-+91-9937148622 |

prerana_bgr@rediffmail.com |

  Tuesday 16th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ    (16-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ    (16-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   (16-Jun-2026)       ||      ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   (16-Jun-2026)       ||      *ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   (16-Jun-2026)       ||      କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||      *କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   (15-Jun-2026)       ||      ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   (15-Jun-2026)       ||      ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||      ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||      ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ    (15-Jun-2026)       ||      ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||     

HOME   ଜିଲ୍ଲା

ସର୍ବ ଭାରତୀୟ ଲାଲମନୀ କ୍ରିକେଟ୍ ର ଉଦଘାଟନୀ ଉତ୍ସବ *ପ୍ରଥମ ଥର ଟର୍ଫ ପିଚ୍‌ ପାଇଁ ଭାଗ ନେବେ ଅନ୍ତର୍ଜାତୀୟ ସ୍ତର ର ଖେଳାଳୀ*-

20-Jan-2024



-ସୋନପୁର, (ମନୋରଞ୍ଜନ ତ୍ରିପାଠୀ )
 ମହାସମାରୋହରେ ପାଳନ ହେବ ସୋନପୁର ର ସର୍ବ ଭାରତୀୟ ଲାଲମନି କ୍ରିକେଟ୍ ର ଉଦ୍ଘlଟନି ଉତ୍ସବ ଓ ଲୋଗୋ ଉନ୍ମୋଚନ l କୋଭିଡ ମହାମାରୀ ପରେ ପୁଣି ନୂଆଁ ରୂପ ରଙ୍ଗ ରେ ଅନୁଷ୍ଟିତ ହେବାକୁ ଥିବା ବହୁ ପ୍ରତିକ୍ଷିତ ଲାଲମନି କ୍ରିକେଟ  ଦେଖିବାକୁ କ୍ରିକେଟ୍ ପ୍ରେମୀ ଙ୍କ ମଧ୍ୟରେ ପ୍ରବଳ ଉତ୍କଣ୍ଠା ଦେଖିବାକୁ ମିଳିଛି l ଏଥିପାଇଁ ସୋନପୁର ଗାନ୍ଧୀ ଷ୍ଟାଡିୟମ୍ ରେ ଅସଂଖ୍ୟ ଦର୍ଶକ ଙ୍କ ଭିଡ ଆଶଙ୍କା ଥିବାରୁ ଶାନ୍ତି ଶୃଙ୍ଖଳା ପାଈଁ  ଜିଲ୍ଲା କ୍ରିକେଟ୍ ସଂଘ   ପୋଲିସ୍  ପ୍ରଶାସନ ର ସହଯୋଗ ଲୋଡିଛି l  ପ୍ରଥମ ଥର ପାଇଁ ଟର୍ଫ ପିଚ୍‌ରେ କ୍ରିକେଟ ମ୍ୟାଚ ଅୟୋଜନ ହେଉଥିବାରୁ ଜାତୀୟ ଅନ୍ତର୍ଜାତୀୟ ସ୍ତର ର ଖେଳାଳୀ ଭାଗ ନେବାକୁ ଆଗ୍ରହ କରିଥିବା ଜଣା ଯାଇଛି l  ୨୧ରୁ ୨୮ ତାରଖ ଯାଏଁ ଏହି ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହେବ ବୋଲି ଏକ ସାମ୍ବାଦିକ ସମ୍ମିଳନୀରେ ଏସ୍‌ଡିସିଏ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ପଶ୍ଚିମବଙ୍ଗ, ନାଗପୁର,  ଦିଲ୍ଲୀ ଭଳି ୯ଗୋଟି ଦଳ ଏହି ଟୁର୍ଣ୍ଣାମେଣ୍ଟ ରେ ସାମିଲ ହେବେ ବୋଲି ଏସ୍‌ଡିସିଏ ସଭାପତି ରାମଶଙ୍କର ସାହୁ କହିଛନ୍ତି । ବିଜୟୀ ଦଳକୁ ୮୦ ହଜାର ଟଙ୍କା ଏବଂ ରନର୍ସ ଅପ୍ ଦଳକୁ ୫୦ ହଜାର ଟଙ୍କାର ପୁରସ୍କାର ରାଶି ଦିଆଯିବ । ଜଣେ ଜାତୀୟ ସ୍ତରର ଖେଳାଳିଙ୍କ ସମେତ, ପ୍ରଶାସକ ଓ ବହୂ  ଖ୍ୟାତନlମା ରାଜନେତା, କଳାକାର , ଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଚି ବୋଲି ସଂପାଦକ ପ୍ରଦୀପ ସେଠୀ ସୂଚନା ଦେଇଛନ୍ତି । କମିଟି ସଦସ୍ୟ ଓ ଖେଳାଳୀ ଙ୍କ ବିରାଟ ଶୋଭାଯାତ୍ରା ପରେ  ଆଜି ସନ୍ଧ୍ୟା ରେ ହେବ ୩୫ତମ ଲାଲମନି କ୍ରିକେଟର  ଉଦ୍‌ଘାଟନୀ ସମାରୋହ ଏବଂ ଲଗୋ ଉନ୍ମୋଚନ ବୋଲି ସଂଘ କର୍ମ କର୍ତ୍ତା ସୁଚନା ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ   16-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   16-Jun-2026
  ଜିଲ୍ଲା  
ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   16-Jun-2026
  ଜିଲ୍ଲା  
*ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   16-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା   15-Jun-2026
  ଜିଲ୍ଲା  
ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   15-Jun-2026
  ଜିଲ୍ଲା  
ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ   15-Jun-2026
  ଜିଲ୍ଲା  
*କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   15-Jun-2026
  ଜିଲ୍ଲା  
ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   15-Jun-2026
  ଜିଲ୍ଲା  
ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   15-Jun-2026
  ଜିଲ୍ଲା  
ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   15-Jun-2026

You Might Also Like