-+91-9937148622 |

prerana_bgr@rediffmail.com |

  Tuesday 16th June 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||      *କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   (15-Jun-2026)       ||      ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   (15-Jun-2026)       ||      ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||      ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||      ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ    (15-Jun-2026)       ||      ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||      ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   (15-Jun-2026)       ||      ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   (15-Jun-2026)       ||      ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   (14-Jun-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଟାଉନ ବାଳିକା ହାଇସ୍କୁଲ ରେ ବାର୍ଷିକ କ୍ରୀଡା ଉଦଯାପିତ- ଯୋଗ ଦେଲେ ରାଜ୍ୟ ସଭା ସାଂସଦ

20-Jan-2024



 ବଲାଙ୍ଗୀର(ଚିତ୍ରସେନ ବେହେରା ) ବଲାଙ୍ଗୀର ସରକାରୀ ଟାଉନ  ବାଳିକା ୫ ଟି ହାଇସ୍କୁଲ ଠାରେ ଗତ କାଲି ବାର୍ଷିକ କ୍ରୀଡା ଉଦଯାପିତ ହୋଇ ଯାଇଛି l ହାଇସ୍କୁଲ୍ ପ୍ରଧାନ ଶିକ୍ଷକ ନରେନ୍ଦ୍ର ନାଥ ମିଶ୍ର ଙ୍କ ସଭାପତିତ୍ୱ ରେ ଅନୁଷ୍ଟିତ ଏହି କ୍ରୀଡା ଉତ୍ସବ ରେ ମୂଖ୍ୟ ଅତିଥି ଭାବେ ରାଜ୍ଯ ସଭା ସାଂସଦ ଶ୍ରୀ ନିରଞ୍ଜନ ବିଶି ଯୋଗ ଦେଈ ଛାତ୍ରୀ ଓ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କ ଙ୍କ ଶୃଙ୍ଖଳl , ଟ୍ୟା ଲେଣ୍ଟ କୁ ,  ପ୍ରଧାନ ଶିକ୍ଷକ ଙ୍କ ଅନୁବଦ୍ଧତା ଓ ଶିକ୍ଷକ ଙ୍କ ସହଯୋଗ କୁ ଭୂୟସୀ ପ୍ରଶଂସା କରିଥିଲେ l ଏବଂ ବିଦ୍ୟାଳୟ ର କମ୍ପ୍ୟୁଟର ଶିକ୍ଷା ର ଉନ୍ନତି ଲାଗି ସାଂସଦ ପାଣ୍ଠି ରୁ ୧୨ ଗୋଟି କମ୍ପ୍ୟୁଟର ପ୍ରଦାନ କରିବାକୁ ଘୋଷଣା କରିଥିଲେ l ମୂଖ୍ୟ ବକ୍ତା ଭାବେ ବ୍ୟଙ୍ଗ କବି ଅଚ୍ୟୁତ ପୁରୋହିତ ଯୋଗ ଦେଇ ବ୍ୟଙ୍ଗ କବିତା ମାଧ୍ୟମ ରେ ଛାତ୍ରୀ ଙ୍କ ଚରିତ୍ର ଗଠନ ଉପରେ ବାର୍ତ୍ତା ଦେଇଥିଲେ l ସମ୍ମାନିତ ଅତିଥି

ଭାବେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଲକ୍ଷ୍ମୀ ସିଂ ଯୋଗ ଦେଈ ଶିଶୁ ଓ ନାରୀ ମାନଙ୍କ ସୁରକ୍ଷା ଉପରେ ଶପଥ ପାଠ କରାଇଥିଲେ l ଜିଲ୍ଳା ସଂସ୍କୃତି ଅଧିକାରୀ ରଶ୍ମି ରଞ୍ଜନ ମିଶ୍ର, ସୁଚନା ଓ ଲୋକ ସଂପର୍କ ଅଧିକାରୀ ସରୋଜ କୁମାର୍ ସାହୁ, କ୍ରିଡ଼ା ଅଧିକାରୀ ପରାଶର ବାଗ, ଦିଗlମ୍ବର କର  ଅତିଥି ଭାବେ ଯୋଗ ଦେଇ କୃତୀ ଛାତ୍ରୀଙ୍କୁ ପୁରସ୍କୃତ କରିଥିଲେ l ଶିକ୍ଷୟିତ୍ରୀ ନଳିନୀ ସାହୁ ସଭା ସଂଯୋଜନl କରିଥିବା ବେଳେ ଶିକ୍ଷକ ସତ୍ୟାନନ୍ଦ ବିଶ୍ଵାଳ ଅତିଥି ପରିଚୟ ପ୍ରଦାନ କରିଥିଲେ l ଶିକ୍ଷୟିତ୍ରୀ ସୁଜାତା ମଲ୍ଲିକ ଖେଳ ର ବିବରଣୀ ପ୍ରଦାନ ଓ ଅରୁନ୍ଧତୀ ବଢ଼ାଇ ଧନ୍ୟବାଦ୍ ଅର୍ପଣ କରିଥିଲେ l  ଜୁନିଅର ବିଭାଗ ର ଚମ୍ପିଅନ ପୁଷ୍ପାଞ୍ଜଳି ଚନ୍ଦନ ଓ ସିନିଅର ବିଭାଗ ର ଚମ୍ପିୟାନ ପlଞ୍ଜଳ ପରିମିତା ପାତ୍ର ଙ୍କୁ ମୁଖ୍ୟ ଅତିଥି ସାଂସଦ ବିଶି ପୁରସ୍କୃତ କରିଥିଲେ l  ସେହିପରି ଏହି କ୍ରୀଡା ର ଉଦ୍ଘାଟନୀ ଉତ୍ସବ ରେ ମୁଖ୍ୟ ଅତିଥି  ଜାତୀୟ କ୍ରିଡ଼ାବିତ ଆନନ୍ଦିନୀ ଦର୍ଜି ଯୋଗ ଦେଈ ଏହି କ୍ରୀଡା କୁ  ଉଦଘାଟନ କରିଥିଲେ l  ସମ୍ମାନିତ ଅତିଥି ଭାବେ ଜିଲ୍ଲା କ୍ରୀଡା ଅଧିକାରୀ ପରାଶର ବାଗ, ଡିପିଇଓ ପ୍ରଦୀପ କୁମାର ପାତ୍ର ଯୋଗ ଦେଈ କୃତୀ କ୍ରୀଡାବିତ ଙ୍କୁ ପୁରସ୍କୃତ କରିଥିଲେ l ଶିକ୍ଷକ ନନ୍ଦୀ ସାହୁ ସଭା ସଂଯୋଜନା  କରିଥିବା ବେଳେ ଖେଳ ଶିକ୍ଷୟିତ୍ରୀ ସୁଜାତା ମଲ୍ଲିକ ବିଦ୍ୟାଳୟ ର ବାର୍ଷିକ କ୍ରୀଡା ବିବରଣୀ ର ରିପୋର୍ଟ ପ୍ରଦାନ କରିଥିଲେ l ଶିକ୍ଷକ ସତ୍ୟାନନ୍ଦ ବିଶ୍ଵାଳ ଧନ୍ୟବାଦ୍ ଅର୍ପଣ କରିଥିବା ବେଳେ ପିପି ଏକାଡେମୀ ପି ଇ ଟି ସସ୍ମିତା ମିଶ୍ର ଓ ଟାଉନ୍ ହାଇସ୍କୁଲ୍ ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରି ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା   15-Jun-2026
  ଜିଲ୍ଲା  
ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   15-Jun-2026
  ଜିଲ୍ଲା  
ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ   15-Jun-2026
  ଜିଲ୍ଲା  
*କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   15-Jun-2026
  ଜିଲ୍ଲା  
ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   15-Jun-2026
  ଜିଲ୍ଲା  
ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   15-Jun-2026
  ଜିଲ୍ଲା  
ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   15-Jun-2026
  ଜିଲ୍ଲା  
ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ   15-Jun-2026
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026
  ଜିଲ୍ଲା  
ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   15-Jun-2026
  ଜିଲ୍ଲା  
ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   15-Jun-2026
  ଜିଲ୍ଲା  
ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ   15-Jun-2026

You Might Also Like