-+91-9937148622 |

prerana_bgr@rediffmail.com |

  Tuesday 16th June 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   (16-Jun-2026)       ||      କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||      *କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   (15-Jun-2026)       ||      ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   (15-Jun-2026)       ||      ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||      ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||      ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ    (15-Jun-2026)       ||      ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||      ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   (15-Jun-2026)       ||      ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   (15-Jun-2026)       ||     

HOME   ଜିଲ୍ଲା

ଜଙ୍ଗଲ ସମ୍ପୂର୍ଣ ଧ୍ୱଂସ ହେଲାଣି ଅଭିଯୋଗ ଆଣିଲେ ସ୍ଥାନୀୟ ବାସିନ୍ଦା, କୁମ୍ଭକର୍ଣ୍ଣ ନିଦ୍ରାରେ ଡାବୁଗାଁ ବନ ବିଭାଗ କର୍ମଚାରୀ*

20-Jan-2024



(ମିହିର ଶଙ୍କର ପାତ୍ର)
ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ ରେ ବେଧଡକ ଭାବେ ଚାଲିଛି ଜଙ୍ଗଲ କଟା । କୁମ୍ଭକର୍ଣ୍ଣ ନିଦ୍ରାରେ ଡାବୁଗାଁ ବନ ବିଭାଗ କର୍ମଚାରୀ ଅଭିଯୋଗ ଆଣିଲେ ସ୍ଥାନୀୟ ବାସିନ୍ଦା। ଜଙ୍ଗଲ ସରିବା ପରେ ଜଙ୍ଗଲ କମିଟି ତିଆରି କରିବା ପାଇଁ ପ୍ରୟାସର ପ୍ରହସନ ମାତ୍ର ।ପରିବେଶ ସୁରକ୍ଷା ପାଇଁ ସରକାର ଙ୍କ ପକ୍ଷରୁ କୋଟି କୋଟି ଟଙ୍କା ଖର୍ଚ୍ଚ ରେ କୃତ୍ରିମ ଜଙ୍ଗଲ ସୃଷ୍ଟି କରାଯାଉଛି । ପ୍ରତି ବର୍ଷ ବିଭିନ୍ନ ପ୍ରକାର ଚାରା ରୋପଣ କରାଯାଉଛି । ହେଲେ ପ୍ରାକୃତିକ ଜଙ୍ଗଲ ର ମୂଲ୍ୟବାନ ଗଛ କାଟି ଜଙ୍ଗଲ ନଷ୍ଟ କରୁଛନ୍ତି କାଠ ମାଫିଆ ।ପ୍ରତିବର୍ଷ ଶହ ଶହ ହେକ୍ଟର ବିନା ବାଧା ସଂରକ୍ଷିତ ଜଙ୍ଗଲ କୁ ନଷ୍ଟ କରି ଚାଷ କରାଯାଉଛି । ବନବିଭାଗ କର୍ମଚାରୀ ଙ୍କ ମନୋଭାବ ଓ ମଧୁଚନ୍ଦ୍ରିକା ଯୋଗୁଁ ପାହାଡ଼, ପର୍ବତ ରେ ଥିବା ଗଛ  କାଟି ଚାଷ କରିବାକୁ ବସିଲେଣି । ଯାହା ଫଳରେ ଦିନକୁ ଦିନ ଜଙ୍ଗଲ ନଷ୍ଟ ହୋଇ ପଦା ହେଉଥିବା ବେଳେ ଜଙ୍ଗଲ ଜୀବ ଜନ୍ତୁ ଙ୍କ ପାଇଁ ବିପଦ ସୃଷ୍ଟି ହୋଇଛି । ଡାବୁଗାଁ ଵନାଞ୍ଚଳ ଅଧୀନରେ ଥିବା  ବାଇଗାଁ, ସରଗୁଳି, ଚିକିଲି ଗ୍ରାମ ନିକଟରେ ଥିବା ଜଙ୍ଗଲ ସମ୍ପୂର୍ଣ୍ଣ ଧ୍ୱଂସ ହେବାକୁ ବସିଲାଣି କହିଲେ ଚଳେ । ବାରମ୍ବାର ବିଭିନ୍ନ ଗଣମାଧ୍ୟମରେ ପ୍ରକାଶିତ ହେଉଛି କିନ୍ତୁ ବନବିଭାଗ ର ବ୍ଲକ ଦାଇତ୍ୱ ରେ ଥିବା କର୍ମଚାରୀ ମାନେ ଏଥିପ୍ରତି ଧ୍ୟାନ ଦେଉନାହାନ୍ତି  ଏଭଳି ପରିସ୍ଥିତି ରହିଲେ କିଛି ବର୍ଷ ମଧ୍ୟରେ ଜଙ୍ଗଲ ସମ୍ପୂର୍ଣ୍ଣ ନଷ୍ଟ ହୋଇଯିବ ଏଥିରେ ତିଳେ ମାତ୍ର ସନ୍ଦେହ ନାହିଁ ।
  ଜଙ୍ଗଲ କୁ ରକ୍ଷା କରିବା ପାଇଁ ସରକାର  ବନ ବିଭାଗର କର୍ମଚାରୀ ନିୟୋଜିତ କରିଛନ୍ତି କିନ୍ତୁ କର୍ମଚାରୀ ଙ୍କ ଅପାରଗତା ଯାଗୁଁ ପ୍ରତି ବର୍ଷ ଏକର ଏକର  ସଂରକ୍ଷୀତ ଜଙ୍ଗଲ ଧ୍ୱଂସ ପାଉଛି ଏହା ଏବେ ପ୍ରଶ୍ନବାଚୀ ସୃଷ୍ଠି କରୁଛି ଜଙ୍ଗଲ କ୍ଷୟ ଯୋଗୁଁ ମଣିଷ, ପଶୁପକ୍ଷୀ ସମସ୍ତ ବନ୍ୟପ୍ରାଣୀଙ୍କୁ  ସମସ୍ୟାର ସମ୍ମୁଖିନ ହେବାକୁ ପଡ଼ିବ ତେଣୁ ଜଙ୍ଗଲ ପ୍ରତି ସାଧାରଣ ଜନତା ସଚେତନତା ଏକାନ୍ତ ଆବଶ୍ୟକ ଥିବା ବେଳେ ଜିଲ୍ଲା ପ୍ରଶାସନ ଏଥି ପ୍ରତି ବିଶେଷଭାବରେ  ଦୃଷ୍ଟି ଦେବାପାଇଁ ସାଧାରଣରେ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   16-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା   15-Jun-2026
  ଜିଲ୍ଲା  
ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   15-Jun-2026
  ଜିଲ୍ଲା  
ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ   15-Jun-2026
  ଜିଲ୍ଲା  
*କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   15-Jun-2026
  ଜିଲ୍ଲା  
ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   15-Jun-2026
  ଜିଲ୍ଲା  
ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   15-Jun-2026
  ଜିଲ୍ଲା  
ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   15-Jun-2026
  ଜିଲ୍ଲା  
ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ   15-Jun-2026
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026
  ଜିଲ୍ଲା  
ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   15-Jun-2026
  ଜିଲ୍ଲା  
ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   15-Jun-2026

You Might Also Like