-+91-9937148622 |

prerana_bgr@rediffmail.com |

  Thursday 14th May 2026 |

| | | |

R.N.I. Regd No. ODIODI/2010/46693

Breaking News

ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ କଣ୍ଟାମାଳ ଆଦର୍ଶ ବିଦ୍ୟାଳୟ ର ସଫଳତା, ୯୦.୪ପ୍ରତିଶତ ରଖି ସୋନାଲି କର୍ଣ୍ଣ ସ୍କୁଲ ଟପ୍ପର    (14-May-2026)       ||      ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   (14-May-2026)       ||      ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି    (13-May-2026)       ||      ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   (13-May-2026)       ||      ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   (13-May-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    (13-May-2026)       ||      ବିନିକା ପ୍ରିମୀୟର ଲିଗ,ସ୍ମାର୍ଟ୧୧କୁ ହରାଇ ତ୍ରିରଙ୍ଗାର ବିଜୟ ଧାରା ଜାରି   (13-May-2026)       ||      *ସୁବର୍ଣ୍ଣପୁର ରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଚମ୍ପିୟାନ ସିପ ର ଦ୍ୱିତୀୟ ଦିବସ*   (13-May-2026)       ||      *ଘର କୁ ଘର ଗ୍ୟାସ ହୋମ ଡେଲିଭରୀ ସେବା ପ୍ରଦାନ କରିବା କୁ ଉପଭୋକ୍ତା ଙ୍କୁ ଦୃଢ ପ୍ରତିଶୁତି ଦେଲେ ଚରଣ ନାଏକ*   (13-May-2026)       ||      କଳାହାଣ୍ଡି ଜିଲ୍ଲା ପୋଲିସ ବିଭାଗ ପକ୍ଷରୁ ନର୍ଲା ଥାନା କାର୍ଯ୍ୟକଳାପ ପାଇଁ ଏକ ନମ୍ୱର୍ ସ୍ଥାନ ଅଧିକାର କରିଥିବା ସୂଚନା !   (13-May-2026)       ||      *ଖୁଟଗୁଡା ରେ ହିନ୍ଦୁ ମହାସଂଘ ପ୍ରମୁଖ ଙ୍କୁ ଭବ୍ୟ ସ୍ଵାଗତ*   (13-May-2026)       ||      ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ, ପୁରୁଷ ବନ୍ଧୁଙ୍କ ସମେତ ୪ ଗିରଫ   (13-May-2026)       ||      ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା ଏଆଇଡିଏସ୍ଓ    (13-May-2026)       ||      ପାଳଲହଡା ଅଞ୍ଚଳରେ ଅବୈଧ ଓ ଅନଧିକୃତ ଲଘୁ ଖଣିଜ ଖନନ ଏବଂ ପରିବହନ ଉପରେ ଚଢାଉ ହାଇବା ଜବତ    (13-May-2026)       ||      ମା ଙ୍କୁ ମନେ ପକାଇଲେ ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟ ର ସଭ୍ୟସଭ୍ୟା    (13-May-2026)       ||      ସାଇଟ କଲେଜରେ ବିଶ୍ୱ ସେବିକା ଦିବସ ପାଳନ   (13-May-2026)       ||      କଟକ ସଦର ବ୍ଲକରେ ଅନ୍ତୋଦୟ ଯୋଜନାରେ ଅନିୟମିତତା    (13-May-2026)       ||      ଦୁଇ ଶିକାରୀ ଙ୍କୁ ଗିରଫ କରିବା ସହ ଦୁଇଟି ଦେଶୀ ବନ୍ଧୁକ ଜବତ   (12-May-2026)       ||      *ସୁବର୍ଣ୍ଣପୁର ଠାରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଉଦ୍ଘାଟନ*   (12-May-2026)       ||      *ସାମ୍ବାଦିକ ସଙ୍ଘ ତରଫରୁ ଡାବୁଗାଁ ଥାନା ନୂତନ ଆଇ.ଆଇ.ସିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା*   (12-May-2026)       ||     

