-+91-9937148622 |

prerana_bgr@rediffmail.com |

  Tuesday 16th June 2026 |

| | | |

R.N.I. Regd No. ODIODI/2010/46693

Breaking News

*ଆନ୍ତର୍ଜାତୀୟ ଶିଶୁ ଶ୍ରମ ନିରୋଧ ଦିବସ ଅବସରରେ ସଚେତନତା ରଥ ଉଦଘାଟିତ*   (16-Jun-2026)       ||      ଜାତୀୟ ସ୍ତରରେ ନିଷ୍ପା ପରିବାର ସମ୍ବର୍ଦ୍ଧିତ, ରକ୍ତ ସଞ୍ଚାର ସେବା ଯୋଗୁଁ ଅହମଦାବାଦ ରେ ସମ୍ବର୍ଦ୍ଧିତ    (16-Jun-2026)       ||      ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   (16-Jun-2026)       ||      ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ    (16-Jun-2026)       ||      ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ    (16-Jun-2026)       ||      ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ    (16-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ    (16-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   (16-Jun-2026)       ||      ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   (16-Jun-2026)       ||      *ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   (16-Jun-2026)       ||      କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||      *କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   (15-Jun-2026)       ||      ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   (15-Jun-2026)       ||      ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||      ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||      ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ    (15-Jun-2026)       ||      ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||     

