-+91-9937148622 |

prerana_bgr@rediffmail.com |

  Thursday 14th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ    (14-May-2026)       ||      ଦଶମ ଜିଲ୍ଲାପରିଷଦ ବୈଠକ ଶେଷ    (14-May-2026)       ||      ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   (14-May-2026)       ||      ମାଟ୍ରିକ ପରୀକ୍ଷାରେ ବ୍ଲକ୍ ଟପ୍ପର ତଥା ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (14-May-2026)       ||      ପୁଅକୁ ମାରି ମାଟିତଳେ ପୋତି ଦେଲେ ବାପା, ମା    (14-May-2026)       ||      ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ କଣ୍ଟାମାଳ ଆଦର୍ଶ ବିଦ୍ୟାଳୟ ର ସଫଳତା, ୯୦.୪ପ୍ରତିଶତ ରଖି ସୋନାଲି କର୍ଣ୍ଣ ସ୍କୁଲ ଟପ୍ପର    (14-May-2026)       ||      ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   (14-May-2026)       ||      ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି    (13-May-2026)       ||      ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   (13-May-2026)       ||      ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   (13-May-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    (13-May-2026)       ||      ବିନିକା ପ୍ରିମୀୟର ଲିଗ,ସ୍ମାର୍ଟ୧୧କୁ ହରାଇ ତ୍ରିରଙ୍ଗାର ବିଜୟ ଧାରା ଜାରି   (13-May-2026)       ||      *ସୁବର୍ଣ୍ଣପୁର ରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଚମ୍ପିୟାନ ସିପ ର ଦ୍ୱିତୀୟ ଦିବସ*   (13-May-2026)       ||      *ଘର କୁ ଘର ଗ୍ୟାସ ହୋମ ଡେଲିଭରୀ ସେବା ପ୍ରଦାନ କରିବା କୁ ଉପଭୋକ୍ତା ଙ୍କୁ ଦୃଢ ପ୍ରତିଶୁତି ଦେଲେ ଚରଣ ନାଏକ*   (13-May-2026)       ||      କଳାହାଣ୍ଡି ଜିଲ୍ଲା ପୋଲିସ ବିଭାଗ ପକ୍ଷରୁ ନର୍ଲା ଥାନା କାର୍ଯ୍ୟକଳାପ ପାଇଁ ଏକ ନମ୍ୱର୍ ସ୍ଥାନ ଅଧିକାର କରିଥିବା ସୂଚନା !   (13-May-2026)       ||      *ଖୁଟଗୁଡା ରେ ହିନ୍ଦୁ ମହାସଂଘ ପ୍ରମୁଖ ଙ୍କୁ ଭବ୍ୟ ସ୍ଵାଗତ*   (13-May-2026)       ||      ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ, ପୁରୁଷ ବନ୍ଧୁଙ୍କ ସମେତ ୪ ଗିରଫ   (13-May-2026)       ||      ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା ଏଆଇଡିଏସ୍ଓ    (13-May-2026)       ||      ପାଳଲହଡା ଅଞ୍ଚଳରେ ଅବୈଧ ଓ ଅନଧିକୃତ ଲଘୁ ଖଣିଜ ଖନନ ଏବଂ ପରିବହନ ଉପରେ ଚଢାଉ ହାଇବା ଜବତ    (13-May-2026)       ||      ମା ଙ୍କୁ ମନେ ପକାଇଲେ ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟ ର ସଭ୍ୟସଭ୍ୟା    (13-May-2026)       ||     

HOME   ଜିଲ୍ଲା

ଉଦଯାପିତ ହେଲା ପୁରନ୍ଦର ସ୍ମାରକୀ ରାଜ୍ୟସ୍ତରୀୟ ନାଟ ମହୋତ୍ସବ*-- *ଅନ୍ତିମ ସଂଧ୍ୟାରେ ଦର୍ଶକ ଙ୍କୁ ବାନ୍ଧି ରଖିଲା ସମ୍ବଲପୁର କଳାକାର ଙ୍କ ନାଟକ ସଃ*-

