-+91-9937148622 |

prerana_bgr@rediffmail.com |

  Tuesday 16th June 2026 |

| | | |

R.N.I. Regd No. ODIODI/2010/46693

Breaking News

*ଆନ୍ତର୍ଜାତୀୟ ଶିଶୁ ଶ୍ରମ ନିରୋଧ ଦିବସ ଅବସରରେ ସଚେତନତା ରଥ ଉଦଘାଟିତ*   (16-Jun-2026)       ||      ଜାତୀୟ ସ୍ତରରେ ନିଷ୍ପା ପରିବାର ସମ୍ବର୍ଦ୍ଧିତ, ରକ୍ତ ସଞ୍ଚାର ସେବା ଯୋଗୁଁ ଅହମଦାବାଦ ରେ ସମ୍ବର୍ଦ୍ଧିତ    (16-Jun-2026)       ||      ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   (16-Jun-2026)       ||      ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ    (16-Jun-2026)       ||      ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ    (16-Jun-2026)       ||      ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ    (16-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ    (16-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   (16-Jun-2026)       ||      ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   (16-Jun-2026)       ||      *ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   (16-Jun-2026)       ||      କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||      *କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   (15-Jun-2026)       ||      ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   (15-Jun-2026)       ||      ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||      ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||      ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ    (15-Jun-2026)       ||      ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||     

HOME   ଜିଲ୍ଲା

ପେଟ୍ରୋଲ ପମ୍ପରେ ଭଙ୍ଗାରୁଚା କର୍ମଚାରୀଙ୍କୁ ମାଡମାରି ୨୦ହଜାର ଟଙ୍କା ଲୁଟ, ଥାନାରେ ଅଭିଯୋଗ 

19-Jan-2024



ଡୁଙ୍ଗୁରିପାଲି(ଅରବିନ୍ଦ ମିଶ୍ର ): ଗତ ରାତିରେ ଡୁଙ୍ଗୁରିପାଲି ଥାନା ଅନ୍ତର୍ଗତ ବୈଦୁପାଲି  ଥିବା ମିଶ୍ର ଏଣ୍ଡ ମିଶ୍ର ପେଟ୍ରୋଲ ପମ୍ପରେ ୭/୮ ଜଣ ବ୍ୟକ୍ତି ପେଟ୍ରୋଲ ପକାଇ କର୍ମଚାରୀଙ୍କୁ ମାଢ ମାରି ଟଙ୍କା ଲୁଟି ନେଇଥିବା ଥାନାରେ ଅଭିଯୋଗ ହୋଇଛି । ପେଟ୍ରୋଲ ପମ୍ପର କର୍ମଚାରୀ ଧନସିଂହ ବାଗ ଡୁଙ୍ଗୁରିପାଲି ଥାନାରେ କରିଥିବା ଅଭିଯୋଗରେ ଦର୍ଶାଇଛନ୍ତି ଯେ ଗତ ରାଚି ୯.୪୦ରେଏକ ଚାରିଚକିଆ ଆର୍ଟିକା ଗାଡି ଯାହାର ନଂ. ଓଡି ୧୭- ୯୨୮୮ ବଲାଙ୍ଗିର ପଟରୁ ଆସି ତେଲ ଭର୍ତି କରିଥିଲେ । ଉକ୍ତ ଗାଡିରେ ପ୍ରାୟ ୭/୮ଜଣ ବ୍ୟକ୍ତି ଥିଲେ ।ସେମାନଙ୍କ ମଧ୍ୟରୁ ୨/ ୩ଜଣ ସିଗାରେଟ ଟାଣିଥିଲେ । କର୍ମଚାରୀ ଜଣକ ମନାକରିବାରୁ ତାଙ୍କୁ ମାଡ଼ମାରି ସେଠାରୁ କିଛି ଦୂର

