-+91-9937148622 |

prerana_bgr@rediffmail.com |

  Tuesday 16th June 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   (16-Jun-2026)       ||      କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||      *କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   (15-Jun-2026)       ||      ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   (15-Jun-2026)       ||      ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||      ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||      ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ    (15-Jun-2026)       ||      ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||      ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   (15-Jun-2026)       ||      ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   (15-Jun-2026)       ||     

HOME   ଜିଲ୍ଲା

ଅଯୋଧ୍ୟାରେ ରାମଲାଲା ପ୍ରାଣ ପ୍ରତିଷ୍ଠା ଦିନ ମଦ ମାଂସ ବିକ୍ରି ବନ୍ଦ କରିବା ପାଇଁ ଦାବିପତ୍ର ପ୍ରଦାନ କଲା ଆଦିବାସୀ କଲ୍ୟାଣ ସଂଘ

20-Jan-2024



ପାଟଣାଗଡ଼/ବେଲପଡ଼ା (ପୁର୍ଣ୍ଣ ଶଶୀ ଶେଖର ରାଓ): ଶହ ଶହ ବର୍ଷର ପ୍ରତୀକ୍ଷା ପରେ ସମଗ୍ର ହିନ୍ଦୁ ସମାଜ ପାଇଁ ଭାରତବାସୀ ଆଜି ଉତ୍ସବମୁଖରିତ । ପ୍ରଭୁ ରାମଲାଲା ଅଯୋଧ୍ୟା ଆସିବେ , ଭବ୍ୟ ଶ୍ରୀରାମ ମନ୍ଦିର ସହ ରମାଲାଲାଙ୍କ ପ୍ରାଣ ପ୍ରତିଷ୍ଠା ହେବ ଏ ନେଇ ପ୍ରଭୁ ଭକ୍ତ ମାନଙ୍କ ମନରେ ନାହିଁ ନଥିବା ଉତ୍ସାହ ଆନନ୍ଦ ଖେଳି ଯାଇଛି । ଏନେଇ ସାରା ଭାରତର ପ୍ରତ୍ୟେକ ମନ୍ଦିରକୁ ଓ ପ୍ରତ୍ୟେକ ପରିବାରକୁ ଅକ୍ଷତ,ଗୁଆ ଦେଇ ନିମନ୍ତ୍ରଣ ମଧ୍ୟ କରାଯାଇଛି । ପ୍ରତ୍ୟେକ ଗ୍ରାମରେ, ପ୍ରତ୍ୟେକ ସହରରେ ଭକ୍ତିମୟ ପରିବେଶ ସୃଷ୍ଟି କରି ଖୋଲ ତାଳ କୀର୍ତ୍ତନ ସହ ଗ୍ରାମ

ପରିକ୍ରମା କରାଯାଇଛି । ଆସନ୍ତା ୨୨ ତାରିଖ ଦିନ ପ୍ରତ୍ୟେକ ଘରେ ଘରେ,ମନ୍ଦିର ମାନଙ୍କରେ, ପୁର ପଲ୍ଲୀରେ ଅଖଣ୍ଡ ଦୀପ, ନାମ ଯଜ୍ଞ,ଅଖଣ୍ଡ ଘୃତ ଯଜ୍ଞ ,କୀର୍ତ୍ତନ, କଳସ ସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି ଏବଂ ଏହି ଦିନ ସରକାରୀ ସ୍ତରରେ ମଧ୍ୟ ସ୍କୁଲ କଲେଜ, ସରକାରୀ ବେସରକାରୀ କାର୍ଯ୍ୟାଳୟ ଅଧା ଛୁଟି କରିବାକୁ ଘୋଷଣା କରାଯାଇଛି । ଏହି ଶୁଭ ଦିନରେ ପାଟଣାଗଡ଼ ଉପଖଣ୍ଡର ପ୍ରତ୍ୟେକ ଗ୍ରାମରେ, ସହରରେ ଶାନ୍ତି ଶୃଙ୍ଖଳା ରକ୍ଷା କରିବା ସହ ଭକ୍ତିମୟ ପରିବେଶ ସୃଷ୍ଟି କରିବାକୁ ମଦ ମାଂସ ବିକ୍ରି ବନ୍ଦ କରିବା ପାଇଁ ଆଜି ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ଯୁଗ୍ମ ସମ୍ପାଦକ ଗିରିରାଜ ଭୋଇଙ୍କ ନେତୃତ୍ୱରେ ଉପଜିଲ୍ଲାପାଳ ପାଟଣାଗଡ଼ ଏବଂ ଥାନାଧିକାରୀ ପାଟଣାଗଡ଼ଙ୍କୁ ଲିଖିତ ଭାବେ ଦାବିପତ୍ର ପ୍ରଦାନ କରାଯାଇଛି । ଦାବିପତ୍ର ପ୍ରଦାନ ସମୟରେ ହୃଷିକେଶ ଭୋଇ, ବଲ୍ଲଭ ଧରୁଆ,ଗୌରାଙ୍ଗ ବରିହା,ଚନ୍ଦ୍ରମଣି ବାଗ,ଚୁଡାମଣି ଧରୁଆ,ବଳରାମ ବରିହା,ସୁଦୀପ୍ତ ରଞ୍ଜନ ସୁଆର,ଗୋରେଖ ନାଥ ବରିହା, ବିଭିସନ ବରିହା ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   16-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା   15-Jun-2026
  ଜିଲ୍ଲା  
ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   15-Jun-2026
  ଜିଲ୍ଲା  
ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ   15-Jun-2026
  ଜିଲ୍ଲା  
*କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   15-Jun-2026
  ଜିଲ୍ଲା  
ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   15-Jun-2026
  ଜିଲ୍ଲା  
ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   15-Jun-2026
  ଜିଲ୍ଲା  
ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   15-Jun-2026
  ଜିଲ୍ଲା  
ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ   15-Jun-2026
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026
  ଜିଲ୍ଲା  
ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   15-Jun-2026
  ଜିଲ୍ଲା  
ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   15-Jun-2026

You Might Also Like