-+91-9937148622 |

prerana_bgr@rediffmail.com |

  Wednesday 17th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବକଟି ପଂଚାୟତ ରେ ପଂଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (16-Jun-2026)       ||      ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଅନୁଷ୍ଠିତ   (16-Jun-2026)       ||      ବରପାଲି ଶିବବିବାହତ୍ସବରେ କନ୍ୟା ଆନ୍ବେଷଣ ପର୍ବ ପତର ପେଣ୍ଡୀ ସମାପନ   (16-Jun-2026)       ||      *ଆନ୍ତର୍ଜାତୀୟ ଶିଶୁ ଶ୍ରମ ନିରୋଧ ଦିବସ ଅବସରରେ ସଚେତନତା ରଥ ଉଦଘାଟିତ*   (16-Jun-2026)       ||      ଜାତୀୟ ସ୍ତରରେ ନିଷ୍ପା ପରିବାର ସମ୍ବର୍ଦ୍ଧିତ, ରକ୍ତ ସଞ୍ଚାର ସେବା ଯୋଗୁଁ ଅହମଦାବାଦ ରେ ସମ୍ବର୍ଦ୍ଧିତ    (16-Jun-2026)       ||      ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   (16-Jun-2026)       ||      ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ    (16-Jun-2026)       ||      ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ    (16-Jun-2026)       ||      ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ    (16-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ    (16-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   (16-Jun-2026)       ||      ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   (16-Jun-2026)       ||      *ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   (16-Jun-2026)       ||      କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||      *କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   (15-Jun-2026)       ||      ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   (15-Jun-2026)       ||      ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||      ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||     

