-+91-9937148622 |

prerana_bgr@rediffmail.com |

  Monday 15th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||      ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||      ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ    (15-Jun-2026)       ||      ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||      ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   (15-Jun-2026)       ||      ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   (15-Jun-2026)       ||      ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      *ସୋନପୁର ଷ୍ଟେଟବ୍ୟାଙ୍କ ପକ୍ଷରୁ ରକ୍ତଦାନ ଶିବିର*-;   (14-Jun-2026)       ||      ତାଳଦଣ୍ଡା କେନାଲ୍ ପାଚେରି ନିର୍ମାଣରେ ସାଙ୍ଘାତିକ ଦୁର୍ନୀତି । କାମ ସରିନି ୨ କୋଟି ଟଙ୍କା ଖର୍ଚ୍ଚ ହେଲା କିପରି ।ଆଉ ୧୫ ଦିନ ପରେ ଚାକିରିରୁ ଅବସର ନେବେ ।ଭିଜିଲାନ୍ସ ତଦନ୍ତ ପାଇଁ ଦାବି ।   (14-Jun-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ବିଶ୍ୱ ରକ୍ତ ଦାତା ଦିବସ ଓ ରକ୍ତ ଦାନ ଶିବିର ଅନୁଷ୍ଠିତ*   (14-Jun-2026)       ||     

