-+91-9937148622 |

prerana_bgr@rediffmail.com |

  Tuesday 16th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ    (16-Jun-2026)       ||      ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ    (16-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ    (16-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   (16-Jun-2026)       ||      ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   (16-Jun-2026)       ||      *ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   (16-Jun-2026)       ||      କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||      *କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   (15-Jun-2026)       ||      ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   (15-Jun-2026)       ||      ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||      ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||      ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ    (15-Jun-2026)       ||      ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||     

HOME   ଜିଲ୍ଲା

ହରିଶ ଚନ୍ଦ୍ର ବୁଡେକ ମେମୋରିଆଲ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ର ଫାଇନାଲ ମ୍ୟାଚ ଅନୁଷ୍ଠିତ

20-Jan-2024



ପାଟଣାଗଡ଼/ବେଲପଡ଼ା(ପୁର୍ଣ୍ଣ ଶଶୀ ଶେଖର ରାଓ ):ବଲାଙ୍ଗିର ଜିଲ୍ଲା ବେଲପଡା ସହରର ସମାଜସେବୀ ତଥା ଯୁବ ସରପଞ୍ଚ ସ୍ବର୍ଗତ ହରିଶ ଚନ୍ଦ୍ର ବୁଡେକ ଙ୍କ ସ୍ମୃତିରେ ଆଜି ହରିଶ ଚନ୍ଦ୍ର ବୁଡେକ ପ୍ରଥମ ମେମୋରିଆଲ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ର ସମାପନ ହୋଇଯାଇଛି। ଏହି ପ୍ରତିଯୋଗିତାରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ସାଂସଦ ତଥା ବର୍ତ୍ତମାନ ର ରାଜ୍ୟ ହାଉସିଂ ବୋର୍ଡ ଅଧ୍ୟକ୍ଷ ଶ୍ରୀ କଳିକେଶ ନାରାୟଣ ସିଂ ଦେଓ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ

ସମାଜସେବୀ ସଞ୍ଜୀବ ମିଶ୍ର , ଶିବାନନ୍ଦ ପରିଛା , ଆଲୋକ କୁମାର୍ ପାଣିଗ୍ରାହୀ , ବନମାଳୀ ଖମାରୀ , ପ୍ରତାପ ମେହେର , ମଧ୍ୟପୂର୍ ସରପଞ୍ଚ ରାମଗୋପାଳ ନାଏକ , ମଣ୍ଡଳ ସରପଞ୍ଚ ସରୋଜ ସେଠ ଯୋଗ ଦେଇଥିଲେ । ଆଜି ପ୍ରଥମ ସେମି ଫାଇନାଲରେ ଆଯୋବା ହୋଣ୍ଡା ଓ ପଲସର ୧୧ ମଧ୍ୟ ରେ ହୋଇଥିଲା । ଏହି ମ୍ୟାଚ୍ ରେ ଅଜୋବା ହୋଣ୍ଡା ବିଜୟ ଲାଭ କରିଥିଲା । ଦ୍ଵିତୀୟ ସେମି ଫାଇନାଲ ରେ ହରିଶ ବୁଡେକ ସ୍ପୋଟିଂ କ୍ଲବ ଓ ଟି.କେ ବ୍ଲାଷ୍ଟର ମଧ୍ୟ ରେ ହେଇଥିଲା । ଏହି ମ୍ୟାଚ୍ ରେ ହରିଶ ବୁଡେକ ସ୍ପୋଟିଂ କ୍ଲବ ବିଜୟ ଲାଭ କରିଥିଲା । ଏହା ବାଦ୍ ଫାଇନାଲ ମ୍ୟାଚ ରେ ହରିଶ ବୁଡେକ ସ୍ପୋଟିଂ କ୍ଲବ ଓ ଅଜୋବା ହୋଣ୍ଡା ମଧ୍ୟ ରେ ହେଇଥିଲା ଏବଂ ଏହି ମ୍ୟାଚ୍ ରେ ହରିଶ ବୁଡେକ ସ୍ପୋଟିଂ କ୍ଲବ କୁ ହରାଇ ଆଜୋବା ହୋଣ୍ଡା ଚାମ୍ପିଅନ ହୋଇଥିଲା । କ୍ଲବ ର ସଦସ୍ୟ ପ୍ରମୋଦ ବୁଡେକ , ରାକେଶ ବହୁକ୍ , ପ୍ରଦୀପ ବୁଡେକ , ମୁନା ଠାକୁର , ଚତ୍ରୁ ବୁଡେକ, ଜିତେଶ ବୁଡେକ ଏବଂ ସାଥି ବିଶେଷ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ   16-Jun-2026
  ଜିଲ୍ଲା  
ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ   16-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   16-Jun-2026
  ଜିଲ୍ଲା  
ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   16-Jun-2026
  ଜିଲ୍ଲା  
*ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   16-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା   15-Jun-2026
  ଜିଲ୍ଲା  
ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   15-Jun-2026
  ଜିଲ୍ଲା  
ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ   15-Jun-2026
  ଜିଲ୍ଲା  
*କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   15-Jun-2026
  ଜିଲ୍ଲା  
ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   15-Jun-2026
  ଜିଲ୍ଲା  
ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   15-Jun-2026

You Might Also Like