HOME   ଜିଲ୍ଲା

ଡୁଙ୍ଗୁରିପାଲି ଓ ସହଲା ଉଚ୍ଚ ବିଦ୍ୟାଳୟରେ ଭାଷା, ସାହିତ୍ୟ ଓ ସୃଜନଳୀତାର ଉତ୍ସବ

19-Jan-2024



ଡୁଙ୍ଗୁରିପାଲି(ଅରବିନ୍ଦ ମିଶ୍ର) ଡୁଙ୍ଗୁରିପାଲି ଉଚ୍ଚ ବିଦ୍ୟାଳୟରେ ଭାଷା, ସାହିତ୍ୟ ଓ ସୃଜନଶୀଳତା ଉତ୍ସବ ଆଜୋୟିତ ହୋଇଯାଇଛି ।  ପ୍ରଧାନ ଶିକ୍ଷକ ବୈଶାଖୁ ପଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ କୋସଲ କବି ତଥା କୋସଲ ସାମ୍ବାଦିକ ସଂଘ ସଭାପତି ବିପ୍ରଚରଣ ସାହୁ  ମୁଖ୍ୟ ଅତିଥି, ଅବସରପ୍ରାପ୍ତ ଶିକ୍ଷକ ଡାକ୍ତର ବାରିକ ସମ୍ମାନିତ ଅତିଥି ଭାବେ ଯୋଗଦାନ କରିଥିଲେ । ଭାଷାର ଗୁରୁତ୍ୱ ତଥା ସୃଜନଶୀଳତାର ବିକାଶ କିପରି ସମାଜର  ହିତ ସାଧନ କରେ ସେ ବିଷୟରେ ଅତିଥି ଗଣ ଆଲୋକପାତ କରିଥିଲେ ।  ଉକ୍ତ କାଯ୍ୟକ୍ରମରେ  ଛାତ୍ରମାନେ କବିତା ଆବୃତି, ଗଳ୍ପ ଲିଖନ କରିଥିଲେ । ପରେ ଶିକ୍ଷକ ମୀନକେତନ ମେହେର ବିଜ୍ଞାନର ଉନ୍ନତିରେ ସୃଜନଶୀଳତାର ଭୂମିକା ବିଷୟରେ  ଉପସ୍ଥାପନ କରିଥିଲେ ।  ଶିକ୍ଷକ  କୁମୁଦ ମଟାରୀ ଧନ୍ୟବାଦ ଅର୍ପଣ କରିଥିଲେ ।  ବିଭିନ୍ନ ହାଉସର କାର୍ଯ୍ୟକ୍ରମକୁ  ତର୍ଜମା କରି ପୁରସ୍କାର ବିତରଣ କରାଯାଇଥିଲା । ସାହିତ୍ୟ ସୃଜନୀ କ୍ଲବର ଛାତ୍ରମାନଙ୍କ ଦ୍ୱାରା ପ୍ରସ୍ତୁତ ‘ପୁସ୍ତକସମୀକ୍ଷା’ପ୍ରଦର୍ଶନ କରାଯାଇଥିଲା । ଜିଜ୍ଞାସା କ୍ଲବ ପକ୍ଷରୁ ବିଜ୍ଞାନ ମଡେଲ ତଥା ପ୍ରକଳ୍ପ ପ୍ରଦର୍ଶନ ହୋଇଥିବା ବେଳେ, କୌଶଳୀ କ୍ଲବ ତରଫରୁ ସ୍କାଏର ଏନିମେସନ ଏବଂ କ୍ରୀଡାଙ୍ଗନ କ୍ଲବ ତରଫରୁ କାର୍ଯ୍ୟଫର୍ଦ ପ୍ରଦର୍ଶନ କରାଯାଇଥିଲା । ଏହି ଉତ୍ସବରେ ବିଦ୍ୟାଳୟର ଶିକ୍ଷକ କରୁଣା ମେହେର, ମୁକେଶ ରାଉତ ଶିକ୍ଷୟିତ୍ରୀ ନିହାରିକା ଗୁରୁ, ସୌଦାମିନୀ ଭୋଇ ଓ ଅନ୍ୟ ଶିକ୍ଷା କର୍ମଚାରୀ ତଥା ଛାତ୍ରମାନଙ୍କ ଅଭିଭାବକମାନେ ଅଂଶ ଗ୍ରହଣ କରିଥିଲେ । ସେହିପରି ସହଲା ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସୁବୋଧ ନାରାୟଣ ସାଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ମୁଖ୍ୟ ଅତିଥି ଭାବେ ଡୁଙ୍ଗୁରିପାଲି ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ଭାଗିରଥ ପୁରୋହିତ ସମ୍ମାନିତ ଅତିଥି ଭାବେ କବିଚନ୍ଦ୍ର ପଧାନ, ସଂପାଦକ ଯାବଦଚନ୍ଦ୍ର ସିଂ ଯୋଗ େଇଥିଲେ ।  ଦିଗସିରା ଉଚ୍ଚ ବିଦ୍ୟାଳୟରେ ମଧ୍ୟ ଅନୁରୁପ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । 

 


News Comment




Photo in News

Advertisment
Lastest News
  ଜିଲ୍ଲା  
ବକଟି ପଂଚାୟତ ରେ ପଂଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ବରପାଲି ଶିବବିବାହତ୍ସବରେ କନ୍ୟା ଆନ୍ବେଷଣ ପର୍ବ ପତର ପେଣ୍ଡୀ ସମାପନ   16-Jun-2026
  ଜିଲ୍ଲା  
*ଆନ୍ତର୍ଜାତୀୟ ଶିଶୁ ଶ୍ରମ ନିରୋଧ ଦିବସ ଅବସରରେ ସଚେତନତା ରଥ ଉଦଘାଟିତ*   16-Jun-2026
  ବିଶେଷ  
ଜାତୀୟ ସ୍ତରରେ ନିଷ୍ପା ପରିବାର ସମ୍ବର୍ଦ୍ଧିତ, ରକ୍ତ ସଞ୍ଚାର ସେବା ଯୋଗୁଁ ଅହମଦାବାଦ ରେ ସମ୍ବର୍ଦ୍ଧିତ   16-Jun-2026
  ଜିଲ୍ଲା  
ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   16-Jun-2026
  ଜିଲ୍ଲା  
ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ   16-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ   16-Jun-2026
  ଜିଲ୍ଲା  
ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ   16-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   16-Jun-2026
  ଜିଲ୍ଲା  
ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   16-Jun-2026

You Might Also Like