-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||     

HOME   ଜିଲ୍ଲା

ସମ୍ବଲପୁର ବିଜେପି ପକ୍ଷରୁ ଆତର୍କିତ ଭାବରେ ଜିଲ୍ଲା ଯୋଗାଣ ଅଧିକାରୀ ଙ୍କୁ ଘେରାଓ

19-Dec-2020



  ସମ୍ବଲପୁର (ଦେବାଶିଷ ବେହେରାଙ୍କ ରିପୋର୍ଟ)-  ଶୁକ୍ରବାର ଦିନ ହଠାତ ସନ୍ଧ୍ୟା ୬ ଘଣ୍ଟା ସମୟରେ ସମ୍ବଲପୁର ବିଜେପି ପକ୍ଷରୁ ଜିଲ୍ଲା ଯୋଗାଣ ଅଧିକାରୀଙ୍କ କାର୍ଯ୍ୟାଳୟରେ ସମ୍ବଲପୁର ଜିଲ୍ଲା ଯୋଗାଣ ଅଧିକାରୀ ରାମ ଚନ୍ଦ୍ର ଟୁଡୁଙ୍କୁ ଘେରାଇ କରାଯାଇଥିଲା । ମଣ୍ଡି ରେ ପଡି ରହିଥିବା ଲକ୍ଷ ଲକ୍ଷ ବସ୍ତା ଧାନ ଓ ମିଲରଙ୍କ ଦ୍ଵାରା ଧାନର ବେନିୟମ କଟନୀ ଛଟନୀ ବିରୁଦ୍ଧରେ  ନାରାବାଜି କରାଯାଇଥିଲା l ପ୍ରାୟ ଦୁଇ ଘଣ୍ଟା ଧରି ସରଗରମ ଆଲୋଚନା ପରେ ଯୋଗାଣ ଅଧିକାରୀ ଙ୍କୁ ଚେତାବନୀ ଦେଇ ଫେରିଛି ଜିଲ୍ଲା ବିଜେପି । ଆଗକୁ କୌଣସି ମିଲର ଦ୍ୱାରା ଯଦି କୌଣସି ପ୍ରକାରର କଟନୀ ଛଟନୀ ହୁଏ ଓ ମଣ୍ଡିରେ ଧନ ପଡି ରୁହେ ତାହେଲେ ଯେଉଁ ଆଇନ ଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେବ ସେଥିପାଇଁ କେବଳ   ଯୋଗାଣ ବିଭାଗ ଓ ଜିଲ୍ଲା ପ୍ରଶାସନ ହିଁ ଦାୟୀ ରହିବ ବୋଲି ଚେତାବନୀ ଦିଆଯାଇଛି l

ରେଙ୍ଗାଲି ବିଧାୟକ ତଥା ରାଜ୍ୟ ବିଜେପି  ଉପସଭାପତି  ନାଉରି ନାଏକ, ପୂର୍ବତନ କୁଚିଣ୍ଡା ବିଧାୟକ ତଥା ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ରବି ନାରାୟଣ ନାଏକ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ରାଧେଶ୍ୟାମ ବାରିକ, ଜିଲ୍ଲା ସଭାପତି  ଗିରିଶ ପଟେଲ, ରେଢ଼ାଖୋଲ ବିଧାୟକ ପ୍ରାର୍ଥୀ ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଦେବେନ୍ଦ୍ର ମହାପାତ୍ର, ଶ୍ରୀମତୀ ଅନ୍ନପୂର୍ଣ୍ଣା ବାରିକ, ମୃତ୍ୟଞ୍ଜୟ ପାଣିଗ୍ରାହୀ, ସମୀର ରଞ୍ଜନ ବାବୁ, ମାନସ ରଞ୍ଜନ ବକ୍ସି, ଅଶ୍ୱିନୀ ମାଝୀ, ସରୋଜ କୁମାର ଘଡାଇ, ଶମ୍ଭୁ ବରେଳିଆ, ମହେନ୍ଦ୍ର ମିଶ୍ର, ଅମୋଘ ପାଣିଗ୍ରାହୀ, ରାଧେଶ୍ୟାମ ପ୍ରଧାନ, ପ୍ରଦୀପ କୁମାର ବେହେରା, ବିରେନ୍ଦ୍ର କୁମାର ଚୌଧୁରୀ, ମହମ୍ମଦ ହାସିମ, ସଞ୍ଜୀବ ଖଣ୍ଡେୱାଲ ଓ ବହୁ ଜିଲ୍ଲା ବିଜେପି ଓ କୃଷକ ମୋର୍ଚ୍ଚା ପଦାଧିକାରୀ ଗଣ ଉପସ୍ଥିତ ଥିଲେ 


News Comment




Photo in News

Advertisment
Lastest News
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026

You Might Also Like