-+91-9937148622 |

prerana_bgr@rediffmail.com |

  Thursday 14th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ    (14-May-2026)       ||      ଦଶମ ଜିଲ୍ଲାପରିଷଦ ବୈଠକ ଶେଷ    (14-May-2026)       ||      ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   (14-May-2026)       ||      ମାଟ୍ରିକ ପରୀକ୍ଷାରେ ବ୍ଲକ୍ ଟପ୍ପର ତଥା ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (14-May-2026)       ||      ପୁଅକୁ ମାରି ମାଟିତଳେ ପୋତି ଦେଲେ ବାପା, ମା    (14-May-2026)       ||      ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ କଣ୍ଟାମାଳ ଆଦର୍ଶ ବିଦ୍ୟାଳୟ ର ସଫଳତା, ୯୦.୪ପ୍ରତିଶତ ରଖି ସୋନାଲି କର୍ଣ୍ଣ ସ୍କୁଲ ଟପ୍ପର    (14-May-2026)       ||      ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   (14-May-2026)       ||      ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି    (13-May-2026)       ||      ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   (13-May-2026)       ||      ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   (13-May-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    (13-May-2026)       ||      ବିନିକା ପ୍ରିମୀୟର ଲିଗ,ସ୍ମାର୍ଟ୧୧କୁ ହରାଇ ତ୍ରିରଙ୍ଗାର ବିଜୟ ଧାରା ଜାରି   (13-May-2026)       ||      *ସୁବର୍ଣ୍ଣପୁର ରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଚମ୍ପିୟାନ ସିପ ର ଦ୍ୱିତୀୟ ଦିବସ*   (13-May-2026)       ||      *ଘର କୁ ଘର ଗ୍ୟାସ ହୋମ ଡେଲିଭରୀ ସେବା ପ୍ରଦାନ କରିବା କୁ ଉପଭୋକ୍ତା ଙ୍କୁ ଦୃଢ ପ୍ରତିଶୁତି ଦେଲେ ଚରଣ ନାଏକ*   (13-May-2026)       ||      କଳାହାଣ୍ଡି ଜିଲ୍ଲା ପୋଲିସ ବିଭାଗ ପକ୍ଷରୁ ନର୍ଲା ଥାନା କାର୍ଯ୍ୟକଳାପ ପାଇଁ ଏକ ନମ୍ୱର୍ ସ୍ଥାନ ଅଧିକାର କରିଥିବା ସୂଚନା !   (13-May-2026)       ||      *ଖୁଟଗୁଡା ରେ ହିନ୍ଦୁ ମହାସଂଘ ପ୍ରମୁଖ ଙ୍କୁ ଭବ୍ୟ ସ୍ଵାଗତ*   (13-May-2026)       ||      ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ, ପୁରୁଷ ବନ୍ଧୁଙ୍କ ସମେତ ୪ ଗିରଫ   (13-May-2026)       ||      ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା ଏଆଇଡିଏସ୍ଓ    (13-May-2026)       ||      ପାଳଲହଡା ଅଞ୍ଚଳରେ ଅବୈଧ ଓ ଅନଧିକୃତ ଲଘୁ ଖଣିଜ ଖନନ ଏବଂ ପରିବହନ ଉପରେ ଚଢାଉ ହାଇବା ଜବତ    (13-May-2026)       ||      ମା ଙ୍କୁ ମନେ ପକାଇଲେ ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟ ର ସଭ୍ୟସଭ୍ୟା    (13-May-2026)       ||     

HOME   ଜିଲ୍ଲା

ଶିବାନନ୍ଦ ପରିଚ୍ଛା କୁ ବିଜେଡି ଦଳରୁ ଟିକେଟ ଦିଅ ନହେଲେ ଭୋଟ ବର୍ଜନ ରାଜ୍ୟ କେନ୍ଦୁପତ୍ର କର୍ମଚାରୀ ସଂଘ ପକ୍ଷରୁ ସାମ୍ୱାଦିକ ସମ୍ମିଳନୀ