HOME   ଜିଲ୍ଲା

ଡାବୁଗାଁ ସରସତୀ ଶିଶୁ ବିଦ୍ୟା ମନ୍ଦିରରେ ତ୍ରୟୋବିଂଶ ବାର୍ଷିକ ଉତ୍ସବ ଅନୁଷ୍ଠିତ*

23-Jan-2024



ନବରଙ୍ଗପୁର(ମିହିର ଶଙ୍କର ପାତ୍ର,)
ଡାବୁଗାଁ ବ୍ଲକ ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ୨୩ ତମ ବାର୍ଷିକ ଉତ୍ସବ  ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ରେ ଅନୁଷ୍ଠାନର ସଭାପତି ହରେକୃଷ୍ଣ ବାଡତିଆ ସଭାପତିତ୍ବ କରିଥିଲେ । ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଡାବୁଗାଁ ଷ୍ଟ୍ୟାଟ ବ୍ୟାଙ୍କ ଶାଖା ପରିଚାଳକ ନୀତିଶ କୁମାର ସ୍ବାଇଁ ଯୋଗ ଦେଇ ଛୋଟ ଛୋଟ ଛାତ୍ର ଛାତ୍ରୀ ଙ୍କୁ ଉଦବୋଧନ ଦେଇଥିଲେ । ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ବକ୍ତା ଅତିରିକ୍ତ ଶିକ୍ଷା ଅଧିକାରୀ ସନ୍ତୋଷ କୁମାର ସାହୁ ଯୋଗଦେଇ କିପରି ଛାତ୍ର ଛାତ୍ରୀ ନିଜ ଜୀବନକୁ ସୁନ୍ଦର ଭାବେ ଗଢିତୋଳିବା ନେଇ ବକ୍ତବ୍ୟ ରଖିଥିଲେ।  ଏହି କାର୍ଯ୍ୟକ୍ରମ ରେ ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଶିକ୍ଷା ଅଧିକାରୀ ଦେବରାଜ ଗୋପାଳ ଯୋଗ ଦେଇ ଛାତ୍ର ଛାତ୍ରୀ ଙ୍କୁ ପ୍ରୋତ୍ସାହନ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଅନୁଷ୍ଠାନର ସମ୍ପାଦକ ସଞ୍ଜୟ କୁମାର ପାଢ଼ୀ ଯୋଗ ଦେଇଥିଲେ ପରେ ଛାତ୍ର ଛାତ୍ରୀ ମାନେ ସାଂସ୍କୃତିକ କାର୍ଯ୍ୟକ୍ରମ କରି ଉପସ୍ଥିତ ସମସ୍ତଙ୍କୁ ମନମୁଗ୍ଧ କରିଥିଲେ । ଏହି କାର୍ଯ୍ୟକ୍ରମ କୁ ଅନୁଷ୍ଠାନର ପ୍ରଧାନ ଆଚାର୍ଯ୍ୟ ସତ୍ୟନାରାୟଣ ଚୌଧୁରୀ ଓ  ଅନୁଷ୍ଠାନର ସମସ୍ତ ଗୁରୁଜୀ ଗୁରୁମା ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମ ରେ ସମସ୍ତ ଅଭିଭାବକ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ କଣ୍ଟାମାଳ ଆଦର୍ଶ ବିଦ୍ୟାଳୟ ର ସଫଳତା, ୯୦.୪ପ୍ରତିଶତ ରଖି ସୋନାଲି କର୍ଣ୍ଣ ସ୍କୁଲ ଟପ୍ପର   14-May-2026
  ଜିଲ୍ଲା  
ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   14-May-2026
  ଶି‍କ୍ଷା ଓ ନିଯୁକ୍ତି  
ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି   13-May-2026
  ରାଜ୍ୟ  
ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   13-May-2026
  ଜିଲ୍ଲା  
ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   13-May-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    13-May-2026
  ଜିଲ୍ଲା  
ବିନିକା ପ୍ରିମୀୟର ଲିଗ,ସ୍ମାର୍ଟ୧୧କୁ ହରାଇ ତ୍ରିରଙ୍ଗାର ବିଜୟ ଧାରା ଜାରି   13-May-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଚମ୍ପିୟାନ ସିପ ର ଦ୍ୱିତୀୟ ଦିବସ*   13-May-2026
  ଜିଲ୍ଲା  
*ଘର କୁ ଘର ଗ୍ୟାସ ହୋମ ଡେଲିଭରୀ ସେବା ପ୍ରଦାନ କରିବା କୁ ଉପଭୋକ୍ତା ଙ୍କୁ ଦୃଢ ପ୍ରତିଶୁତି ଦେଲେ ଚରଣ ନାଏକ*   13-May-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ପୋଲିସ ବିଭାଗ ପକ୍ଷରୁ ନର୍ଲା ଥାନା କାର୍ଯ୍ୟକଳାପ ପାଇଁ ଏକ ନମ୍ୱର୍ ସ୍ଥାନ ଅଧିକାର କରିଥିବା ସୂଚନା !   13-May-2026
  ଜିଲ୍ଲା  
*ଖୁଟଗୁଡା ରେ ହିନ୍ଦୁ ମହାସଂଘ ପ୍ରମୁଖ ଙ୍କୁ ଭବ୍ୟ ସ୍ଵାଗତ*   13-May-2026
  ଜିଲ୍ଲା  
ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ, ପୁରୁଷ ବନ୍ଧୁଙ୍କ ସମେତ ୪ ଗିରଫ   13-May-2026

You Might Also Like