HOME   ଜିଲ୍ଲା

ନବବଧୁ କୁ ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ*

21-Jan-2024



ନବରଙ୍ଗପୁର (ମିହିର ଶଙ୍କର ପାତ୍ର,)
ପୁଣି ଯୌତୁକ ନିର୍ଯାତନା ଜୁଇରେ ଜଳିବେ ଆଉ ଜଣେ ନବବଧୁ । ଯୌତୁକ ନିର୍ଯ୍ୟାତନା ଯୋଗୁଁ ପ୍ରାଣହାରିଲେ ନବବଧୁ । ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ । ଘଟଣା ସ୍ଥଳରୁ ସମସ୍ତ  ଅଭିଯୁକ୍ତ ଫେରାର । ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ଗ୍ରାମରୁ ଆସିଛି ଏଭଳି ଅଭିଯୋଗ । ନଣନ୍ଦ , ଶାଶୁ ଏବଂ ଭଣଜା ଙ୍କ ନାଁରେ ଆଣିଲେ ହତ୍ୟା ଅଭିଯୋଗ । ତଣ୍ଟି ଚିପି ହତ୍ୟା ପରେ ଟାଙ୍ଗୀ ଦେଇଥିବା ଅଭିଯୋଗ । ଅଭିଯୋଗଆଣିଲେ ମୃତକ ଙ୍କ ପରିବାର ଲୋକେ । ଅଭିଯୋଗ ଅନୁସାରେ ମାଲକାନଗିରି କେନାଲ କୋଲନୀ ର  ଗୀତା ସେଠି ଗତ ସାତ  ମାସ ତଳେ ପାପଡାହାଣ୍ଡି  ଭିମା ସାହିର ସୁଦାମ ସେଠି ଙ୍କୁ ବିବାହ କରିଥିଲେ l ସୁଦାମ ସେଠି ପେଷାରେ ଜଣେ  ଶିକ୍ଷକ ।  ତେବେ ବିବାହ ସମୟ ରେ ସୁଦାମ ଙ୍କ ପରିବାର ତରଫରୁ ଯୌତୁକ ଦାବି କରାଯାଇଥିଲା । ତେବେ ଗୀତା ଜଣେ ବାପ ଛେଉଣ୍ଡ ଝିଅ ହୋଇଥିବାରୁ ତାଙ୍କ ମା ନିଜ ଯଥା ସାଧ୍ୟ ଯୌତୁକ ପ୍ରଦାନ କରିଥିଲେ । ତେବେ ଘଟଣା କୁ ନେଇ ପ୍ରତ୍ୟେକ ଦିନ ଗୀତା ଙ୍କୁ ଶ୍ବଶୁର ଙ୍କ ପରିବାର ଲୋକେ ନିର୍ଯ୍ୟାତନା ଦେଇ ଯୌତୁକ ଆଣିବା ପାଇଁ କହୁଥିଲେ  । ଯାହାକୁ ନେଇ ସାତ ମାସ ଦେଇ ଗୀତାକୁ ନିର୍ଯ୍ୟାତନା ଦିଆଯାଉଥିବା ନେଇ ଅଭଯୋଗ କରିଛନ୍ତି । ଗତକାଲି ମଧ୍ୟାହ୍ନ ରେ ଘର ଭିତରେ ଝୁଲନ୍ତା ଅବସ୍ଥାରେ ଗୀତାଙ୍କୁ ସ୍ୱାମୀ ଦେଖି ତୁରନ୍ତ ମେଡିକାଲ ନେଇଥିଲେ । କିନ୍ତୁ ମେଡିକାଲ ନେବା ପୂର୍ବରୁ ତାଙ୍କ ମୃତ୍ୟୁ ଘଟିଥିବା ଡକ୍ଟର କହିଛନ୍ତି । ଆଜି ଗୀତା ଙ୍କ  ପରିବାର ଲୋକେ ଥାନାରେ ଆସି ଗୀତାକୁ ତଣ୍ଟି ଚିପି  ହତ୍ୟା କରାଯାଇ ଟାଙ୍ଗାଇ ଦିଆଯାଇଥିବା ଅଭିଯୋଗ କରିଛନ୍ତି  l ଶାଶୁ ଘରର ସମସ୍ତେ ଫେରାର  ହୋଇଯାଇଛନ୍ତି । ଏହାକୁ ନେଇ ପାପଡାହାଣ୍ଡି ମେଡିକାଲ ରେ ଉଭୟ ପରିବାରଙ୍କ ମଧ୍ୟରେ ଉତେଜନା ଦେଖାଦେଇଥିଲା । ମୃତକ ଙ୍କ ପରିବାର ଙ୍କୁ ଭେଟି ଛନ୍ତି ମହିଳା ସମାଜସେବୀ କାଦମ୍ବିନୀ ତ୍ରିପାଠୀ । ଏବଂ ଫେରାର ସମସ୍ତ ଅଭିଯୁକ୍ତ ଙ୍କୁ ଗିରଫ କରିବା ଦାବି ସହ ଶିକ୍ଷକ ଥିବା ସ୍ୱାମୀ ଙ୍କୁ ଗିରଫ କରି ଚାକିରୀ ରୁ ବହିଷ୍କାର କରିବା ଦାବି  ରେ ଶବ କୁ  ପ୍ରାୟ ଏକ ଘଣ୍ଟା  ପର୍ଯ୍ୟନ୍ତ ଅଟକ ରଖାଯାଇଥିଲା । ତେବେ ଘଟଣା ସ୍ଥଳ କୁ ପାପଡାହାଣ୍ଡି SDPO ଆଦିତ୍ୟ ସେନ ଏବଂ ଥାନା IIC ଦୀପକ ଜେନା  ପହଞ୍ଚି ଫେରାର ଅଭିଯୁକ୍ତ ଙ୍କୁ ଧରିବା ପାଇଁ ଏକ ସପ୍ତାହ ର ସମୟ ମାଗିଥିଲେ । ଏବଂ ଏହି ସମୟ ଭିତରେ ସମସ୍ତ ଅଭିଯୁକ୍ତ ଙ୍କୁ ଗିରଫ କରାଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ପରିସ୍ଥିତି ଶାନ୍ତ ପଡିଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   15-Jun-2026
  ଜିଲ୍ଲା  
ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   15-Jun-2026
  ଜିଲ୍ଲା  
ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ   15-Jun-2026
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026
  ଜିଲ୍ଲା  
ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   15-Jun-2026
  ଜିଲ୍ଲା  
ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   15-Jun-2026
  ଜିଲ୍ଲା  
ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ   15-Jun-2026
  ଜିଲ୍ଲା  
ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   15-Jun-2026
  ଜିଲ୍ଲା  
ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   15-Jun-2026
  ଜିଲ୍ଲା  
ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   15-Jun-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   15-Jun-2026
  ଜିଲ୍ଲା  
*କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   15-Jun-2026

You Might Also Like