-+91-9937148622 |

prerana_bgr@rediffmail.com |

  Monday 15th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   (15-Jun-2026)       ||      ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||      ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||      ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ    (15-Jun-2026)       ||      ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||      ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   (15-Jun-2026)       ||      ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   (15-Jun-2026)       ||      ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      *ସୋନପୁର ଷ୍ଟେଟବ୍ୟାଙ୍କ ପକ୍ଷରୁ ରକ୍ତଦାନ ଶିବିର*-;   (14-Jun-2026)       ||      ତାଳଦଣ୍ଡା କେନାଲ୍ ପାଚେରି ନିର୍ମାଣରେ ସାଙ୍ଘାତିକ ଦୁର୍ନୀତି । କାମ ସରିନି ୨ କୋଟି ଟଙ୍କା ଖର୍ଚ୍ଚ ହେଲା କିପରି ।ଆଉ ୧୫ ଦିନ ପରେ ଚାକିରିରୁ ଅବସର ନେବେ ।ଭିଜିଲାନ୍ସ ତଦନ୍ତ ପାଇଁ ଦାବି ।   (14-Jun-2026)       ||     

HOME   ଜିଲ୍ଲା

ତୁଷୁରା ଏନଏସି ଓ ଗୁଡଭେଳାବ୍ଲକ ଅଞ୍ଚଳ ୧୨ ଘଣ୍ଟିଆ ଶାନ୍ତିପୂର୍ଣ୍ଣ ବନ୍ଦ, ୧୦୭ ପାକିଟ ଧାନ ଜବତ

21-Jan-2024



ତୁଷୁରା,(ପଞ୍ଚାନନ ନାଏକ) ବଲାଙ୍ଗୀର ଜିଲ୍ଲା ତୁଷୁରା ଏନଏସି ଓ ଗୁଡଭେଲାବ୍ଲକ ଅଞ୍ଚଳରେ ଚାଳିଥିବା ଧାନ କ୍ରୟ ମଣ୍ଡିରେ କଟନୀ ଛଟନୀ କରାଯାଇ ଚାଷୀଙ୍କୁ ହଇରାଣ କରାଯିବା ସହ ଚାଷୀ ଆତ୍ମହତ୍ୟା ଉଦ୍ୟମ କରୁଥିବା ପ୍ରତିବାଦରେ ତୁଷୁରା ୟୁଥ ଏକ୍ସନ କମିଟି ପକ୍ଷରୁ ଶନିବାର ତୁଷୁରା ଏନଏସି ଓ ଗୁଡଭେଲାବ୍ଲକ ଅଞ୍ଚଳ ସକାଳ ୬ଟାରୁ ସଂଧ୍ଯା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ବନ୍ଦ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଯାଇଛି । ଏକ ଟ୍ରକ ନମ୍ବର OD 03 K 7419 ରେ ଧାନ ଓ ଚାଉଳ ଏକ ରାଇସ ମିଲକୁ ଯାଉଥିବା ବେଳେ ୟୁଥ ଏକ୍ସନ କମିଟି ସଦସ୍ଯମାନେ ଉକ୍ତ ଟ୍ରକକୁ ଅଟକାଇ କାଗଜପତ୍ର ମାଗିଥିଲେ । କିନ୍ତୁ କାଗଜପତ୍ର ନଥିବାରୁ ଟ୍ରକକୁ ଛାଡି ଡ୍ରାଇଭର ଫେରାର ମାରିବାରୁ ବଲାଙ୍ଗୀର ଯୋଗାଣ ବିଭାଗକୁ କମିଟିର ସଦସ୍ଯମାନେ ଖବର ଦେଇଥିଲେ। ଗୁଡଭେଲା ଯୋଗାଣ ଅଧିକାରୀ ପ୍ରଶାନ୍ତ ପ୍ରଧାନ ଓ ତୁଷୁରା ଏନଏସି ସହ ଯୋଗାଣ ଅଧିକାରୀ ଆକାଶ ଦର୍ଜୀ ଘଟଣା ସ୍ଥଳରେ ପହଞ୍ଚି ଯାଞ୍ଚ କରିଥିଲେ। ଏହି