ଘୋଷାଡି ନେଇଥିଲେ । ମ୍ୟାନେଜର ଦୌଡି ଆସି ମନା କରିବାରୁ ତାଙ୍କୁ ମଧ୍ୟ ମାଡ଼ ମାରିଥିଲେ । ତାଙ୍କଠାରୁ ୨୦ହଜାଟଙ୍କା ଛଡାଇ ନେଇ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରି ପମ୍ପରେ ନିଆଁ ଲଗାଇ ଉଡାଇ ଦେବାକୁ ଦଧକ ଦେଇସେଠାରୁ ଫେରାର ମାରିଥିଲେ । ଘଟଣା ପରେ କର୍ମଚାରୀମାନେ ମାଲିକଙ୍କୁ ଫୋନରେ ଖବର ଦେଇଥିଲେ । ଡୁଙ୍ଗୁରିପାଲି ପୋଲିସ ଘଟଣା ସ୍କୁଳରେ ଖବର ପାଇ ପହଞ୍ଚି ଥିଲେ । ଏତିକି ସମୟକୁ ସେମାନେ ଫେରାର ମାରିଥିଲେ । ପୁଣି ରାତି ୧୨.୩୦ରେ ସେମାନେ ଏକ ୱାଗନର ଗାଢି ନଂ.ଓଆର ବିଜି-୩୪୩୦ରେ ୬ ଜଣ ବ୍ୟକ୍ତି ଆସିଥିଲେ।ହାତରେ ଧରିଥିବା ଲୁହାରଡ, ବିଭିନ୍ନ ମାରଣାସ୍ତ୍ର ସାହାଯ୍ୟରେ ରେ ପେଟ୍ରୋଲ ପମ୍ପର ବିଭିନ୍ନ

ସାମଗ୍ରୀ, ମେସିନକୁ, ଆସବାବପତ୍ରକୁ  ଭାଙ୍ଗି ଦେଇଥିଲେ । ଭିତରେ ଥିବା କର୍ମଚାରୀ ଦେବେନ, ଲିଟୁ, ଚାଳକ ରାଜୁ ବାଗ ସମସ୍ତେ ଭୟଭିତ ହୋଇ ଅଫିସ ଘରେ ରହି ଯାଇ ମାଲିକ ଜ୍ୟୋତି ମିଶ୍ର ଓ ପ୍ରଦୀପ ମିଶ୍ରଙ୍କୁ ଫୋନ ଯୋଗେ ଜଣାଇଥିଲେ । ଆଜି ସକାଳେ ପମ୍ପର ମ୍ୟାନେଜର ଧନସିଂହ ବାଗ ଡୁଙ୍ଗୁରିପାଲି ଥାନାରେ ଅଭିଯୋଗ କରିଛନ୍ତି ।  ଘଟଣାକୁ ନେଇ ବିଭିନ୍ନ ମହଳରେ ଅଭିଯୁକ୍ତମାନଙ୍କୁ ଧରିବାକୁ ଦାବୀ ଜୋର ଧରିଛି । ଅଭିଯୋଗକୁ ଭିତ୍ତି କରି ଡୁଙ୍ଗୁରିପାଲି ପୋଲିସ ତଦନ୍ତ ଜାରି ରଖୁଥିବା ବେଳେ ଅଭିଯୁକ୍ତ ମାନଙ୍କୁ ଖୁବ ଶିଘ୍ର ଧରାଯିବ ବୋଲି ଥାନାଧିକାରୀ ସଚ୍ୟନାରାୟଣ ପ୍ରଧାନ ପ୍ରକାଶ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଆନ୍ତର୍ଜାତୀୟ ଶିଶୁ ଶ୍ରମ ନିରୋଧ ଦିବସ ଅବସରରେ ସଚେତନତା ରଥ ଉଦଘାଟିତ*   16-Jun-2026
  ବିଶେଷ  
ଜାତୀୟ ସ୍ତରରେ ନିଷ୍ପା ପରିବାର ସମ୍ବର୍ଦ୍ଧିତ, ରକ୍ତ ସଞ୍ଚାର ସେବା ଯୋଗୁଁ ଅହମଦାବାଦ ରେ ସମ୍ବର୍ଦ୍ଧିତ   16-Jun-2026
  ଜିଲ୍ଲା  
ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   16-Jun-2026
  ଜିଲ୍ଲା  
ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ   16-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ   16-Jun-2026
  ଜିଲ୍ଲା  
ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ   16-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   16-Jun-2026
  ଜିଲ୍ଲା  
ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   16-Jun-2026
  ଜିଲ୍ଲା  
*ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   16-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା   15-Jun-2026
  ଜିଲ୍ଲା  
ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   15-Jun-2026

You Might Also Like