21-Jan-2024



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ)ରାଜ୍ୟ କେନ୍ଦୁପତ୍ର କର୍ମଚାରୀ ସଂଘ ପକ୍ଷରୁ ପାଟଣାଗଡ଼ ସହରର ଓମ୍ କଲ୍ୟାଣ  ମଣ୍ଡପ ଠାରେ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇଥିଲା  । ଏଥିରେ ସଂଘ ର ରାଜ୍ୟ ସଂପାଦକ   ଶିବାନନ୍ଦ ପରିଚ୍ଛା ଙ୍କୁ ପାଟଣାଗଡ଼  ନିର୍ବାଚନ ମଣ୍ଡଳୀ ର ବିଜେଡ଼ି ସମର୍ଥିତ ବିଧାୟକ ପ୍ରାର୍ଥୀ ଭାବେ ଆଗାମୀ ୨୦୨୪  ସାଧାରଣ ନିର୍ବାଚନରେ ଟିକିଟ  ଦେବାକୁ ସାମ୍ୱାଦିକ ସମ୍ମିଳନୀରେ ଦାବୀ କରାଯାଇଛି । ପୂର୍ବରୁ ରାଜ୍ୟର କେନ୍ଦୁପତ୍ର ତୋଳାଳୀ ସଂଘ ରେଢ଼ାଖୋଲ ଓ ପାଟଣାଗଡ଼ ନିର୍ବାଚନ ମଣ୍ଡଳୀରେ ତାଙ୍କ ସଂଘରୁ ଦୁଇଟି ସ୍ଥାନ ସଂରକ୍ଷିତ କରିବାକୁ କହିଥିଲେ।ଅନ୍ୟପକ୍ଷରେ  ରାଜ୍ୟ କେନ୍ଦୁପତ୍ର କର୍ମଚାରୀ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଶ୍ରୀ ପରିଚ୍ଛା ଙ୍କୁ ଟିକିଟ ଦେବାକୁ ଦାବି କରାଯିବ ବୋଲି ସୂଚନା ଦେଇଛନ୍ତି । ଯଦିଓ ଶାସକ ଦଳ ତଥା ବିଜୁଜନତା ଦଳ ଶିବାନନ୍ଦ ପରିଚ୍ଛା ଙ୍କୁ ଟିକେଟ ନଦିଏ ତାହେଲେ ଆଗାମୀ ନିର୍ବାଚନ ରେ ସଂଘ ର ସଦସ୍ୟ ମାନେ ଭୋଟ ବର୍ଜନ କରିବାକୁ ଚେତାବନୀ ଦେଇଛନ୍ତି। ଏବେ ରାଜ୍ୟ ସରକାରଙ୍କୁ ଅଡ଼ୁଆରେ ପକାଉଛି ପାଟଣାଗଡ଼ ନିର୍ବାଚନ ମଣ୍ଡଳୀ। ଯେହେତୁ ଦୀର୍ଘ ୨୫ ବର୍ଷ ଧରି ଭାରତୀୟ ଜନତା ପାର୍ଟିର କବଜାରେ ଥିଲା ଆଉ ପାଟଣାଗଡ଼ କୁ ପଦ୍ମଗଡ ରୂପେ ବିବେଚିତ କରୁଥିଲେ। କିନ୍ତୁ ୨୦୧୯ ପରେ ଯୁବ ବିଧାୟକ ସରୋଜ କୁମାର ମେହେର ବିଜୁଜନତା ଦଳରୁ ପ୍ରାର୍ଥୀ ହୋଇ ପଦ୍ମଗଡ ରେ ଶଙ୍ଖର ଧ୍ବନି ଶୁଣାଇ ବିଜୟ ହାସଲ କରିଥିଲେ।ଧିରେ ଧିରେ ସେ ଅକ୍ଳାନ୍ତ ପରିଶ୍ରମ କରି ପଦ୍ମଗଡ କୁ ଶଙ୍ଖଗଡରେ ପରିଣତ କରିଦେଲେଣି। କିନ୍ତୁ ଅନ୍ୟପଟେ ଶାସକ ଦଳରୁ ଦୁଇ ଜଣ ଆଶାୟୀ ପ୍ରାର୍ଥୀ ବାହାରୁଥିବା ବେଳେ ଶିବାନନ୍ଦ ପାଇଁ କେନ୍ଦୁପତ୍ର ତୋଳାଳୀ ସଂଘ ଦାବି କରୁଅଛି। ସତରେ କ'ଣ ବିଜୁଜନତା ଦଳ ଆସନରେ ଥିବା ବିଧାୟକଙ୍କ ଟିକେଟ କାଟି ଶିବାନନ୍ଦ କୁ ଦେବ ତାହା ଦେଖିବାକୁ ବାକି ରହିଲା। ଯଦିଓ ଶାସକ ଦଳ ର ଟିକେଟ ଦିଆନିଆ ଠିକ୍ ନହୁଏ ତାହେଲେ ପୁଣି ପାଟଣାଗଡ଼ ନିର୍ବାଚନ ମଣ୍ଡଳୀରେ ପଦ୍ମ ଫୁଟିବ ବୋଲି ବୁଦ୍ଧିଜୀବି ମହଲରେ ଚର୍ଚ୍ଚା ହେଉଛି।