-+91-9937148622 |

prerana_bgr@rediffmail.com |

  Tuesday 5th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   (05-May-2026)       ||      ବାଘ୍ ନାଇଁ ଦେଖ୍ଲେ ବିଲେଇ ଦେଖ"....    (05-May-2026)       ||      କୁମ୍ଭାରି ଧାନ ମଣ୍ଡିରେ ଚାଷୀ ସଚେତନତା ସମାବେଶ   (05-May-2026)       ||      ଲାଦେରପାଲିରେ ସମାପନ ହେଲା ଚୋବିଶ ପ୍ରହରୀ ନାମଯଜ୍ଞ ର ରୈ।ପ୍ୟ ଜୟନ୍ତୀ ମହୋତ୍ସବ   (05-May-2026)       ||      ବରପାଲି ଶୀତଳଷଷ୍ଠୀ ତାଡ଼କାସୁର ଭୂମିକା ପାଇଁ ବରିଷ୍ଠ କଳାକାର ଜଗଦାନନ୍ଦ ମିଶ୍ରଙ୍କୁ ବରଣ   (05-May-2026)       ||      କାଲିମେଳା ବ୍ଲକ ଲୁଗେଲ ପଞ୍ଚାୟତରେ ଜିଲ୍ଲାପଳାଙ୍କ ଅଭିଯୋଗ ଶୁଣାଣି : ୬୧ଟି ଆବେଦନ ଗ୍ରହଣ ସହ ସେବା ପ୍ରଦାନ ପାଇଁ ସ୍ବତନ୍ତ୍ର କ୍ୟାମ୍ପ    (05-May-2026)       ||      ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   (05-May-2026)       ||      ଚାଷୀ ସଚେତନତା ସମାବେଶ    (05-May-2026)       ||      ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   (05-May-2026)       ||      ଅଧଘଣ୍ଟା ଧରି ପଡି ରହିଲେ ଡାକ୍ତର ଦେଖୁଲେ ନାହିଁ ♦️ ଏଇ ହେଉଛି ବିଶ୍ୱସ୍ତରୀୟ ହସ୍ପିଟାଲ   (05-May-2026)       ||      ଆତ୍ମରକ୍ଷା ପାଇଁ ଜିଲ୍ଳା ପ୍ରଶାସନ ପକ୍ଷରୁ ସନ୍ତରଣ ପ୍ରଶିକ୍ଷଣ   (05-May-2026)       ||      *ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -   (04-May-2026)       ||      ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା    (04-May-2026)       ||      *ଡାବୁଗାଁ ମଣ୍ଡଳ ବିଜେପି ତରଫରୁ ବିଜୟ ଉତ୍ସବ ପାଳିତ*   (04-May-2026)       ||      ପାଟଣେଶ୍ୱରୀ ଦେବୀଙ୍କ ପ୍ରତିମୁର୍ତ୍ତିରେ ସିମେଣ୍ଟ, ଚୁନ ପଥର ପଡୁଛି   (04-May-2026)       ||      लोइसिंघा: ब्राइटमूर इंटरनेशनल स्कूल में ग्रीष्मकालीन शिविर का उद्घाटन   (04-May-2026)       ||      Summer Camp Inaugurated at Brightmoor International School   (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||      ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା :ଦୁଇ ଜଣ ଗିରଫ   (04-May-2026)       ||     

