଳ୍ପକୁ ଅନୁମୋଦନ କରିଥିଲେ  l  ଫଳରେ ବିଭିନ୍ନ ସମୟରେ ସରକାରଙ୍କ ଦୃଷ୍ଟି ଆକର୍ଷଣ କରି ଆସୁଥିଲେ ହେଁ ଶେଷରେ ବିଧାୟକ ଶ୍ରୀ ରଣାଙ୍କ ବହୁ ପ୍ରତିକ୍ଷୀତ ଓ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି l  ଫଳସ୍ୱରୂପ ଆଜି ସକାଳ ୧୧ଟା ୩୦ମିନିଟ ସମୟରେ କଣ୍ଟାମାଳ ହାଇସ୍କୁଲ ଖେଳ ପଡ଼ିଆରେ କଣ୍ଟାମାଳ ବ୍ଲକର ମନମୁଣ୍ଡା ଅନ୍ତର୍ଗତ ମହାନଦୀର ଖଇରମାଲ ଇନ ଷ୍ଟ୍ରିମ ଷ୍ଟୋରେଜ ଷ୍ଟ୍ରକଚର ଫେଜ- ୨ ଓ ଖଡ଼ଙ୍ଗ ନଦୀର  ଇନ ଷ୍ଟ୍ରିମ ଷ୍ଟୋରେଜ ଷ୍ଟ୍ରକଚର -୩ ଆଦି ଦୁଇଟି ପ୍ରକଳ୍ପକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଆଭାସୀ ଜରିଆରେ ଶୁଭ ଭିତ୍ତିପ୍ରସ୍ତର ଦେବା ନେଇ ବୌଦ୍ଧ ଜଳସେଚନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି l  ଏହି ଦୁଇଟି ପ୍ରକଳ୍ପ ଦ୍ୱାରା  ବୌଦ୍ଧ, କନ୍ଧମାଳ, ସୁବର୍ଣ୍ଣପୁର ଓ କଳାହାଣ୍ଡି ଆଦି ଚାରିଟି ଜିଲ୍ଲାର ତଟବର୍ତ୍ତୀ ଅଂଚଳର ୨୬ ହଜାର ହେକ୍ଟର ଚାଷ ଜମିକୁ ଜଳସେଚନ ହୋଇପାରିବ  l  ଏଥିରେ କଣ୍ଟାମାଳ ବ୍ଲକର ୨୪ଟି ଗ୍ରାମପଞ୍ଚାୟତ, ବୌଦ୍ଧର ୬ଟି, କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକର ଖମନଖୋଲ ଓ ଲଣ୍ଡାଗାଁ ଆଦି ୨ଟି,ଗୁଡଭେଲା ବ୍ଳକର ୭ଟି,କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକର ୨ଟି ଗ୍ରାମପଞ୍ଚାୟତ ଆଦି ଉପକୃତ ହେବେ ବୋଲି ସୂଚନାରୁ ପ୍ରକାଶ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   18-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   18-Jun-2026
  ଜିଲ୍ଲା  
ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ   18-Jun-2026
  ଜିଲ୍ଲା  
ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   18-Jun-2026
  ଜିଲ୍ଲା  
ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ   18-Jun-2026
  ରାଜ୍ୟ  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ   18-Jun-2026
  ଜିଲ୍ଲା  
ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ   18-Jun-2026
  ଜିଲ୍ଲା  
ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   18-Jun-2026
  ଜିଲ୍ଲା  
ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   18-Jun-2026
  ଜିଲ୍ଲା  
ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ   18-Jun-2026
  ଜିଲ୍ଲା  
ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   17-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରାର ତୃତୀୟ ଦିବସ, ଭୈରବ ବାବାଙ୍କ ଗୁଆଗୁଣ୍ଡା ନିଉତା ସମ୍ପନ୍ନ   17-Jun-2026

You Might Also Like