-+91-9937148622 |

prerana_bgr@rediffmail.com |

  Tuesday 16th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   (16-Jun-2026)       ||      ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ    (16-Jun-2026)       ||      ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ    (16-Jun-2026)       ||      ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ    (16-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ    (16-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   (16-Jun-2026)       ||      ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   (16-Jun-2026)       ||      *ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   (16-Jun-2026)       ||      କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||      *କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   (15-Jun-2026)       ||      ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   (15-Jun-2026)       ||      ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||      ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||      ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ    (15-Jun-2026)       ||      ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||     

HOME   ଜିଲ୍ଲା

ପୁଇଁନ୍ତଲା ବ୍ଲକ କଂଗ୍ରେସର ସାଙ୍ଗଠାନିକ ବୈଠକ

19-Jan-2024



ବଲାଙ୍ଗୀର(ଦେବାଶିଷ ବହିଦାର) ପୁଇଁନ୍ତଲା ବ୍ଲକ କଂଗ୍ରେସ ପକ୍ଷରୁ ସଭାପତି ଉମାକାନ୍ତ ସାହୁଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ସ୍ଥାନୀୟ ବେଲବାହାଲି ର ପ୍ରେମାନନ୍ଦ ବିହାର ଠାରେ ଅନୁଷ୍ଠିତ ହୋଇଯାଇଛି । ପଞ୍ଚାୟତ କମିଟି ବୁଥ୍ କମିଟି ଜାନୁୟାରୀ ୩୧ ସୁଦ୍ଧା ଗଠନ କରିବା ପାଇଁ ବୈଠକରେ ନିଷ୍ପତ୍ତି ହୋଇଥିଲା । ବଲାଙ୍ଗିର ଜିଲ୍ଲା ଏସ୍‌.ସି. ସେଲ ସଭାପତି ଓମ୍ ପ୍ରକାଶ କୁମ୍ଭାର ଯୋଗଦାନ କରି ତୃଣମୂଳ ସ୍ତରରୁ ଦଳକୁ ମଜ୍‌ବୁତ କରି ଆଗାମୀ ଦିନରେ ସମସ୍ତେ ଏକଜୁଟ ହୋଇ ଲଢେଇ କରିବା ପାଇଁ ଆହ୍ୱାନ ଦେଇଥିଲେ । ଅନ୍ୟତମ ଅତିଥି ଭାବେ ଜିଲ୍ଲା  କିଶାନ କଂଗ୍ରେସ ଅଧ୍ୟକ୍ଷ ସାନନ୍ଦ କୁମାର ମିଶ୍ର ଯୋଗଦାନ କରି କହିଥିଲେ ଯେ କୃଷି ଏବଂ କୃଷକ ଙ୍କ ବିକାଶ କେବଳ କଂଗ୍ରେସ ସରକାର ଅମଳରେ ହିଁ ସମ୍ଭବ । ଜାତି, ଧର୍ମକୁ ନେଇ ରାଜନିତି କରୁଥିବା ଦଳମାନେ କୃଷକ ଯୁବକ ଛାତ୍ର ଙ୍କ ସମସ୍ୟାକୁ ଭୁଳି ରାଜ୍ୟ ଏବଂ ଦେଶକୁ ବିପଥଗାମୀ କରୁଛନ୍ତି । ତେଣୁ ସମସ୍ତେ ମିଳିମିଶି କଂଗ୍ରେସ ଦଳକୁ ସରକାର କରିବାରେ ସହଯୋଗ କରନ୍ତୁ ବୋଲି ମତବ୍ୟକ୍ତ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ବ୍ଲକ ସଭାପତି ରାଜ କିଶୋର ବାବୁ, ହୃଦାନନ୍ଦ ଭୋଇ, ସର୍ଜନ ବିଶ୍ୱାଳ, ସୁଶାନ୍ତ ଷଡଙ୍ଗୀ, ଜ୍ୟୋତିଷ ମୁଗ୍ରୀ, ସୁଭ୍ରାଂଶୁ ପଣ୍ଡା, ଅନିରୁଦ୍ଧ ବଗର୍ତ୍ତି, ଲଳିତ ପଟେଲ, ଜିତୁ ମନହୀରା, ଅଞ୍ଜନ ପଟେଲ, ବେଣୁଧର ସାଏ, ବସୁଦେବ ନାଏକ, ସରୋଜ ମେଶ୍ୱା, ହରି ନନ୍ଦ, ବିରୋଧ ତାଣ୍ଡି, ଶିବହରି ବାଗ, ବିକ୍ରମ ଡାଙ୍ଗ, ପ୍ରେମରାଜ ବାଗ, ସରୋଜ ପଧାନ, ସରୋଜ ଡାଙ୍ଗ, ଦେବରାଜ ମହାକୁର ପ୍ରମୁଖ ଉପସ୍ତିତ ଥିବା ବେଳେ ଯୁବ ଦଳିତ ନେତା ତରଣୀସେନ ଦୀପ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   16-Jun-2026
  ଜିଲ୍ଲା  
ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ   16-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ   16-Jun-2026
  ଜିଲ୍ଲା  
ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ   16-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   16-Jun-2026
  ଜିଲ୍ଲା  
ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   16-Jun-2026
  ଜିଲ୍ଲା  
*ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   16-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା   15-Jun-2026
  ଜିଲ୍ଲା  
ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   15-Jun-2026
  ଜିଲ୍ଲା  
ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ   15-Jun-2026
  ଜିଲ୍ଲା  
*କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   15-Jun-2026

You Might Also Like