HOME   ଜିଲ୍ଲା

ରଙ୍ଗ ନମ୍ବର,ମିସ କଲ ରୁ ପ୍ରେମ ବିବାହ

19-Dec-2020



କୋକସରା (ତ୍ରିନାଥ ବେଶ୍ରା)
 ଜୀବନରେ  ପ୍ରେମ କେତେ ବେଳେ କାହା ସହିତ ହୁଏ ତାହା 
କହି ହୁଏନି, ଯାହାର ଜୀବନ୍ତ ଉଦାହରଣ ଦେଖିବାକୁ ମିଳିଛି କଳାହାଣ୍ଡି ଜିଲ୍ଲା କୋକସରା ଥାନା ରେ ,ଗୋଟିଏ ମିସ୍ କଲ୍ ରୁ ପ୍ରେମ ଗଢି ଉଠିଥିବା ବେଳେ ବର୍ତ୍ତମାନ ଜୀବନ ସାଥି ହେବାକୁ ଦୁହେଁ ବାଛି ନେଇଛନ୍ତି  l ଏଭଳି ଏକ ଦୃଶ୍ୟ ଦେଖିବା କୁ ମିଳୁଛି ନବରଙ୍ଗପୁର 
ଜିଲ୍ଲାଚନ୍ଦାହାଣ୍ଡି ବ୍ଳକ ଡ଼ାହିମାଲ ଗ୍ରାମର କୁରୁପତି ଗଣ୍ଡ ଙ୍କ ପୁତ୍ର ଧରମ ଗଣ୍ଡ ବୟସ-୨୩ ,ସେ କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବ୍ଲକ ଛଚାନ ବାହାଲି ଗ୍ରାମର ଖଗେଶ୍ବର ଚିନା ଗଉଡ ଙ୍କ ଝିଅ  -ମୁଗୁନା ଦେଇ ବୟସ-୨୨ ସେ ଦୁହେଁ  ରଙ୍ଗ ନମ୍ବର ଫୋନ କଳ ଜରିଆରେ ପ୍ରେମର ସମ୍ପର୍କରେ ବନ୍ଧା ହୋଇ ଥିଲେ ଓ କୋକସରା ଥାନାରେ ଆଜି ଉଭୟ ଦୁଇପକ୍ଷ ଲୋକଙ୍କୁ ଡକାଇ କୋକସରା ଥାନା ଓ ଆ ଇ ସି  ଶ୍ରୀଯୁକ୍ତ ବାସୁଦେବ ଛତ୍ରିଆ  ତାଙ୍କର ପିତା ମାତା ସହ ଆଲୋଚନା କରି ସେମାନଙ୍କୁମିଳନ  କରାଇ ଛନ୍ତି l
ଏବଂ ଦାମ୍ପତ୍ୟ ଜୀବନ ସୁଖମୟ ହେଉ ବୋଲି କହି  ଥିଲେ ଓ କୋର୍ଟ ରେଜାଇ ମେରେଜ୍ କରିବାପାଇଁ କହିଛନ୍ତି ll


News Comment




Photo in News

Advertisment
Lastest News
  ଜିଲ୍ଲା  
ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   05-May-2026
ବାଘ୍ ନାଇଁ ଦେଖ୍ଲେ ବିଲେଇ ଦେଖ"....   05-May-2026
  ଜିଲ୍ଲା  
କୁମ୍ଭାରି ଧାନ ମଣ୍ଡିରେ ଚାଷୀ ସଚେତନତା ସମାବେଶ   05-May-2026
  ଜିଲ୍ଲା  
ଲାଦେରପାଲିରେ ସମାପନ ହେଲା ଚୋବିଶ ପ୍ରହରୀ ନାମଯଜ୍ଞ ର ରୈ।ପ୍ୟ ଜୟନ୍ତୀ ମହୋତ୍ସବ   05-May-2026
  ଜିଲ୍ଲା  
ବରପାଲି ଶୀତଳଷଷ୍ଠୀ ତାଡ଼କାସୁର ଭୂମିକା ପାଇଁ ବରିଷ୍ଠ କଳାକାର ଜଗଦାନନ୍ଦ ମିଶ୍ରଙ୍କୁ ବରଣ   05-May-2026
  ଜିଲ୍ଲା  
କାଲିମେଳା ବ୍ଲକ ଲୁଗେଲ ପଞ୍ଚାୟତରେ ଜିଲ୍ଲାପଳାଙ୍କ ଅଭିଯୋଗ ଶୁଣାଣି : ୬୧ଟି ଆବେଦନ ଗ୍ରହଣ ସହ ସେବା ପ୍ରଦାନ ପାଇଁ ସ୍ବତନ୍ତ୍ର କ୍ୟାମ୍ପ   05-May-2026
  ରାଜ୍ୟ  
ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   05-May-2026
  ଜିଲ୍ଲା  
ଚାଷୀ ସଚେତନତା ସମାବେଶ   05-May-2026
  ଜିଲ୍ଲା  
ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   05-May-2026
  ଜିଲ୍ଲା  
ଅଧଘଣ୍ଟା ଧରି ପଡି ରହିଲେ ଡାକ୍ତର ଦେଖୁଲେ ନାହିଁ ♦️ ଏଇ ହେଉଛି ବିଶ୍ୱସ୍ତରୀୟ ହସ୍ପିଟାଲ   05-May-2026
  ଜିଲ୍ଲା  
ଆତ୍ମରକ୍ଷା ପାଇଁ ଜିଲ୍ଳା ପ୍ରଶାସନ ପକ୍ଷରୁ ସନ୍ତରଣ ପ୍ରଶିକ୍ଷଣ   05-May-2026
  ଜିଲ୍ଲା  
*ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -   04-May-2026

You Might Also Like