-+91-9937148622 |

prerana_bgr@rediffmail.com |

  Tuesday 16th June 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||      *କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   (15-Jun-2026)       ||      ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   (15-Jun-2026)       ||      ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||      ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||      ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ    (15-Jun-2026)       ||      ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||      ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   (15-Jun-2026)       ||      ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   (15-Jun-2026)       ||      ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   (14-Jun-2026)       ||     

HOME   ଜିଲ୍ଲା

ସର୍ବ ଭାରତୀୟ ଲାଲମନୀ କ୍ରିକେଟ୍ କୁ ଉଦଘାଟନ କଲେ ଜିଲ୍ଲାପାଳ ଓ ଏସପି -

20-Jan-2024



ସୋନପୁର  (ମନୋରଞ୍ଜନ ତ୍ରିପାଠୀ )
 ସୋନପୁର ର ସର୍ବ ଭାରତୀୟ ଲାଲମନି କ୍ରିକେଟ୍ ଟୁର୍ଣ୍ଣlମେଣ୍ଟ  ଉଦ୍ଘlଟିତ ହୋଇ ଯାଇଛି l ଏହା ସହିତ ଏହାର ଲୋଗୋ ମଧ୍ଯ ଉନ୍ମୋଚନ ହୋଇଛି l ମୂଖ୍ୟ ଅତିଥି ଭାବେ ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀ ବିମଳେନ୍ଦୁ ରାୟ ଯୋଗ ଦେଈ ଏହି ଲାଲମନି କ୍ରିକେଟ ର ଭବ୍ୟ ଅୟୋଜନ କୁ ଓ ଆୟୋଜକ ଙ୍କ ନିଷ୍ଠା, ଉତ୍ସର୍ଗ ଓ କଠିନ ପରିଶ୍ରମ କୁ ଭୂୟସି ପ୍ରଶଂସା କରିଥିଲେ l ଏବଂ ଲାଲମନି କ୍ରିକେଟ୍  ଜିଲ୍ଲା ର ନୂଆଁ କ୍ରିକେଟ୍ ପ୍ରେମୀ ଙ୍କୁ ପ୍ରେରଣା ଦେବ ବୋଲି ମତ ରଖି ନୂଆଁ ଖେଳାଳୀ ଙ୍କୁ କୋଚିଂ ଦେବାକୁ ପରାମର୍ଶ କରିଥିଲେ l ଏସପି ଅମରେଶ ପଣ୍ଡା ସମ୍ମାନିତ ଅତିଥି ଭାବରେ ଯୋଗ ଦେଇ ଲାଲ୍ମନି ର ଏଭଳି ଅୟୋଜନ ସୁବର୍ଣ୍ଣପୁର ପାଇଁ ଗୌରବ ବୋଲି ମତ ରଖି  ଏହାର ଯତ୍ନ ଓ ସୁରକ୍ଷା ଆମ ସମସ୍ତ ଙ୍କ ଦାୟିତ୍ଵ ବୋଲି କହିଥିଲେ ଓ ଏ ଭବ୍ୟ ଅୟୋଜନ ଖେଳାଳୀ ଓ ଦର୍ଶକ ଙ୍କୁ ଆକୃଷ୍ଟ କରିବ ବୋଲି କହିଥିଲେ l ଅନ୍ୟତମ ଅତିଥି ସମାଜ ସେବୀ ଶ୍ରୀବତ୍ସ ମଲ୍ଲିକ, କ୍ରିକେଟ୍ କମିଟି ସଭାପତି ରାମ ଶଙ୍କର ସାହୁ, ସମ୍ପାଦକ ପ୍ରଦୀପ ସେଠି, କୋଷାଧ୍ୟକ୍ଷ ସତ୍ୟ ନାରାୟଣ ରାଓ  ମଞ୍ଚାସିଁନ ଥିଲେ l ସଭାକୁ ଶ୍ରୀ ରାଓ ପରିଚଳନl କରିଥିବା ବେଳେ ପରେ ପରେ ମେଲୋଡ଼ି କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଥିଲା l  ଇଷ୍ଟଦେବୀ ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ପୂଜାର୍ଚ୍ଚନା କରାଯାଇ ଏକ ଶୋଭାଯାତ୍ରା ଆସି ଗାନ୍ଧି ଷ୍ଟାଡିୟମ ରେ ପହଞ୍ଚିଥିଲl l   କ୍ରିକେଟ୍ ପ୍ରେମୀ ଙ୍କ ମଧ୍ୟରେ ପ୍ରବଳ ଉତ୍କଣ୍ଠା ଦେଖିବାକୁ ମିଳିଛି l  ଦୀର୍ଘ ୩ ବର୍ଷ ବ୍ୟବଧାନ ରେ ଏକ ନୂଆଁ ରୁପ ରଙ୍ଗ ରେ ଏ କ୍ରିକେଟ୍ ଅୟୋଜନ ହେଉ ଥିବାରୁ ଏଥିପାଇଁ ସୋନପୁର ଗାନ୍ଧୀ ଷ୍ଟାଡିୟମ୍ ରେ ଅସଂଖ୍ୟ ଦର୍ଶକ ଙ୍କ ଭିଡ ଆଶଙ୍କା ଥିବାରୁ ଶାନ୍ତି ଶୃଙ୍ଖଳା ପାଈଁ  ଜିଲ୍ଲା କ୍ରିକେଟ୍ ସଂଘ   ପୋଲିସ୍  ପ୍ରଶାସନ ର ସହଯୋଗ ଲୋଡିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା   15-Jun-2026
  ଜିଲ୍ଲା  
ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   15-Jun-2026
  ଜିଲ୍ଲା  
ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ   15-Jun-2026
  ଜିଲ୍ଲା  
*କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   15-Jun-2026
  ଜିଲ୍ଲା  
ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   15-Jun-2026
  ଜିଲ୍ଲା  
ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   15-Jun-2026
  ଜିଲ୍ଲା  
ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   15-Jun-2026
  ଜିଲ୍ଲା  
ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ   15-Jun-2026
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026
  ଜିଲ୍ଲା  
ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   15-Jun-2026
  ଜିଲ୍ଲା  
ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   15-Jun-2026
  ଜିଲ୍ଲା  
ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ   15-Jun-2026

You Might Also Like