ଉକ୍ତ ସମ୍ମୀଳନୀରେ ମକାରୁ ପଣ୍ଡା, ନିଲମଣି ବୁଡେକ, ଧ୍ରୁବଚରଣ ଚାନ୍ଦ, ରାଜାରାମ ଦଣ୍ଡସେନା, ସୁରେନ୍ଦ୍ର ବରିହା , ପିତାମ୍ବର ସାହୁ, ମନୋରଞ୍ଜନ ସାହୁ, ଲୋଚନ ବରିହା, ତ୍ରିନାଥ ପୋଢ, ବ୍ରଜରାଜ ପୁରୋହିତ, ପରମେଶ୍ବର ସୁନା , ଶାନ୍ତନୁ କୁମାର ଭୋଇ, ଜଗଦୀଶ ବନଛୋର, ଜୟସିଂ ନାଏକ, ଅଶୋକ ଦଣ୍ଡସେନା, ବିକାଶ କୁମାର ଭୋଇ,ଦଳ ଛତ୍ରିଆ,ବରଞ୍ଚି ବର୍ଗତ୍ତି, ପ୍ରହଲ୍ଲାଦ ମୁଦୁଲି,ବଳ ଧରୁଆ କୌଲାଶ ସୁନା ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ   14-May-2026
  ଜିଲ୍ଲା  
ଦଶମ ଜିଲ୍ଲାପରିଷଦ ବୈଠକ ଶେଷ   14-May-2026
  ଜିଲ୍ଲା  
ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   14-May-2026
  ଜିଲ୍ଲା  
ମାଟ୍ରିକ ପରୀକ୍ଷାରେ ବ୍ଲକ୍ ଟପ୍ପର ତଥା ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   14-May-2026
  ଜିଲ୍ଲା  
ପୁଅକୁ ମାରି ମାଟିତଳେ ପୋତି ଦେଲେ ବାପା, ମା   14-May-2026
  ଜିଲ୍ଲା  
ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ କଣ୍ଟାମାଳ ଆଦର୍ଶ ବିଦ୍ୟାଳୟ ର ସଫଳତା, ୯୦.୪ପ୍ରତିଶତ ରଖି ସୋନାଲି କର୍ଣ୍ଣ ସ୍କୁଲ ଟପ୍ପର   14-May-2026
  ଜିଲ୍ଲା  
ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   14-May-2026
  ଶି‍କ୍ଷା ଓ ନିଯୁକ୍ତି  
ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି   13-May-2026
  ରାଜ୍ୟ  
ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   13-May-2026
  ଜିଲ୍ଲା  
ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   13-May-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    13-May-2026
  ଜିଲ୍ଲା  
ବିନିକା ପ୍ରିମୀୟର ଲିଗ,ସ୍ମାର୍ଟ୧୧କୁ ହରାଇ ତ୍ରିରଙ୍ଗାର ବିଜୟ ଧାରା ଜାରି   13-May-2026

You Might Also Like