-+91-9937148622 |

prerana_bgr@rediffmail.com |

  Thursday 14th May 2026 |

| | | |

R.N.I. Regd No. ODIODI/2010/46693

Breaking News

ମାଟ୍ରିକ ପରୀକ୍ଷାରେ ବ୍ଲକ୍ ଟପ୍ପର ତଥା ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (14-May-2026)       ||      ପୁଅକୁ ମାରି ମାଟିତଳେ ପୋତି ଦେଲେ ବାପା, ମା    (14-May-2026)       ||      ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ କଣ୍ଟାମାଳ ଆଦର୍ଶ ବିଦ୍ୟାଳୟ ର ସଫଳତା, ୯୦.୪ପ୍ରତିଶତ ରଖି ସୋନାଲି କର୍ଣ୍ଣ ସ୍କୁଲ ଟପ୍ପର    (14-May-2026)       ||      ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   (14-May-2026)       ||      ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି    (13-May-2026)       ||      ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   (13-May-2026)       ||      ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   (13-May-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    (13-May-2026)       ||      ବିନିକା ପ୍ରିମୀୟର ଲିଗ,ସ୍ମାର୍ଟ୧୧କୁ ହରାଇ ତ୍ରିରଙ୍ଗାର ବିଜୟ ଧାରା ଜାରି   (13-May-2026)       ||      *ସୁବର୍ଣ୍ଣପୁର ରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଚମ୍ପିୟାନ ସିପ ର ଦ୍ୱିତୀୟ ଦିବସ*   (13-May-2026)       ||      *ଘର କୁ ଘର ଗ୍ୟାସ ହୋମ ଡେଲିଭରୀ ସେବା ପ୍ରଦାନ କରିବା କୁ ଉପଭୋକ୍ତା ଙ୍କୁ ଦୃଢ ପ୍ରତିଶୁତି ଦେଲେ ଚରଣ ନାଏକ*   (13-May-2026)       ||      କଳାହାଣ୍ଡି ଜିଲ୍ଲା ପୋଲିସ ବିଭାଗ ପକ୍ଷରୁ ନର୍ଲା ଥାନା କାର୍ଯ୍ୟକଳାପ ପାଇଁ ଏକ ନମ୍ୱର୍ ସ୍ଥାନ ଅଧିକାର କରିଥିବା ସୂଚନା !   (13-May-2026)       ||      *ଖୁଟଗୁଡା ରେ ହିନ୍ଦୁ ମହାସଂଘ ପ୍ରମୁଖ ଙ୍କୁ ଭବ୍ୟ ସ୍ଵାଗତ*   (13-May-2026)       ||      ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ, ପୁରୁଷ ବନ୍ଧୁଙ୍କ ସମେତ ୪ ଗିରଫ   (13-May-2026)       ||      ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା ଏଆଇଡିଏସ୍ଓ    (13-May-2026)       ||      ପାଳଲହଡା ଅଞ୍ଚଳରେ ଅବୈଧ ଓ ଅନଧିକୃତ ଲଘୁ ଖଣିଜ ଖନନ ଏବଂ ପରିବହନ ଉପରେ ଚଢାଉ ହାଇବା ଜବତ    (13-May-2026)       ||      ମା ଙ୍କୁ ମନେ ପକାଇଲେ ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟ ର ସଭ୍ୟସଭ୍ୟା    (13-May-2026)       ||      ସାଇଟ କଲେଜରେ ବିଶ୍ୱ ସେବିକା ଦିବସ ପାଳନ   (13-May-2026)       ||      କଟକ ସଦର ବ୍ଲକରେ ଅନ୍ତୋଦୟ ଯୋଜନାରେ ଅନିୟମିତତା    (13-May-2026)       ||      ଦୁଇ ଶିକାରୀ ଙ୍କୁ ଗିରଫ କରିବା ସହ ଦୁଇଟି ଦେଶୀ ବନ୍ଧୁକ ଜବତ   (12-May-2026)       ||     