21-Jan-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁରର ରୟାଲ ପଡିଆ ମୁକ୍ତମଞ୍ଚରେ ଚାଲିଥିବା ପୁରନ୍ଦର ସ୍ମାରକୀ ରାଜ୍ୟସ୍ତରୀୟ ନାଟ୍ ମହୋତ୍ସବ ଆଜି ଉଦଯାପିତ ହୋଇଯାଇଛି। ତୃତୀୟ ଦିନରେ ଆଜି ତିନୋଟି କୋଶଲି-ସମ୍ବଲପୁରୀ ନାଟକ ପରିବେଷିତ ହୋଇଛି । କେରାପଦର, ବୋଡ଼େନ, ନୂଆପଡା ର ଜ୍ଞାନୋଦୟ ନାଟ୍ୟ ଅନୁଷ୍ଠାନ ର ନାଟ୍ୟକାର କେଶ ରଞ୍ଜନ ପ୍ରଧାନ ଓ ରବିଶଙ୍କର ପ୍ରଧାନ ନିର୍ଦ୍ଦେଶିତ ନାଟ୍ "ମଧୁବିଦ୍ୟା", ଦ୍ଵିତୀୟ ନାଟକ ଶ୍ରୀ କଲଚରାଲ ଏସୋସିଏସନ୍ ସମ୍ବଲପୁର ନାଟ୍ୟକାର ଓ ନିର୍ଦ୍ଦେଶକ ସତ୍ୟ ରଞ୍ଜନ ବେହେରା ଙ୍କ ନାଟ୍ "ସଃ" ଓ ତୃତୀୟ ନାଟ୍ ପଦମପୁର ର ଅବର୍ଣ୍ଣୀଗୁଣ୍ଡା ନାଟ୍ୟ ଅନୁଷ୍ଠାନ ର ନାଟ୍ୟକାର ଅଶୋକ ବହିଦାର ଓ ନିର୍ଦ୍ଦେଶକ ବିଶ୍ରାମ ମେହେର ଙ୍କ  "ଟିକଟ" ନାଟକ ପ୍ରଦର୍ଶିତ ହୋଇଥିଲା l  ପ୍ରଥମ ନାଟ୍ ସଃ ରେ କେବଳ ମଣିଷ ଙ୍କୁ ନୁହେଁ ସମସ୍ତ ଜୀବଜନ୍ତୁ ଙ୍କୁ ଭଲପାଇବା ଉପରେ ଉପରେ ପର୍ଯ୍ୟବେଶିତ ଏହି କଥାବସ୍ତୁ କୁ ନେଇ ପ୍ରଦର୍ଶିତ ଏହି ନାଟକ ବିଳମ୍ୱିତ ରାତି ଯାଏ ଦର୍ଶକ ଙ୍କୁ ବାନ୍ଧି ରଖିଥିଲା l ଦ୍ଵିତୀୟ ନାଟକ ମଧୁବିଦ୍ୟା ଏକ ଆଧ୍ୟାତ୍ମିକ ମିଥ୍ ଉପରେ ପର୍ଯ୍ୟବେସିତ ଥାଇ କୈ।ଣସି ବି ବିଦ୍ୟା ସିମୀତ ଭାବରେ ଲୁକ୍କାୟିତ ନରହି ସାର୍ବଜନୀନ କରିବା ଉପରେ ଗୁରୁତ୍ୱାରୋପ କରିବା ସହ ଯାହା ଲୋକହିତରେ ମଙ୍ଗଳ ହେବ ତାହା ସର୍ବୋପରି ଯା ବିଦ୍ୟା ସାବିମୁକ୍ତୟେ ର ଭାବନା ପ୍ରଦାନ କରିଥିବା ବେଳେ ତୃତୀୟ ନାଟ୍ ଟିକଟ୍ ସାଂପ୍ରତିକ ପରିସ୍ଥିତିରେ ରାଜନୀତି ଯେପରି ପରିବାରବାଦ ଆଡକୁ ସଂପୂର୍ଣ୍ଣ ଭାବେ ଢଳିଯାଇ ନୂତନ ଯୁବ ପ୍ରତିଭା ମାନଙ୍କୁ ସୁଯୋଗ ଦେବାରେ ବାଟ ଓଗାଳୁଛି ଯା ଫଳରେ ସମାଜରେ ସନ୍ତୁଳନ ର ଅଭାବ ରହି ସଠିକ ନେତୃତ୍ବ ର ଅଭାବ ଅନୁଭୁତ ହେଉଛି ତାହାହିଁ ନିଖୁଣ ଭାବରେ ଦର୍ଶାଇଛନ୍ତି ନାଟ୍ୟକାର। , ସମସ୍ତ ନାଟକକୁ ନାଟ୍ୟପ୍ରେମୀ ଦର୍ଶକ ଢେରରାତିଯାଏ ଉପଭୋଗ କରିଥିଲେ ।

