-+91-9937148622 |

prerana_bgr@rediffmail.com |

  Tuesday 16th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   (16-Jun-2026)       ||      ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ    (16-Jun-2026)       ||      ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ    (16-Jun-2026)       ||      ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ    (16-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ    (16-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   (16-Jun-2026)       ||      ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   (16-Jun-2026)       ||      *ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   (16-Jun-2026)       ||      କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||      *କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   (15-Jun-2026)       ||      ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   (15-Jun-2026)       ||      ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||      ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||      ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ    (15-Jun-2026)       ||      ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||     

HOME   ଜିଲ୍ଲା

ସିନାପାଲି ମହାବିଦ୍ଯାଳୟରେ ନୂଆ-ଓ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା କାର୍ଯ୍ଯକ୍ରମ ଅନୁଷ୍ଠିତ

19-Jan-2024



ସିନାପାଲି:( ଡୋଲେସ୍ବର ଵାଗ )
ନୂଆପଡ଼ା ଜିଲ୍ଲା ସିନାପାଲି ମହାବିଦ୍ଯାଳୟ ଠାରେ ନୂଆ‐ଓ ଓଡ଼ିଆ ସାହିତ୍ଯ ପ୍ରତିଯୋଗିତା କାର୍ଯ୍ଯକ୍ରମ ଶୁକ୍ରବାର ଅନୁଷ୍ଠିତ ହୋଇଛି ା ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ ଓ ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର ପରିପ୍ରେକ୍ଷୀରେ ଏନେଇ ମହାବିଦ୍ୟାଳୟ ଅଧ୍ଯକ୍ଷା ଏବି ଡୁଙ୍ଗଡୁଙ୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାକାର୍ଯ୍ଯରେ ମୁଖ୍ୟ ଅତିଥି ଭାବରେ ବ୍ଲକ ଉପାଧ୍ଯକ୍ଷା ମିନା ଘିବେଲା, ମୁଖ୍ୟ ବକ୍ତା ସାହିତ୍ଯିକ ପ୍ରଦ୍ୟୁମ୍ନ ସିଂହ ଚିନ୍ଦା ଓ ସମ୍ମାନିତ ଅତିଥି ଭାବରେ ସ୍ତମ୍ୱକାର ବୈଷ୍ଣବ ମେହେର ଯୋଗ ଦେଇଥିଲେ। ଏହି ଅବସରରେ ଓଡ଼ିଆ ସାହିତ୍ଯରେ ଜଗନ୍ନାଥ ଚେତନାକୁ ନେଇ ବକ୍ତାମାନେ ମତବ୍ଯକ୍ତ କରିବା ସହ ପ୍ରକୃତ ଜ୍ଞାନ ଓ ସୃଜନଶୀଳତାରେ ବ୍ରତୀ ହେବାକୁ ଛାତ୍ରଛାତ୍ରୀଙ୍କୁ ଆହ୍ୱାନ ଦେଇଥିଲେ ା ପ୍ରାରମ୍ଭରେ ଅଧ୍ଯାପିକା ସ୍ଵର୍ଣ୍ଣରାଣୀ ଦାସ ସମସ୍ତଙ୍କୁ ସ୍ବାଗତ କଲା ପରେ ପ୍ରଭୁ ଶ୍ରୀଗଣେଶଙ୍କ ନିକଟରେ ଦୀପ ପ୍ରଜ୍ଜଳନ ପୂର୍ବକ ଅତିଥିଙ୍କ ଦ୍ୱାରା କାର୍ଯ୍ଯକ୍ରମର ଶୁଭାରମ୍ଭ କରାଯାଇଥିଲା ା ଏହି ଅବସରରେ ଛାତ୍ରଛାତ୍ରୀଙ୍କ ପ୍ରତିଭାର ବିକାଶ ନିମନ୍ତେ ପ୍ରବନ୍ଧ, ଗୀତ, କବିତା ଆଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ା ଶେଷରେ ଗଣିତ ଅଧ୍ୟାପକ କ୍ଷେତ୍ର ମୋହନ ଦୂରିଆ ସମସ୍ତଙ୍କୁ ଧନ୍ଯବାଦ ଦେଇଥିଲେ ା କାର୍ଯ୍ଯକ୍ରମରେ ମହାବିଦ୍ଯାଳୟର ଶତାଧିକ  ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ ା କାର୍ଯ୍ଯକ୍ରମ ପରିଚାଳନାରେ ବରିଷ୍ଠ ଅଧ୍ୟାପକ ବ୍ରଜ ମୋହନ ଧ।କଡ଼, ରଜନୀକାନ୍ତ ମେହେର, ମେଘନ।ଦ ମେହେର, ଉଦୟ ନାଥ ନାୟକ, ରଶ୍ମିତା ନନ୍ଦ, ପୁସ୍ପିତା ମେହେର , ଟଙ୍କଧର ସାହୁ ପ୍ରମୁଖ ସହଯୋଗ କରିଥିଲେ ା


News Comment




Photo in News

Advertisment
Lastest News
  ଜିଲ୍ଲା  
ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   16-Jun-2026
  ଜିଲ୍ଲା  
ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ   16-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ   16-Jun-2026
  ଜିଲ୍ଲା  
ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ   16-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   16-Jun-2026
  ଜିଲ୍ଲା  
ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   16-Jun-2026
  ଜିଲ୍ଲା  
*ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   16-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା   15-Jun-2026
  ଜିଲ୍ଲା  
ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   15-Jun-2026
  ଜିଲ୍ଲା  
ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ   15-Jun-2026
  ଜିଲ୍ଲା  
*କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   15-Jun-2026

You Might Also Like