-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||     

HOME   ଜିଲ୍ଲା

ପ୍ରାଥମିକ ଶିକ୍ଷା ବିଭାଗର ଯୁଗ୍ମ ନିର୍ଦ୍ଦେଶକଙ୍କ ଦୁଇ ଦିନିଆ କଳାହାଣ୍ଡି ଗ୍ରସ୍ତ

19-Dec-2020



ନର୍ଲା (ସଞ୍ଜୀବ ଦାସ)    ଦୁଇ ଦିନିଆ କଳାହାଣ୍ଡି ଗ୍ରସ୍ତ କାର୍ଯ୍ୟକ୍ରମରେ ପ୍ରାଥମିକ ଶିକ୍ଷା ବିଭାଗ ଓଡ଼ିଆଙ୍କ ଯୁଗ୍ମ ନିର୍ଦ୍ଦେଶକ ବିଶ୍ଵନାଥ ତରାଇ ନର୍ଲା ବ୍ଳକର ୪ଗୋଟି ବିଦ୍ୟାଳୟ ପରିଦର୍ଶନ କରି ବିଦ୍ୟାଳୟ ଗୁଡ଼ିକର ଆନୁସଙ୍ଗିକ ବ୍ୟବସ୍ଥା ଉପରେ ଆଲୋଚନା କରିଛନ୍ତି। ବର୍ତମାନ କରୋନା ମହାମାରୀ ଯୋଗୁଁ ବିଦ୍ୟାଳୟ ଗୁଡ଼ିକ ବନ୍ଦ ଥିବା ବେଳେ ପ୍ରତିଦିନ ଶିକ୍ଷକ ଶିକ୍ଷୟିତ୍ରୀ ବିଦ୍ୟାଳୟରେ   ଯୋଗଦାନ କରିବା ପାଇଁ ନର୍ଲା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।
ନର୍ଲା ବ୍ଳକ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଘଣ୍ଟମାଳ, ବିମ୍ବାଧର ଉଚ୍ଚ ବିଦ୍ୟାପୀଠ ଘଣ୍ଟମାଳ, ନର୍ଲା ଓ ତୁଲାପଡାସ୍ଥିତ ହାଇସ୍କୁଲ ପରିଦର୍ଶନ କାର୍ଯ୍ୟକ୍ରମରେ ଶ୍ରୀ ତରାଇଙ୍କ ସହ ସାଥ ଟିମର ଦୁଇ ଅଧିକାରୀ, କଳାହାଣ୍ଡି ଜିଲ୍ଲା ଶିକ୍ଷା ଅଧିକାରୀ ସୁଶାନ୍ତ କୁମାର ଚୋପଦାର, ନର୍ଲା ବ୍ଳକ ଶିକ୍ଷା ଅଧିକାରୀ ନିରୂପମା ଦୋରା,ଏବିଓ ଜୟସେନ ନିଆଲ,ଏବିଓ ମହେଶ ଚାନ୍ଦ, ସଚିଦାନନ୍ଦ ନାୟକ,ଭୀମକେଲା କ୍ଲଷ୍ଟର ସିଆରସିସି କିଶୋର ଚନ୍ଦ୍ର ଭୋଇ,ବୁରାଟ କ୍ଲଷ୍ଟର ସିଆରସିସି ଡି ସି ଲାଲ ପଧାନ,ପଲମ ସିଆରସିସି ଜ୍ଞାନେନ୍ଦ୍ର ଗହୀର, ସିଆରସିସି ଟଙ୍କଧର ନିଆଲ ଓ ସ୍ଥାନୀୟ ବିଦ୍ୟାଳୟଗୁଡିକର ପ୍ରଧାନଶିକ୍ଷକ, ଶିକ୍ଷକ ଶିକ୍ଷୟିତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ।
 ସ୍କୁଲ ଅଭିଯାନ ଯୋଜନାରେ ସହାୟତା ପାଇଁ ସ୍ଥାନୀୟ ଶିକ୍ଷା ବିଭାଗର ଉଦ୍ୟମକୁ ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ତରାଇ ପ୍ରଶଂସା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026

You Might Also Like