HOME   ଜିଲ୍ଲା

କୁଦୋପାଲି ଗ୍ରାମରେ ଉଭୟ ସ୍ବାମୀ ସ୍ତ୍ରୀ ଙ୍କ ଆତ୍ମହତ୍ୟା,କାରଣ ଅସ୍ପଷ୍ଟ

22-Jan-2024



ଆଗଳପୁର, (ପ୍ରେରଣା ଖବର) ଉଭୟ ସ୍ବାମୀ ସ୍ତ୍ରୀ ଙ୍କ ଆତ୍ମହତ୍ୟା ଦେଖିବାକୁ ମିଳିଛି l ଏଭଳି ଏକ ଅଭାବନୀୟ ଘଟଣା ଦେଖିବକୁ ମିଳିଛି ଆଗଲପୁର ବ୍ଲକ ଝରଣିପାଲି ପଞ୍ଚାୟତ ଅନ୍ତର୍ଗତ କୁଦୋପାଲି ଗ୍ରାମରେ l ସୂଚନାନୁସାରେ ଗତକାଲି ସନ୍ଧ୍ୟାରେ ଉଭୟ ସ୍ବାମୀ ସ୍ତ୍ରୀ କୌଣସି କାରଣ ରୁ ଗ୍ରାମ ନିକଟସ୍ଥ ଏକ ଚାଷ ଜମି ମଝିରେ ସ୍ୱାମୀ ରଶି ଲଗାଇ ଏକ ଗଛ ମୂଳରେ ଆତ୍ମହତ୍ୟା କରିଥିବା ଦେଖିବାକୁ ମିଳିଛି l ସ୍ଵାମୀଙ୍କ ଆତ୍ମହତ୍ୟା ସ୍ଥଳରେ ତଥା ତାଙ୍କ ତଳେ ସ୍ତ୍ରୀ ମରି ପଡିଥିବାର ଦେଖିବାକୁ ମିଳିଛି l ଏଭଳି ଏକ ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ବିଷୟ ପାଲଟିଛି l ଉଭୟ ସ୍ବାମୀ ସ୍ତ୍ରୀ ଏକା ସାଙ୍ଗରେ ଆତ୍ମହତ୍ୟା କରିବା ଅଞ୍ଚଳରେ ପ୍ରଥମ ଘଟଣା ବୋଲି ଜଣା ପଡ଼ିଛି। ସୂଚନା ପାଇ ସାଇଣ୍ଟ ଟିଫିକ ଦଳ ଘଟଣା ସ୍ଥଳରେ ପହଞ୍ଚି ଆତ୍ମହତ୍ୟା ର କାରଣ କଣ ଜାଣିବା ପାଇଁ ତଦନ୍ତ ଚଳାଇଛନ୍ତି l ଘଟଣା ସ୍ଥଳରେ ଆଗଲପୁର ପୋଲିସ ଅଧିକାରୀ ଶ୍ରୀ ବାସୁଦେବ ଭୋଇ , ପୋଲିସ୍ ସବ୍ ଇନ୍ସପେକ୍ଟର ନାରାୟନ ସା, ସବ୍ ଇନ୍ସପେକ୍ଟର ଅନ୍ତର୍ଯ୍ୟାମୀ ବେହେରା ,ଲୋଇସିଂହା ଥାନା ଅଧିକାରୀ ଯାଜ୍ଞସେନି ନାୟକ ଏବଂ ଏସ୍ ଡି ପି ଓ ତୋଫାନ ବାଗ ପହଞ୍ଚି ଶବକୁ ଜବତ କରି ଘଟଣାର ସତ୍ୟତା ଜାଣିବା ପାଇଁ ତଦନ୍ତ ଚଲାଇଛନ୍ତି l ତା ସଙ୍ଗେ ସଙ୍ଗେ ଆଗଲପୁର ତହସିଲଦାର ଶ୍ରୀ  ସହଦେବ କୁକୁର୍ଡା ମଧ୍ୟ ପହଞ୍ଚି ଘଟଣାର ଅନୁଧ୍ୟାନ କରିଥିଲେ।ଆତ୍ମହତ୍ୟା କରିଥିବା ସ୍ବାମୀ ସ୍ତ୍ରୀ ଙ୍କ ଏକ ପୁତ୍ର ସନ୍ତାନ ଟିଏ ଥିବାର ଜଣା ପଡ଼ିଛି l ମୃତ ବ୍ୟକ୍ତିଙ୍କ ନାମ ହେଉଛି ଖିରୋଦ୍ର ବରିହା, ତାରିଣି ବରିହା ବୋଲି ଜଣା ପଡ଼ିଛି l ପ୍ରକୃତ ଘଟଣା ତଦନ୍ତ ପରେ ଜଣାପଡିବ l


News Comment




Photo in News

Advertisment
Lastest News
  ଜିଲ୍ଲା  
ମାଟ୍ରିକ ପରୀକ୍ଷାରେ ବ୍ଲକ୍ ଟପ୍ପର ତଥା ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   14-May-2026
  ଜିଲ୍ଲା  
ପୁଅକୁ ମାରି ମାଟିତଳେ ପୋତି ଦେଲେ ବାପା, ମା   14-May-2026
  ଜିଲ୍ଲା  
ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ କଣ୍ଟାମାଳ ଆଦର୍ଶ ବିଦ୍ୟାଳୟ ର ସଫଳତା, ୯୦.୪ପ୍ରତିଶତ ରଖି ସୋନାଲି କର୍ଣ୍ଣ ସ୍କୁଲ ଟପ୍ପର   14-May-2026
  ଜିଲ୍ଲା  
ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   14-May-2026
  ଶି‍କ୍ଷା ଓ ନିଯୁକ୍ତି  
ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି   13-May-2026
  ରାଜ୍ୟ  
ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   13-May-2026
  ଜିଲ୍ଲା  
ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   13-May-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    13-May-2026
  ଜିଲ୍ଲା  
ବିନିକା ପ୍ରିମୀୟର ଲିଗ,ସ୍ମାର୍ଟ୧୧କୁ ହରାଇ ତ୍ରିରଙ୍ଗାର ବିଜୟ ଧାରା ଜାରି   13-May-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଚମ୍ପିୟାନ ସିପ ର ଦ୍ୱିତୀୟ ଦିବସ*   13-May-2026
  ଜିଲ୍ଲା  
*ଘର କୁ ଘର ଗ୍ୟାସ ହୋମ ଡେଲିଭରୀ ସେବା ପ୍ରଦାନ କରିବା କୁ ଉପଭୋକ୍ତା ଙ୍କୁ ଦୃଢ ପ୍ରତିଶୁତି ଦେଲେ ଚରଣ ନାଏକ*   13-May-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ପୋଲିସ ବିଭାଗ ପକ୍ଷରୁ ନର୍ଲା ଥାନା କାର୍ଯ୍ୟକଳାପ ପାଇଁ ଏକ ନମ୍ୱର୍ ସ୍ଥାନ ଅଧିକାର କରିଥିବା ସୂଚନା !   13-May-2026

You Might Also Like