ଧାନ ପେନ୍ଦିମୁଣ୍ଡା ଗ୍ରାମ ସ୍ଥିତ ଗଜାନନ ରାଇସ ମିଲ ମାଲିକ କାଗଜପତ୍ର ଦେଖାଇ ପାରି ନଥିବାରୁ ଉକ୍ତ ଟ୍ରକରେ ଥିବା ୪୭,୦୩ କୁଣ୍ଟାଳ (୧୦୭ ପାକିଟ) ଧାନ ଜବତ କରି ତୁଷୁରା ଥାନାରେ ଜିମା ଦେଇଥିଲେ। ଅନ୍ୟ ପକ୍ଷରେ ନ୍ୟୁଜ କରୁଥିବା କାର୍ଯ୍ୟରତ ସାମ୍ବାଦିକ ମନୋଜ କୁମାର ଜୈନଙ୍କୁ ଉକ୍ତ ରାଇସ ମିଲର କର୍ମଚାରୀ ସୁରଜ ଶର୍ମା ଆକ୍ରମଣ କରିଥିଲେ। ଏନେଇ ଶ୍ରୀ ଜୈନ ତୁଷୁରା ଥାନାରେ ଲିଖିତ ଅଭିଯୋଗ କରିଥିବା ବେଳେ ଏହି ଘଟଣାକୁ ବିଭିନ୍ନ ମହଳରୁ ନିନ୍ଦା କରାଯାଇଛି। ଏପରି ବେଆଇନ ଭାବେ ଧାନ ଓ ଚାଉଳ ଯାଉଥିବାର ଏହା ମାତ୍ର ଏକ ଉଦାହରଣ । ଏପରି ଚାଷୀଙ୍କୁ ଶୋଷଣ ଚାଳିଥିବା କମିଟି ସଦସ୍ଯ ମାନେ ମତ ପ୍ରକାଶ କରିଥିଲେ ।ଆବଶ୍ୟକ ଯାନ ବାହାନ ଓ ସାମଗ୍ରୀକୁ ବାଦ ଦେଇ ସମସ୍ତ ସରକାରୀ ବେସରକାରୀ ଅନୁଷ୍ଠାନ ଦୋକାନ ବଜାର ବନ୍ଦ ରହିଥିଲା । ଭାଜପା ଓ କଂଗ୍ରେସ ଦଳ ପକ୍ଷରୁ ବନ୍ଦକୁ ସମର୍ଥନ କରାଯାଇଥିବା ବେଳେ ଭାଜପାର ବରିଷ୍ଠ ନେତା ନବୀନ ଜୈନ, କଂଗ୍ରେସର ଶ୍ରୀକାନ୍ତ ବାଗ,କମିଟିର ଲିସନ ପ୍ରଧାନ, ଦେବବ୍ରତ ପାଣିଗ୍ରାହୀ, କହ୍ନା ପ୍ରଧାନ, ନକୁଳ ସାହୁ, ସହଦେବ ମେହେର, ଉପେନ୍ଦ୍ର ମେହେର, ବିଜୟ ସାହୁ, ଜିତେନ୍ଦ୍ର ମହାପାତ୍ର,ରାଜ ମେହେର ଆଦି ବହୁ ଚାଷୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   15-Jun-2026
  ଜିଲ୍ଲା  
ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   15-Jun-2026
  ଜିଲ୍ଲା  
ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   15-Jun-2026
  ଜିଲ୍ଲା  
ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ   15-Jun-2026
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026
  ଜିଲ୍ଲା  
ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   15-Jun-2026
  ଜିଲ୍ଲା  
ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   15-Jun-2026
  ଜିଲ୍ଲା  
ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ   15-Jun-2026
  ଜିଲ୍ଲା  
ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   15-Jun-2026
  ଜିଲ୍ଲା  
ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   15-Jun-2026
  ଜିଲ୍ଲା  
ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   15-Jun-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   15-Jun-2026

You Might Also Like