-+91-9937148622 |

prerana_bgr@rediffmail.com |

  Monday 15th June 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||      *କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   (15-Jun-2026)       ||      ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   (15-Jun-2026)       ||      ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||      ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||      ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ    (15-Jun-2026)       ||      ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||      ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   (15-Jun-2026)       ||      ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   (15-Jun-2026)       ||      ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   (14-Jun-2026)       ||     

HOME   ଜିଲ୍ଲା

ନବରଙ୍ଗପୁର ଜିଲ୍ଲା ରେ ରାମମୟ ହେଉଛି ପ୍ରତି ପରିବାର*

21-Jan-2024



(ମିହିର ଶଙ୍କର ପାତ୍ର,)
ପାପଡା ହାଣ୍ଡି ବ୍ଳକ ର  ମୈଦଲ ପୁର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ମୈଦଲ ପୁର କଲେଜ କଲୋନୀ ରେ ଅଯୋଧ୍ୟା ରାମନଗରୀ ର ଭ୍ରମ ସୃଷ୍ଟି ହେଉଛି। କଲେଜ କଲୋନୀ ର ଆଂଚଳିକ ସାଧନ କେନ୍ଦ୍ର ସଂଯୋଜକ ବାବୁଲାଲ ସାଗର, ସରକାରୀ ପ୍ରାଥମିକ ବିଦ୍ୟାଳୟ ଭେଜା ର ପ୍ରଧାନ ଶିକ୍ଷକ ଦିବାକର ସମରଥ, ଵଟକରୀ ସରକାରୀ ପ୍ରାଥମିକ ବିଦ୍ୟାଳୟ ଵଟକରୀ ପ୍ରଧାନ ଶିକ୍ଷକ କେଶଵ ଦିସାରୀ, ସରକାରୀ ପ୍ରାଥମିକ ବିଦ୍ୟାଳୟ ସହକାରୀ ଶିକ୍ଷକ ହୃଷୀକେଶ ବିଷୋୟୀ,ଯୁବ ସ୍ବାଭିମାନ ବ୍ୟବସାୟୀ ଶୋଭା ଗରଡା ରାମ ମୟ ଭାଵନା ରେ ଅନବଦ୍ୟ ଉଦ୍ୟମର ଆସନ୍ତା କାଲି  ର ଅଯୋଧ୍ୟା ରେ ରାମ ମନ୍ଦିର ଆୟୋଜନ ରେ ମୈଦଲ ପୁର ରେ   ହନୁମାନ ମନ୍ଦିରର ଅନ୍ନ ର ଭବ୍ୟ ଆୟଜନ ପାଇଁ ଚାଉଳ 100କେ ଜି, ଟମାଟୋ 1ପେଟି, ଫୁଲ କୋଵି 30 କେ ଜି ,ବିନସ 20 କେ ଜି , ଡାଲି 5 କେ ଜି , ଆଳୁ 10 କେ ଜି  ,  କଦଳୀ ଖାନ୍ଧୀ ପ୍ରଦାନ କରି ରାମମୟ ଭାବରେ ଭାଵାୟିତ  ଚିନ୍ତା ଧାରା ର ସୀତା ମାତା ବୃନ୍ଦା, ଉର୍ମିଳା, ସର ଦିଦି,ଦୁର୍ଗେଶରୀ  ଭଳି ମାତୃଦେବ ମାନଙ୍କ ଚିନ୍ତା ଧାରାରେ ଭବ୍ୟ ଆୟଜନ ର  ସମ୍ଭାବନା ସୃଷ୍ଟି ହୋଇଛି । ଆଂଚଳିକ ସାଧନ କେନ୍ଦ୍ର ସଂଯୋଜକ ବାବୁଲାଲ ସାଗର ତରଫରୁ ଅନ୍ନ ପ୍ରସାଦ ମୈଦଲ ହନୁମାନ ମନ୍ଦିରରେ ପହଞ୍ଚିବା ପାଇଁ  ମାଆ ମାନଙ୍କ ହୁଲୁ ହୁଲି ,ଜୟ ଶ୍ରୀ ରାମ  ନାମରେ ଗଗନ ପବନ ମୁଖରିତ, କୁନି କୁନି ପିଲାମାନଙ୍କ ଭିତରେ ଜୟ ଶ୍ରୀ ରାମ,ଜୟ ସୀତା ରାମ ଉଚ୍ଚାରଣରେ ବିଦାୟ ସହ ହନୁମାନ ମନ୍ଦିର ମୈଦଲ ପୁର ହନୁମାନ ମନ୍ଦିରରେ ସନ୍ତୋଷ ପାଣି ଗ୍ରାହୀ, ନିର୍ମଳ ବିଷୋୟୀ, ଭବାନୀ ଶଙ୍କର ଵିଷୟୀ, କିଶୋର ଵିଷୟୀ, ମନ୍ଦିର ପୂଜକ ବିଶ୍ଵନାଥ ଦାସ ସ୍ଵାଗତ ସମ୍ବର୍ଦ୍ଧନା ସହ ସାମଗ୍ରୀ ଗ୍ରହଣ କରିଥିଲେ। ମୈଦଲ ପୁର ଅଂଚଳର ବୁଦ୍ଧିଜୀବି, ଉଚ୍ଚ ଶିକ୍ଷିତ ଯୁବକମାନେ ଏ ଭଳି ଚିନ୍ତାଧାରା କୁ ଉଚ୍ଚ ପ୍ରଶଂସା କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା   15-Jun-2026
  ଜିଲ୍ଲା  
ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   15-Jun-2026
  ଜିଲ୍ଲା  
ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ   15-Jun-2026
  ଜିଲ୍ଲା  
*କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   15-Jun-2026
  ଜିଲ୍ଲା  
ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   15-Jun-2026
  ଜିଲ୍ଲା  
ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   15-Jun-2026
  ଜିଲ୍ଲା  
ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   15-Jun-2026
  ଜିଲ୍ଲା  
ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ   15-Jun-2026
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026
  ଜିଲ୍ଲା  
ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   15-Jun-2026
  ଜିଲ୍ଲା  
ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   15-Jun-2026
  ଜିଲ୍ଲା  
ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ   15-Jun-2026

You Might Also Like