-+91-9937148622 |

prerana_bgr@rediffmail.com |

  Friday 6th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   (06-Nov-2026)       ||      ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    (06-Nov-2026)       ||      ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   (06-Nov-2026)       ||      *ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   (06-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   (06-Nov-2026)       ||      ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   (06-Nov-2026)       ||      ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (05-Nov-2026)       ||      ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟଜନକ    (05-Nov-2026)       ||      ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   (05-Nov-2026)       ||      ଜର୍ନାଲିଷ୍ଟ ଏସୋସିଏସନ୍ ଅଫ୍ ବରଗଡ (ଜାବ)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଓ ଦ୍ଵିବାର୍ଷିକ ନିର୍ବାଚନ    (05-Nov-2026)       ||      କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   (05-Nov-2026)       ||      *ଡାବୁଗାଁ ବ୍ଲକରେ ସାଂସଦ ପ୍ରତିନିଧି ରାଜେନ୍ଦ୍ର ବିଷୋୟୀଙ୍କୁ ଭବ୍ୟ ସ୍ୱାଗତ*   (05-Nov-2026)       ||      ଅର୍ଣ୍ଣବ ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତି ଆକଳନ♦️ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରୀୟ ଟିମ୍, ବ୍ୟାପକ କ୍ଷୟକ୍ଷତି ହୋଇଛି, ସମ୍ପୂର୍ଣ୍ଣ ଆକଳନ କରିବାକୁ ଆହୁରି ୭/୮ ଦିନ ଲାଗିବ   (05-Nov-2026)       ||      ଥାନାରେ ସର୍ଦ୍ଦାରଙ୍କର ରାତ୍ରୀକାଳୀନ ସାକ୍ଷାତକାର ♦️ କାରଣ କଣ ?   (05-Nov-2026)       ||      ରାଜନୀତିର ପଶାପାଲେିର ବନ୍ଧା ପଡିଛି ବଲାଙ୍ଗୀରର ସ୍ୱାଭିମାନ ଲକ୍ଷ୍ମେୀଜାର୍ ପ୍ରକଳ୍ପ   (05-Nov-2026)       ||      କଣ୍ଟାମାଳ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ    (05-Nov-2026)       ||      କୁଟାସିଂହା ଅଙ୍ଗ ନଦୀ ଉପରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର(ବ୍ୟାରେଜ) ନିର୍ମାଣ ପ୍ରକଳ୍ପ ଅନୁମୋଦିତ   (05-Nov-2026)       ||     

HOME   ଜିଲ୍ଲା

ଭୁଷୁଡ଼ିଲା ଜଗନ୍ନାଥ ମନ୍ଦିରର ଦକ୍ଷିଣ ଦ୍ୱାର 

05-Oct-2020



ନୟାଗଡ ,05/10- ରକ୍ଷଣା ବେକ୍ଷଣ ଅଭାବରୁ ଦୀର୍ଘ ଦିନ  ହେବ ନୟାଗଡ଼ ସହରର ଜଗନ୍ନାଥ ମନ୍ଦିର ର ଦକ୍ଷିଣ ଦ୍ୱାର ସଙ୍କଟାପର୍ଣ୍ଣ ଅବସ୍ଥାରେ ଥିଲା | ପ୍ରଶାସନ ର ଆଖି  ଥାଇ ଅନ୍ଧ ନୀତି ର ପ୍ରଭାବ ଆଜି ଜଗନ୍ନାଥ ଙ୍କୁ ଭୋଗିବାକୁ ପଡିଛି | ଲଗାଣ ବର୍ଷା ଯୋଗୁଁ ଆଜି ସମ୍ପୂର୍ଣ୍ଣ ଭାଙ୍ଗି ଯାଇଛି ମନ୍ଦିରର ଦକ୍ଷିଣ ଦ୍ୱାର | ପୂଜକ ଠୁଁ ନେଇ ଭକ୍ତ ପର୍ଯ୍ୟନ୍ତ ସମସ୍ତେ ଏହି ଖବର ପାଇଲା ପରେ ଅନ୍ତରର କୋହ କୁ ଆଉ ଚାପି ନଥିଲେ | ଭକ୍ତ ମଣ୍ଡଳ ରେ ଏବେ ସମାଲୋଚିତ ହେଉଛି ପ୍ରଶାସନ ଯେ ଯଦି ଜଗନ୍ନାଥ ଙ୍କ ବାସସ୍ଥଳୀ କୁ ଏତେ ଅଣଦେଖା ହେଉଛି ତେବେ ଜଗନ୍ନାଥ ଦେଶ ରେ ସାଧାରଣ ମଣିଷ ଟିଏ କିପରି "ମୋ କୁଡ଼ିଆ" ର  ଉପଭୋଗୀ ହୋଇପାରିବ ¿¿ ବୁଦ୍ଧିଜୀବୀ ମହଲ ରେ ଚର୍ଚ୍ଚା ଜୋର ଧରିଛି କି ଲଗାଣ ବର୍ଷା ରେ ଘର ଭୁସୁଡ଼ିଲେ ରାଜନୈତିକ ଚାପରେ ୱାର୍ଡ ସଭ୍ୟ ଙ୍କ ଠୁଁ ନେଇ ମନ୍ତ୍ରୀ ପର୍ଯ୍ୟନ୍ତ ସମସ୍ତେ ପହଂଚି ନାଁ କମେଇବା ପାଇଁ ଜରି ପାଲ, ଖାଦ୍ୟ ସାମଗ୍ରୀ ପହଞ୍ଚାଇ ଥାନ୍ତି ଏବଂ ବାସଗୃହ ନିର୍ମାଣ ର ପ୍ରତିଶୃତି ଦେଇଥାନ୍ତି ହେଲେ ଜଗନ୍ନାଥ ଙ୍କ ପାଖରେ ପହଁଚିବାକୁ କୌଣସି ରାଜନେତା ଙ୍କର କେବେ ସମୟ ମିଳୁଛି ତାହା ଦେଖାଯିବ | ପୂଜକ ଏବଂ ଭକ୍ତ ମଣ୍ଡଳ ରୁ ଦାବି ହେଉଛି କି ଭୁଶୁଡି ପଡିଥିବା ଦକ୍ଷିଣ ଦ୍ୱାର ଯୁଦ୍ଧ କାଳୀନ ଭିତ୍ତି ରେ ପ୍ରଶାସନ ନିର୍ମାଣ କରିବା ନିତ୍ୟାନ୍ତ ଆବଶ୍ୟକ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   06-Nov-2026
  ଜିଲ୍ଲା  
ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    06-Nov-2026
  ଜିଲ୍ଲା  
ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   06-Nov-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   06-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   06-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   06-Nov-2026
  ଜିଲ୍ଲା  
ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   05-Nov-2026
  ଜିଲ୍ଲା  
ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   05-Nov-2026
  ଜିଲ୍ଲା  
ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   05-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   05-Nov-2026
  ଜିଲ୍ଲା  
ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟଜନକ   05-Nov-2026
  ଜିଲ୍ଲା  
ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   05-Nov-2026

You Might Also Like