ନିର୍ଦ୍ଦେଶନାରେ ନାଟକ  ପରିଣତ ହେବା ଶ୍ରେୟସ୍କର  ରହିଛି ।   ପରତା ଏକ ଅଭାବ ସୃଷ୍ଟି କରେ,ସେତେବେଳେ ମଣିଷ ଭିତରେ ଥିବା ସ୍ନେହ,ବିଶ୍ୱାସ ଓ ଶ୍ରଦ୍ଧା କିପରି ଜୀବନକୁ ସମୃଦ୍ଧ କରିପାରେ ତାହାକୁ ନେଇ ନାଟକଟି ଗତିଶୀଳ ହୋଇଛି । 
ପୁରନ୍ଦର ନାଟ ମହୋତ୍ସବର ଅଧ୍ୟକ୍ଷ ଅରବିନ୍ଦ ବାରିକ ଙ୍କ ପୈ।ରହିତ୍ୟରେ ଅନୁଷ୍ଠିତ ଉଦଯାପନୀ ସଭାରେ ମୁଖ୍ୟ ଅତିଥି ଭାବେ ସୁବର୍ଣ୍ଣପୁର ଜିଲ୍ଲା ପାଳ ବିମଳେନ୍ଦୁ ରାୟ ଯୋଗଦେଇ  ପ୍ରଦୀପ ପ୍ରଜ୍ଜ୍ଵଳନ କରିବାସହ   ନାଟକ ମାଧ୍ୟମରେ ହିଁ ମଣିଷ ନିଜ କୁ ପ୍ରତିପାଦିତ କରିଥାଏ ବୋଲି ପ୍ରକାଶ କରି ସ୍ଵର୍ଗତ ପୁରନ୍ଦର ବାରିକ ଙ୍କ ସ୍ମୃତି ଚାରଣକରି ଏ ଅନୁଷ୍ଠାନର ଉତ୍ତରୋତ୍ତର ଉନ୍ନତି କାମନା କରିଥିଲେ।ଅନ୍ୟତମ ଅତିଥି ସିନେ ଅଭିନେତା ମନୋଜ ମିଶ୍ର, ବିଶିଷ୍ଟ ସମାଜସେବୀ ଶ୍ରୀବତ୍ସ ମଲ୍ଲିକ,ଜନମୁରା ସରପଞ୍ଚ ଦମୟନ୍ତୀ ବାରିକ ଯୋଗଦେଇ ଥିଲେ।  ପୁରନ୍ଦର ସ୍ମୃତି କମିଟିର ସଂଯୋଜକ ନାଟ୍ୟଶ୍ରୀ ଗଦାଧର ବାରିକଙ୍କ ସଭାକୁ ସଂଯୋଜନା କରିଥିବା ବେଳେ ସଂପାଦକ ଦିଲୀପ ପାତ୍ର,, ଆନନ୍ଦ ବାରିକ,ସାନନ୍ଦ ବାରିକ,ଅଶୋକ ଜେନା,ନିଶାନ୍ତ ମହାନ୍ତି,ଜଗନ୍ନାଥ ଧରୁଆ,ଦେବାଶିଷ ପଟ୍ଟନାୟକ ଓ ଶିବ ଯୋଶୀ  ପ୍ରମୁଖ ସହଯୋଗ କରିଥିଲେ  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ   14-May-2026
  ଜିଲ୍ଲା  
ଦଶମ ଜିଲ୍ଲାପରିଷଦ ବୈଠକ ଶେଷ   14-May-2026
  ଜିଲ୍ଲା  
ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   14-May-2026
  ଜିଲ୍ଲା  
ମାଟ୍ରିକ ପରୀକ୍ଷାରେ ବ୍ଲକ୍ ଟପ୍ପର ତଥା ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   14-May-2026
  ଜିଲ୍ଲା  
ପୁଅକୁ ମାରି ମାଟିତଳେ ପୋତି ଦେଲେ ବାପା, ମା   14-May-2026
  ଜିଲ୍ଲା  
ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ କଣ୍ଟାମାଳ ଆଦର୍ଶ ବିଦ୍ୟାଳୟ ର ସଫଳତା, ୯୦.୪ପ୍ରତିଶତ ରଖି ସୋନାଲି କର୍ଣ୍ଣ ସ୍କୁଲ ଟପ୍ପର   14-May-2026
  ଜିଲ୍ଲା  
ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   14-May-2026
  ଶି‍କ୍ଷା ଓ ନିଯୁକ୍ତି  
ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି   13-May-2026
  ରାଜ୍ୟ  
ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   13-May-2026
  ଜିଲ୍ଲା  
ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   13-May-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    13-May-2026
  ଜିଲ୍ଲା  
ବିନିକା ପ୍ରିମୀୟର ଲିଗ,ସ୍ମାର୍ଟ୧୧କୁ ହରାଇ ତ୍ରିରଙ୍ଗାର ବିଜୟ ଧାରା ଜାରି   13-May-2026

You Might Also Like