HOME   ଜିଲ୍ଲା

ପଥରଚେପା ଆଦର୍ଶ ବିଦ୍ୟାଳୟରେ ଜଳବାୟୁ ପରିବର୍ତ୍ତନ ଆଲୋଚନାଚକ୍ର 

19-Jan-2024



ବଲାଙ୍ଗିର, ଓଡ଼ିଶା ଆଦର୍ଶବିଦ୍ୟାଳୟ ପଥରଚେପା ଠାରେ ଜଳବାୟୁ ପରିବର୍ତ୍ତନ   ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଏଥିରେ ବିଜୟ କୁମାର ସାହୁ ଓବାସର ଜିଲ୍ଲା ସଂଯୋଜକ ଏବଂ ଯୁନିସେଫ ର ଆଇଆରଓ ଅଭିଷେକ ମନି   ପ୍ରମୁଖ  ଜଳବାୟୁ ପରିବର୍ତ୍ତନ  ଓ ବିଶ୍ଵ ଭୂ ତାପନ ଉପରେ ଏକ  ସଚେତନତା ମୂଳକ  କାର୍ଯ୍ୟକ୍ରମ ନେଇ ଆସିଥିଲେ | ଶ୍ରୀ ଅଭିଷେକ ମନି ଜଳବାୟୁ ପରିବର୍ତ୍ତନ ର ପ୍ରଭାବ ବିଷୟରେ ପ୍ରାୟ ଦଶଟି ଦେଶରେ ସଚେତନତା ମୂଳକ କାର୍ଯ୍ୟକ୍ରମ ରେ ଯୋଗ ଦେଇ ସାରିଛନ୍ତି । ନିକଟ ଅତୀତ ରେ ଦୁବାଇ ଠାରେ ଜଳବାୟୁ ପରିବର୍ତ୍ତନର ପ୍ରଭାବ ଉପରେ ଅନୁଷ୍ଠିତ ହୋଇଥିବ। ଏକ କାର୍ଯ୍ୟକ୍ରମ ରେ ଯୋଗ ଦେଇ ଥିଲେ।ସେଠାରେ ଭାରତର ପ୍ରତିନିଧିତ୍ବ କରି ଭାଷଣ ଦେଇଥିଲେ । ଆହୁରି ମଧ୍ଯ ଶ୍ରୀ ମନି ନିଜ ହାଇସ୍କୁଲ ସମୟରୁ ଏଇ ଜଳବାୟୁ  ପରିବର୍ତ୍ତନ ଉପରେ ସଚେତନ କରି ଆସୁଛନ୍ତି । ପ୍ରଥମେ ସେମାନେ   ବିଦ୍ୟାଳୟ ର ଅଧ୍ୟକ୍ଷ କ୍ଷମାନିଧି ଝାଙ୍କର ଙ୍କ ସହ  ପ୍ରାର୍ଥନା ସଭାରେ ଯୋଗ ଦେଇଥିଲେ | ସେଠାରେ  ଛାତ୍ରଛାତ୍ରୀଙ୍କ ସହ ବାର୍ତ୍ତାଳାପ ଏବଂ ବିଭିନ୍ନ ପ୍ରଶ୍ନ ମାଧ୍ୟମରେ ଜଳବାୟୁ ପରିବର୍ତ୍ତନ କଣ? ଓ ତାହା ଶିକ୍ଷା କୃଷି ଓ ଅର୍ଥନୀତି ଉପରେ କିଭଳି ପ୍ରଭାବ ପକାଉଛି ଏବଂ ଆମେ କିଭଳି ଭାବରେ ନିଜର ଛୋଟ ଛୋଟ ଉଦ୍ୟମ ରେ ବା ନିଜର ବ୍ଯବହାରରେ ପରିବର୍ତ୍ତନ ଆଣି ଏହି ବିଶ୍ଵ ଭୂ-ତାପନ ବା ଜଳବାୟୁ ପରିବର୍ତ୍ତନ କୁ ରୋକି ପାରିବା ସେ ବିଷୟରେ ବକ୍ତବ୍ୟ ପ୍ରଦାନ କରିଥିଲେ । ଏ ପରିପ୍ରେକ୍ଷୀରେ ଶ୍ରୀ ବିଜୟ କୁମାର ସାହୁ  ଦୁନିଆରେ ପରିବର୍ତ୍ତନ ଆଣିବା ଆଗରୁ ନିଜ ମଧ୍ୟରେ ପରିବର୍ତ୍ତନ ଆଣିବାକୁ ଆହ୍ବାନ ଦେଇଥିଲେ । ଶ୍ରୀ ଅଭିଷେକ ମନି ମଧ୍ୟ ଛୋଟ ବେଳରୁ ପରିବେଶ ପ୍ରତି ସଚେତନ ହେବା ଆବଶ୍ୟକ ବୋଲି ନିଜର ମତବ୍ୟକ୍ତ କରିଥିଲେ।ପରେ ନବମ ଓ ଅଷ୍ଟମ ଶ୍ରେଣୀ ର ଛାତ୍ର ଛାତ୍ରୀଙ୍କୁ ନେଇ  ସ୍ମାର୍ଟ କ୍ଲାସ ରେ ଭିଡିଓ ଏନିମେସନ ମାଧ୍ୟମରେ ଗ୍ଲୋବାଲ ୱର୍ମିଂ କୁ ନେଇ ଏକ କାର୍ଯ୍ୟକ୍ରମ ହୋଇଥିଲା ।ସେଠାରେ ଅଧ୍ୟକ୍ଷ କ୍ଷମାନିଧି ଝାଙ୍କର ଜଳବାୟୁ ପରିବର୍ତ୍ତନ ଉପରେ ଏକ କବିତା ଆବୃତ୍ତି କରିଥିଲେ । ଶେଷରେ ଅଧ୍ୟକ୍ଷ ମହୋଦୟ ସମସ୍ତ ଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ଏବଂ କାର୍ଯ୍ୟକ୍ରମ ରୁ ଶିଖିଥିବା ବିଭିନ୍ନ ତଥ୍ଯ କୁ ନିଜ ଜୀବନ ରେ ଉପଯୋଗ କରିବା କୁ ଉପଦେଶ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଆନ୍ତର୍ଜାତୀୟ ଶିଶୁ ଶ୍ରମ ନିରୋଧ ଦିବସ ଅବସରରେ ସଚେତନତା ରଥ ଉଦଘାଟିତ*   16-Jun-2026
  ବିଶେଷ  
ଜାତୀୟ ସ୍ତରରେ ନିଷ୍ପା ପରିବାର ସମ୍ବର୍ଦ୍ଧିତ, ରକ୍ତ ସଞ୍ଚାର ସେବା ଯୋଗୁଁ ଅହମଦାବାଦ ରେ ସମ୍ବର୍ଦ୍ଧିତ   16-Jun-2026
  ଜିଲ୍ଲା  
ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   16-Jun-2026
  ଜିଲ୍ଲା  
ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ   16-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ   16-Jun-2026
  ଜିଲ୍ଲା  
ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ   16-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   16-Jun-2026
  ଜିଲ୍ଲା  
ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   16-Jun-2026
  ଜିଲ୍ଲା  
*ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   16-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା   15-Jun-2026
  ଜିଲ୍ଲା  
ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   15-Jun-2026

You Might Also Like